ସୌଦିରେ ୨ ଭାରତୀୟଙ୍କ ମୁଣ୍ଡକାଟ

ରିୟାଦ୍‌,୧୭।୪: ସୌଦିରେ ୨ ଭାରତୀୟଙ୍କ ମୁଣ୍ଡ କାଟ କରାଯାଇଛି। ସେମାନଙ୍କ ବିରୋଧରେ ହତ୍ୟା ଅଭିଯୋଗ ହୋଇଥିଲା। ବିଚାରରେ ସେମାନେ ଦୋଷୀ ସାବ୍ୟସ୍ତ ହେବା ପରେ ଏଭଳି ଦଣ୍ଡାଦେଶ କରାଯାଇଛି। ସେମାନେ ହେଉଛନ୍ତି ପଞ୍ଜାବ ହୋଶିଆରପୁରର ସତ୍‌ଓ୍ବିନ୍ଦର କୁମାର ଏବଂ ଲୁଧିଆନାର ହରଜିତ୍‌ ସିଂ। ଜଣେ ଭାରତୀୟ ବନ୍ଧୁ ଇମ୍ମାଉଦ୍ଦିନ୍‌ଙ୍କୁ ହତ୍ୟା କରିଥିବାରୁ ସେମାନଙ୍କର ମୁଣ୍ଡକାଟ ପାଇଁ ଦଣ୍ଡାଦେଶ କରାଯାଇଥିଲା। ସେମାନେ ଅଲ୍‌ ମଜିଦ୍‌ କମ୍ପାନୀରେ କାର୍ଯ୍ୟ କରୁଥିଲେ। ୨୦୧୫ରେ ସେମାନଙ୍କ ବିରୋଧରେ ହତ୍ୟା ଅଭିଯୋଗ ଅଣାଯାଇଥିଲା। ୨୦୧୯ ଫେବୃୟାରୀ ୨୮ରେ ସେମାନଙ୍କ ମୁଣ୍ଡକାଟ କରାଯାଇଥିବା  ସୌଦି ବିଦେଶ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ପ୍ରଣାଳୀରେ ବଡ଼ ଗେମ୍‌ ଖେଳିବ ଭାରତ, ବାଧା ସୃଷ୍ଟି କରିପାରିବେନି ଆମେରିକା-ଇରାନ, ଧଡ଼ାଧଡ଼ ଆସିବ…

ନୂଆଦିଲ୍ଲୀ,୯।୪: ଇରାନ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ଉପସାଗରୀୟ ଅଞ୍ଚଳରେ ଫସି ରହିଥିବା ଏହାର ଜାହାଜ ଏବଂ ନାବିକମାନଙ୍କୁ ସୁରକ୍ଷିତ ଭାବରେ…

ସତ ହେଲା ଭାରତର କଥା: ଇରାନ ଯୁଦ୍ଧରେ ଦଲାଲ ବାହାରିଲା ପାକିସ୍ତାନ!

ଓ୍ବାଶିଂଟନ୍‌,୯।୪: ପାକିସ୍ତାନ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ନିଜକୁ ଏକ ଶାନ୍ତି ଦୂତ ଭାବରେ ଉପସ୍ଥାପନ କରୁଛି। ଏହା ଶାନ୍ତି ଆଲୋଚନା ଆୟୋଜନ କରିବା…

ଟଳିନି ବିପଦ: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ଜାହାଜଗୁଡିକୁ ବଡ଼ ଚେତାବନୀ ଦେଲା ଇରାନ

ତେହରାନ୍‌,୯।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ପରିବହନ କରୁଥିବା ଜାହାଜଗୁଡ଼ିକ ପାଇଁ ନୂତନ ନାଭିଗେଶନ ପରାମର୍ଶ ଜାରି କରିଛି, ଖଣି ବିପଦକୁ ଦୃଷ୍ଟିରେ ରଖି, ଜାହାଜଗୁଡ଼ିକୁ ବିକଳ୍ପ…

ଆମେରିକା-ଇରାନ ମଧ୍ୟରେ କିପରି ଯୁଦ୍ଧବିରତି କରାଇଲା ଚାଇନା, ସାମ୍ନାକୁ ଆସିଲା ସେହି ୨୬ ଫୋନ କଲ୍‌ର ରହସ୍ୟ

ବେଜିଂ,୯।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଯୁଦ୍ଧବିରତି ପାଇଁ ମଧ୍ୟସ୍ଥତା କରିବା ପାଇଁ ନିଜକୁ ପିଠି ଥାପୁଡ଼ାଉଛି, କିନ୍ତୁ ଏହାକୁ ହାସଲ କରିବାରେ…

ଯୁଦ୍ଧବିରତିକୁ ନେଇ ଖାମେନେଇଙ୍କ ବଡ଼ ବୟାନ, କହିଲେ ଟ୍ରମ୍ପ…

ନୂଆଦିଲ୍ଲୀ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ଉଭୟ ଦେଶ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଉପରେ ସହମତି ହୋଇଛନ୍ତି । ଏହି ସମୟରେ,…

ଆହୁରି ବଢିିବ ପେଟ୍ରୋଲ-LPG ଦର! ସାରା ବିଶ୍ୱକୁ ବଡ଼ ଝଟ୍‌କା ଦେଲା ଇରାନ

ତେହରାନ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ, ଇରାନ ସମଗ୍ର ବିଶ୍ୱକୁ ଏକ ବଡ଼ ଝଟକା ଦେବାକୁ ପ୍ରସ୍ତୁତ ହେଉଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ…

ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ

ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

ଇରାନ ସହ ବଡ଼ ଡିଲ୍‌ କଲେ ଟ୍ରମ୍ପ! ସାରା ବିଶ୍ୱ ଦେଖି କାବା

ଓ଼୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣାର କିଛି ଘଣ୍ଟା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ହର୍ମୁଜ ପ୍ରଣାଳୀକୁ ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri