ସୋସିଆଲ ମିଡିଆରେ ନାବାଳିକାଙ୍କୁ ପ୍ରେମ ନିବେଦନ:ଯୁବକଙ୍କୁ ପୋଲିସ ଜିମାଦେଲେ ଗ୍ରାମବାସୀ

ବିଞ୍ଝାରପୁର,୧୪ା୭(ଡି.ଏନ.ଏ.)- ବିଞ୍ଝାରପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଯାଜପୁର ଅଞ୍ଚଳର ଜଣେ ଯୁବକ ସୋସିଆଲ ମିଡିଆରେ ପ୍ରେମ ନିବେଦନ କରି ହଟହଟା ହୋଇଛନ୍ତି। ଖବର ମୁତାବକ ଯୁବକ ଜଣକ ନାବାଳିକାଙ୍କୁ ଦେଖା କରିବାକୁ ଶନିବାର ତାଙ୍କ ଘରେ ମଧ୍ୟ ପହଞ୍ଚିଯାଇଥିଲେ। ଘରେ କେହି ନ ଥିବାର ସୁଯୋଗ ନେଇ ସମ୍ପୃକ୍ତ ଯୁବକ ନାବାଳିକାଙ୍କୁ ହଇରାଣ କରିଥିଲେ। ନାବାଳିକା ଜଣକ ପାଟି କରିବାରୁ ସ୍ଥାନୀୟ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ସମ୍ପୃକ୍ତ ଯୁବକଙ୍କୁ କାବୁ କରି ଶନିବାର ବିଳମ୍ବିତ ରାତିରେ ପୋଲିସ ଜିମା ଦେଇଛନ୍ତି। ପୋଲିସ ଯୁବକଙ୍କୁ ଥାନାରେ ଅଟକ ରଖି ଅଧିକ ପଚରାଉଚୁରା କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri