Posted inଫୁରସତ

ସୋସିଆଲ ମିଡିଆରେ ଅଧିକ ସେଲ୍‌ଫି ପୋଷ୍ଟ କରୁଥିବା କପଲ୍‌ ସେମାନଙ୍କ ସମ୍ପର୍କକୁ ନେଇ ଥାନ୍ତି ଅସୁରକ୍ଷିତ

ବର୍ତ୍ତମାନର ଅତ୍ୟାଧୁନିକ ଜୀବନଶୈଳୀ ମଧ୍ୟରେ ସୋସିଆଲ ମିଡିଆ ଏକ ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି କହିଲେ ଅତ୍ୟୁକ୍ତି ହେବ ନାହିଁ। ପ୍ରାୟ ପ୍ରତ୍ୟେକ ବ୍ୟବହାରକାରୀ ସେମାନଙ୍କର ଦୈନନ୍ଦିନ ଗତିବିଧି ବିଷୟରେ ଏଥିରେ ଜଣାଇଥାନ୍ତି। ଖୁସି ହେଉ ଅବା ଦୁଃଖ, ସେସବୁ ବିଷୟରେ ଜଣାଇବା ସହ ବିଭିନ୍ନ ଫଟୋ ମଧ୍ୟ ଅପ୍‌ଲୋଡ୍‌ କରିଥାଉ। ଏହାଦ୍ୱାରା ଅନ୍ୟମାନେ ଆପଣଙ୍କ ବିଷୟରେ ଜାଣନ୍ତି। ମାତ୍ର ନିକଟରେ ହୋଇଥିବା ଏକ ଗବେଷଣାରେ ଏହା ପଛର ପ୍ରକୃତ କାରଣ ବାହାର କରାଯାଇଛି।
ଡାକ୍ତର ନିକି ଗୋଲ୍ଡାଷ୍ଟେନଙ୍କ ମତାମତ ଅନୁଯାୟୀ ସୋସିଆଲ ମିଡିଆରେ ଅନେକ କିଛି ଲେଖି ସେଲ୍‌ଫି ପୋଷ୍ଟ କରୁଥିବା କପଲ୍‌ଙ୍କ ମଧ୍ୟରେ ସେହିପରି ସମ୍ପର୍କରେ ମାଧୁର୍ଯ୍ୟ ନ ଥାଏ, ଯାହା ଦେଖାଯାଇଥାଏ। ତାଙ୍କ କହିବା ଅନୁଯାୟୀ ଯେଉଁ କପଲ୍‌ ସୋସିଆଲ ମିଡିଆରେ ଅଧିକ ସେଲ୍‌ଫି ପୋଷ୍ଟ କରିଥାନ୍ତି ସେମାନଙ୍କ ସମ୍ପର୍କ ସାଧାରଣ ହୋଇ ନ ଥାଏ।
ସେ ଏହା ମଧ୍ୟ କହିଛନ୍ତି ଯେ, ଯେଉଁ କପଲ୍‌ ନିଜ ସମ୍ପର୍କକୁ ନେଇ ଅସୁରକ୍ଷିତ ମନେକରିଥାନ୍ତି, ସେମାନେ ଅଧିକ ଫଟୋ ପୋଷ୍ଟକରି ସେମାନଙ୍କ ସମ୍ପର୍କକୁ ମାନ୍ୟତା ଦେବାପାଇଁ ଚେଷ୍ଟା କରିଥାନ୍ତି। ବାରମ୍ବାର ଏପରି ଫଟୋ ପୋଷ୍ଟକରି ସେମାନେ ସେମାନଙ୍କ ସମ୍ପର୍କ ଅଧିକ ମଜଭୁତ ବୋଲି ଜଣାଇବାକୁ ଚାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

ଯୋଗାଣ ବିଭାଗର ଚଢ଼ାଉ, ୧୨ ଗ୍ୟାସ ସିଲିଣ୍ଡର ସହିତ ୨୮୩….

ଅତାବିରା,୧୮।୩(ଯୁଧିଷ୍ଠିର ମହାପାତ୍ର ): ମଧ୍ୟପ୍ରାଚ୍ୟରେ ଗୋଟିଏ ପଟେ ଯୁଦ୍ଧ ଲାଗିରହିଥିବା ବେଳେ ଅନ୍ୟପଟରେ ସାରା ଭାରତ ଓ ଓଡ଼ିଶାରେ ମଧ୍ୟ ଗ୍ୟାସ ବା LPG ର ସଙ୍କଟ…

ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍‌ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ

ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri