ସୋସିଆଲ ମିଡିଆ ଛାଡିବେ ଜନ୍‌

ମୁମ୍ବାଇ: ଏବେ ସେଲିବ୍ରିଟିମାନେ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ ଥିବାବେଳେ ଅଭିନେତା ଜନ୍‌ ଆବ୍ରାହମ୍‌ କୁଆଡେ ସୋସିଆଲ ମିଡିଆ ଛାଡିଦେବେ ବୋଲି କହିଛନ୍ତି। କାରଣ ସୋସିଆଲ ମିଡିଆ ତାଙ୍କୁ ରୋଗିଣା କରି ଦେଇଛି ବୋଲି ସେ କହିଛନ୍ତି। କାରଣ ପ୍ରତିଦିନ ସୋସିଆଲ ମିଡିଆରେ ସବୁ ପ୍ରକାର ବେକାର ଖବର ଆସୁଛି ବୋଲି ସେ କହିଛନ୍ତି। ଅବଶ୍ୟ କେତେଜଣ ଶିକ୍ଷିତ ବ୍ୟକ୍ତି ଏହି ମିଡିଆ ସହ ଜଡିତ ଥିବା ସେ କହିଛନ୍ତି। ହେଲେ ଅଧିକାଂଶ ୟୁଜର ଅପାଠୁଆ ବୋଲି ଜନ୍‌ କହିଛନ୍ତି। କାରଣ ଏମାନେ ସର୍ବଦା ବେସ୍‌ ଲେସ୍‌ କଥା କଥା ହେଉଥିବା ସେ କହିଛନ୍ତି। ଆହୁରି ମଧ୍ୟ ଜନ୍‌ କହିଛନ୍ତି ଏବେ ମାତେ ଅନୁଚ୍ଛେଦ ୩୭୦ ଉପରେ ଅପ୍‌ ଡେଟ୍‌ ରହିବା କଥା। ହେଲେ ଏହାପରେ ସେ ଧିରେ ଧିରେ ସୋସିଆଲ ମିଡିଆରୁ ବାହାରି ଯିବାକଥା ଚିନ୍ତା କରିଥିବା ପ୍ରକାଶ କରିଛନ୍ତି। କିନ୍ତୁ ସତରେ ସେ ବାହାରିବେ କି ନାହିଁ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ କରି ନାହାନ୍ତି ଜନ୍‌। ତେଣୁ ସମୟକ୍ରମେ ଜଣାପଡିବ ଯେ ଜନ୍‌ ସତକୁ ସତ ସୋସିଆଲ ମିଡିଆ ଛାଡି ଦେଇଛନ୍ତି ନା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନାନା ସମସ୍ୟା ଦେଇ ଗତି କରୁଛି ବଳରାମପୁର ଗାଁ, ଅଭିଯୋଗ କରି ଗ୍ରାମବାସୀ…

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତ ବଳରାମପୁର ଗ୍ରାମ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାସ୍ତାଘାଟଠାରୁ ଆରମ୍ଭ କରି ବହୁ କ୍ଷେତ୍ରରେ ଅବହେଳିତ ହୋଇରହିଛି।…

କରଡ଼ା ଘାଟିରେ ଦୁର୍ଘଟଣା: ନିୟନ୍ତ୍ରଣ ହରାଇ ୫୦ ଫୁଟ ଗାତକୁ ଖସିଲା ଟ୍ରକ

ରାଇକିଆ,୧୯।୨(ପ୍ରଦୀପ ବେହେରା)- କନ୍ଧମାଳ ଜିଲା ରାଇକିଆ ବ୍ଳକର କରଡ଼ା ଘାଟିଠାରେ ନିୟନ୍ତ୍ରଣ ହରାଇ ଏକ ମହୁଲ ବୋଝେଇ ଟ୍ରକ ଘାଟିର ୫୦ ଫୁଟ ଘାଟି ତଳକୁ ଖସିଯାଇଛି।…

୧୫ ବର୍ଷ କ୍ୟାରିଅରର ଅନ୍ତ, 30 ବର୍ଷ ବୟସରେ ଅବସର ଘୋଷଣା କଲେ ଏହି ଖୋଳାଳି

ନୂଆଦିଲ୍ଲୀ,୧୯ା୨: ନ୍ୟୁଜିଲାଣ୍ଡ ମହିଳା କ୍ରିକେଟରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳର ଜଣେ ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ୍ ଲରେନ୍ ଡାଉନ୍ କ୍ରିକେଟରୁ…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣଙ୍କ ଜୀବନ ଗଲା: ତଦନ୍ତ ଆରମ୍ଭ

ପଟ୍ଟାଙ୍ଗି,୧୯।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ଅଧିନସ୍ଥ ପାଟଖଣ୍ଡା ଦେବତା ନିକଟରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ…

୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି,…

ଟ୍ରେଲରକୁ ପଛପଟୁ ଧକ୍କା ଦେଲା ଟିପର, ଚାଳକ ଗୁରୁତର

ପରଜଙ୍ଗ,୧୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦେଇ ଯାଇଥିବା ୫୩ ନଂ ଜାତୀୟ ରାଜପଥର ପରଜଙ୍ଗ ବାଇପାସ୍ ରାସ୍ତାରେ ଦୁର୍ଘଟଣା । ଗୁରୁବାର ଭୋର ଏକ…

ସ୍ତ୍ରୀଙ୍କ ବେକରେ ଟଓ୍ବେଲ୍‌ ବାନ୍ଧି ମାରିଦେଲେ ଅବସରପ୍ରାପ୍ତ ଇସ୍ରୋ ଅଧିକାରୀ: କାରଣ ଜାଣିଲେ…

ବେଙ୍ଗାଲୁରୁ,୧୯ା୨:ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)ରୁ ଅବସର ଗ୍ରହଣ କରିଥିବା ଜଣେ ୬୫ ବର୍ଷୀୟ ଅଧିକାରୀ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ନାଗେଶ୍ୱର ରାଓ ତାଙ୍କ ପରିବାର ସହ…

ପରୀକ୍ଷା ଦେବାକୁ ଯିବା ବେଳେ ସଡ଼କ ଦୁର୍ଘଟଣା, ବାଇକରୁ ପଡ଼ି ଦୁଇ ଛାତ୍ର….

ଗଜପତି,୧୯ା୨(ଗିରିଧାରୀ ପରିଛା): ମାଳିୟାରା ଓ ପୁଡ଼ଇଡା ଗ୍ରାମ ନିକଟରେ ସଡ଼କ ଦୁର୍ଘଟଣା । ପରୀକ୍ଷା ଦେବାକୁ ଯିବା ବେଳେ ବାଇକ୍ ଦୁର୍ଘଟଣାରେ ଛାତ୍ର ଆହତ ହୋଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri