Posted inଜାତୀୟ

ସୋସିଆଲ୍‌ ମିଡ଼ିଆରେ ଆଇଏସ୍‌ ସ୍ଲିପର ସେଲ୍‌ର ନକଲି ଆକାଉଣ୍ଟ: ସିଏଏ ବିରୋଧରେ ଲୋକଙ୍କୁ ଉସୁକାଉଥିବା ଅଭିଯୋଗ

ନୂଆଦିଲ୍ଲୀ, ୯।୩: ସୋସିଆଲ ମିଡ଼ିଆରେ ଆତଙ୍କବାଦୀ ସଂଗଠନ ଇସଲାମିକ୍‌ ଷ୍ଟେଟ୍‌(ଆଇଏସ୍‌)ର ନକଲି ଆକଉଣ୍ଟ ଉପରେ ଏବେ ଭାରତୀୟ ଗୋଇନ୍ଦା ବିଭାଗ ନଜର ରଖିଛି। ଏହାଦ୍ୱାରା ଆଇଏସ୍‌ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ ବିଭ୍ରାନ୍ତିକର ପୋଷ୍ଟ ଶେୟାର କରୁଥିବା ଅଭିଯୋଗ ହୋଇଛି। ଦିଲ୍ଲୀରୁ ଗିରଫ ହୋଇଥିବା ଦମ୍ପତି ଜାହନଜେବ୍‌ ସାମି ଏବଂ ହିନା ବଶିର ବେଗ୍‌ଙ୍କୁ ପଚରା ଉଚରା ସମୟରେ ଏନେଇ ବହୁ ଗୁପ୍ତ ତଥ୍ୟ ଜଣାପଡ଼ିଛି। ଟେଲିଗ୍ରାମ୍‌, ଫେସବୁକ୍‌, ଥ୍ରୀମା, ଇନଷ୍ଟାଗ୍ରାମ୍‌, ଶିୟୋର ସ୍ପଟ୍‌, ଟୁଇଟର ଆଦିରେ ଆଇଏସ୍‌ ସଂଗଠନର ସଦସ୍ୟ ବେଶ୍‌ ସକ୍ରିୟ ରହି ବିଭିନ୍ନ ସମୟରେ ସିଏଏ ପ୍ରଦର୍ଶନକାରୀଙ୍କୁ ଉସୁକାଇବା ଲାଗି ପ୍ରୟାସ କରୁଥିବା ପଚରା ଉଚରା ସମୟରେ ପୋଲିସ ଜାଣି ପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ହାଡ଼ ଭାଙ୍ଗିଦେବି…ଏମିତି ଧମକ ଦେଇ ଫସିଲେ ବିଧାୟକ

ଚେନ୍ନାଇ,୨୩।୭: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଥିବା ଭିଲାଥିକୁଲମର ଡିଏମକେ ବିଧାୟକ ଜିଭି ମାର୍କଣ୍ଡେୟନଙ୍କୁ କୋର୍ଟରେ ଏକ ବଡ଼ ଝଟକା…

‘ଯଦି ମୋତେ ଜନ୍ତରମନ୍ତରରେ ପାଇବେନି ତେବେ ଜାଣିନେବେ’… ଅଭିଜିତ୍‌ ଦୀପ୍‌କେଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୩।୭: କକରୋଚ ଜନତା ପାର୍ଟିର ମୁଖ୍ୟ ଅଭିଜିତ ଦୀପକେ ଆନ୍ଦୋଳନକାରୀମାନଙ୍କୁ ଏକ ଅନୁରୋଧ କରିଛନ୍ତି। ସେ କହିଛନ୍ତି ଯେ ଯଦି ସେ ଆଜି ଜନ୍ତର-ମନ୍ତରରେ ଦେଖା ନ…

ଆଉ ଦରକାର ପଡ଼ିବନି LPG ସିଲିଣ୍ଡର! ଏଣିକି ଇଥାନଲରେ ହେବ ରୋଷେଇ, ହେଲେ କିଣିବାକୁ ପଡିବ ନୂଆ ଚୁଲା

ନୂଆଦିଲ୍ଲୀ,୨୩।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ କରିବା ପରେ, କେନ୍ଦ୍ର ସରକାର ଏବେ ଏହି ଜୈବ ଇନ୍ଧନ (biofuel) ର ଅନ୍ୟ ଏକ ବଡ଼ ବ୍ୟବହାର ଆପଣଙ୍କ ରୋଷେଇ…

କେନ୍ଦ୍ର ସରକାର ବଢାଇଲେ ମହଙ୍ଗା ଭତ୍ତା: ଏହିସବୁ କର୍ମଚାରୀଙ୍କ ବଢ଼ିବ ଦରମା

ନୂଆଦିଲ୍ଲୀ,୨୩।୭: ଦେଶର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଜୁଲାଇ ମାସରେ ହେବାକୁ ଥିବା ମହଙ୍ଗା ଭତ୍ତା (DA) ବୃଦ୍ଧିକୁ ଅପେକ୍ଷା କରିଛନ୍ତି। ସେମାନେ ମହଙ୍ଗା ଭତ୍ତାରେ ୨…

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛି। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ…

ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍‌

ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି।…

୧୦ ଆପାର୍ଟମେଣ୍ଟ, ୨ କିଲୋ ସୁନା, ପୁଳାପୁଳା ଟଙ୍କା: ସରକାରୀ ଇଞ୍ଜିନିୟରଙ୍କ ସମ୍ପତ୍ତି ଜାଣିଲେ ଇଡ଼ିଯିବ ହୋଶ୍‌

ହାଇଦ୍ରାବାଦ,୨୩।୭:ସରକାରୀ ବ୍ୟବସ୍ଥା ମଧ୍ୟରେ ଦୁର୍ନୀତି ଦମନ ପାଇଁ ପ୍ରୟାସ ଜାରି ରହିଥିବା ବେଳେ ଏହା ଥମୁନି। ସରକାରୀ ଅଧିକାରୀମାନେ ଲାଞ୍ଚ ଦେଇ ଅବୈଧ ସମ୍ପତ୍ତି ସଂଗ୍ରହ କରିବାର…

୨୦୨୭ରେ ଏହି ୪ ରାଶି ହେବେ ମାଲାମାଲ: ଚାରିଆଡ଼ୁ ମିଳିବ ଶୁଭ ଫଳ

ସନାତନ ଧର୍ମରେ ଶନି ଦେବଙ୍କୁ ନ୍ୟାୟର ଦେବତା ଭାବରେ ପୂଜା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବରେ ବିବେଚନା କରାଯାଏ, ଯାହା ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri