Posted inଫୁରସତ

ସୋସିଆଲ ମିଡିଆରେ ପ୍ରେମୀଯୁଗଳଙ୍କ ଏହି ଫଟୋ ଦେଖି ଚକିତ ହୋଇଗଲେ ଲୋକେ

କିଛି ଦିନ ତଳେ ସୋସିଆଲ ମିଡିଆରେ ଜଡ୍‌ ଜେସ୍ପର ନାମକ ଜଣେ ଯୁବକଙ୍କ ଫଟୋ ଭାଇରାଲ ହୋଇଥିଲା। ଫଟୋଟିରେ ଜେସ୍ପରଙ୍କ ପ୍ରେମିକା ମଧ୍ୟ ଥିଲେ। ହଙ୍ଗେରୀରେ ପ୍ରେମିକାଙ୍କ ସହ ଛୁଟି କଟାଉଥିବା ବେଳର ଉକ୍ତ ଫଟୋଟିକୁ ଯେ କେହି ଦେଖୁଥିଲା ଘଡ଼ିଏ ଅଟକି ଯାଉଥିଲା। ଆପଣ ମଧ୍ୟ ଫଟୋଟିକୁ ଦେଖି ଆଶ୍ଚର୍ଯ୍ୟ ହେଉଥିବେ ନିଶ୍ଚୟ।

ଜେସ୍ପରଙ୍କ ଫଟୋରେ ଯୁବତୀଜଣଙ୍କର ଦୁଇଟି ମୁଣ୍ଡ ଥିବା ପରି ମନେହେଉଛି। ଅନେକେ ଏହାକୁ ଫଟୋଶପ୍‌ କରି କରାଯାଇଥିବା ଅନୁମାନ କରିଥିଲେ। ମାତ୍ର ଏହା ଭୁଲ ବୋଲି ଜଣାପଡ଼ିଲା। ବାସ୍ତବରେ ପାନୋରମା ଶଟ୍‌ ଯୋଗୁ ଫଟୋଟି ଏପରି ହୋଇଛି। ତାଙ୍କ ଫୋନରେ ଥିବା ଓ୍ବାଇଡ୍‌ ସେଲ୍‌ଫି ସୁବିଧାରେ ଏହି ଶଟ୍‌ ରହିଛି। ଏହାକୁ ନେବା ବେଳେ ତାଙ୍କ ପ୍ରେମିକା ମୁଣ୍ଡକୁ ଘୁରାଇ ନେଇଥିଲେ। ଫଳରେ ଏଭଳି ଫଟୋ ଉଠି ଯାଇଥିଲା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହର ପ୍ରତିଶ୍ରୁତି ଦେଇ ପ୍ରେମ ପ୍ରତାରଣା, ପ୍ରେମିକଙ୍କୁ କାବୁ କରି ଥାନାରେ ଜିମା ଦେଲେ ପ୍ରେମିକା

ତୁମୁଡିବନ୍ଧ,୧୫।୭(ଦୀପକ କୁମାର ପରାସେଠ): ପ୍ରେମର ମିଠା ପ୍ରତିଶ୍ରୁତି ଦେଇ ଶେଷରେ ଜୀବନ ସହ ଖେଳ। କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକରେ ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ବୁଧବାର…

୧୧୨୯ ହିତାଧିକାରୀଙ୍କୁ ୫୧.୩୬ କୋଟି ଟଙ୍କା ଋଣ ମଞ୍ଜୁର

କୋରାପୁଟ,୧୫ା୭(ଅମିତାଭ ବେହେରା): କୋରାପୁଟସ୍ଥିତ ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ରଠାରେ ବୁଧବାର ଆୟୋଜିତ ମେଗା କ୍ରେଡିଟ୍‌ ଆଉଟ୍‌ରିଚ୍‌ କାର୍ଯ୍ୟକ୍ରମରେ ୧୧୨୯ ଜଣ ହିତାଧିକାରୀଙ୍କ ପାଇଁ ୫୧.୩୬ କୋଟି ଟଙ୍କାର…

ଆପଣଙ୍କ ଘରକୁ ଆସୁନି ତ ଅପମିଶ୍ରିତ କ୍ଷୀର? ଏହି ସହଜ ଘରୋଇ ଉପାୟରେ କରନ୍ତୁ ଯାଞ୍ଚ

କ୍ଷୀର ଆମ ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ବିଶେଷ କରି ପିଲାମାନଙ୍କର ଉତ୍ତମ ସ୍ୱାସ୍ଥ୍ୟ, ହାଡ଼ର ମଜଭୁତ ଏବଂ ଶାରୀରିକ ବିକାଶ ପାଇଁ କ୍ଷୀରକୁ ଅତ୍ୟନ୍ତ…

ଅଗଷ୍ଟ ୨୮ରେ ରିଲିଜ ହେବନାହିଁ Shraddha Kapoorଙ୍କର ‘ଇଥା’!

ମୁମ୍ବାଇ: ବଲିଉଡର ଅଭିନେତ୍ରୀ ଶ୍ରଦ୍ଧା କପୁର ଏବେ ନିଜର ଆଗାମୀ ଫିଲ୍ମ ‘ଇଥା’କୁ ନେଇ ଚର୍ଚ୍ଚାରେ। ନିକଟରେ ରିଲିଜ ହୋଇଥିବା ଫିଲ୍ମର ଟିଜର ସୋସିଆଲ ମିଡିଆରେ ବେଶ…

କୁଲାଡ଼ ରଥଯାତ୍ରା ପ୍ରସ୍ତୁତି ଶେଷ: ବିଧାୟକ-ଉପଜିଲାପାଳ ପହଞ୍ଚି କଲେ ସମୀକ୍ଷା

ଭଞ୍ଜନଗର,୧୫ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ଼ ରଥଯାତ୍ରା ପ୍ରସ୍ତୁତି ସରିଛି। ଗୁରୁବାର ନିର୍ଦ୍ଧାରିତ ସମୟରେ ରଥାଯାତ୍ରା କାର୍ଯ୍ୟକ୍ରମ ହେବ। ଏହାପୂର୍ବରୁ ମନ୍ଦିର କମିଟି କର୍ମକର୍ତ୍ତା…

ଚତୁର୍ଥ ଶ୍ରେଣୀ ଛାତ୍ରଙ୍କୁ ନିର୍ଦ୍ଧୁମ ପିଟିଲେ ଶିକ୍ଷକ, ଅଭିଯୋଗ ପରେ ନିଲମ୍ବିତ

ଝରିଗାଁ,୧୫ା୭(କିଶୋର ଚନ୍ଦ୍ର ମଣ୍ଡଳ): ଚତୁର୍ଥ ଶ୍ରେଣୀ ଛାତ୍ରଙ୍କୁ ମାଡ ମାରିଥିବା ଅଭିଯୋଗ ନେଇ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଶିକ୍ଷା ଅଧିକାରୀ ଉମରସିଂ ନାଏକ ସମ୍ପୃକ୍ତ ଶିକ୍ଷକଙ୍କୁ…

କାମ ସାରି ଘରକୁ ଫେରୁଥିଲେ ଯୁବକ, ବାଟରେ ଧକ୍କାଦେଲା ଅଜଣାଗାଡ଼ି, ଘରେ ପହଞ୍ଚିବା ପୂର୍ବରୁ…

ଭଞ୍ଜନଗୀ,୧୫ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କ୍ଷତ୍ରୀୟବରପୁର ନିକଟରେ ବୁଧବାର ଅପରାହ୍ନରେ ଏକ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ବାଇକ୍‌ ଚାଳକ ସାଗର ବିଷୋୟୀଙ୍କ…

ପୂର୍ବତନ ଅଧିନାୟକ ଲରେନ୍ସଙ୍କ ବଡ଼ ଦାବି, ଏହି ଦଳ ଜିତିବ ଫିଫା ବିଶ୍ୱକପ୍‌

ନୂଆଦିଲ୍ଲୀ,୧୫ା୭: ଭାରତୀୟ ଫୁଟ୍‌ବଲ ଦଳର ପୂର୍ବତନ ଅଧିନାୟକ କ୍ଲାଇମାକ୍ସ ଲରେନ୍ସଙ୍କ ମତରେ ଫ୍ରାନ୍ସ ବିପକ୍ଷ ସେମିଫାଇନାଲରେ ଜବରଦସ୍ତ ପ୍ରଦର୍ଶନ କରିଥିବା ସ୍ପେନ୍‌ ଚଳିତ ଫିଫା ବିଶ୍ୱକପ୍‌ ଜିତିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri