ସୌନ୍ଦର୍ଯ୍ୟ ବୃଦ୍ଧିକରେ ସାଗୁଦାନା

ସୌନ୍ଦର୍ଯ୍ୟ ବୃଦ୍ଧିକରାଇବା ଲାଗି ମହିଳା ସର୍ବଦା ଚିନ୍ତିିତ। ଏ ନେଇ ସେମାନେ ରାସାୟନିକ ଦ୍ରବ୍ୟର ବ୍ୟବହାର କରିବା ସହିତ ବିଭିନ୍ନ ଫେସ୍‌ ପ୍ୟାକ୍‌ ମଧ୍ୟ ଲଗାଇଥାନ୍ତି। ମାତ୍ର ବିଭିନ୍ନ ରାସାୟନିକ ପଦାର୍ଥ ବ୍ୟବହାର କରିବା ଫଳରେ ପାର୍ଶ୍ୱ ପ୍ରତିକ୍ରିୟା ଦେଖାଯାଇଥାଏ। ଏଣୁ ଘରୋଇ ଉପାୟ ଆପଣାଇବା ଦ୍ୱାରା ତ୍ୱଚା ଉଜ୍ଜ୍ୱଳ ହେବା ସହ ସେପରି କୌଣସି ପାର୍ଶ୍ୱପ୍ରତିକ୍ରିୟା ଦେଖାଯାଇ ନ ଥାଏ। ଏହାର ଏକ ଉଦାହରଣ ହେଉଛି ସାଗୁଦାନାରେ ଫେସ୍‌ପ୍ୟାକ୍‌। ଏହାକୁ ପ୍ରସ୍ତୁତ କରି ତ୍ୱଚାରେ ଲଗାଇବା ଫଳରେ ଉଜ୍ଜ୍ୱଳ ତ୍ୱଚା ପାଇପାରିବେ।

– କାଖତଳ କଳାଦାଗ ସମସ୍ୟା ଥିଲେ ଏହି ପ୍ୟାକ୍‌କୁ ବ୍ୟବହାର କରିପାରିବେ। ସାଗୁଦାନା ପେଷ୍ଟରେ କିଛି ହଳଦୀ ପାଉଡର ମିଶାଇ ଏହାକୁ କାଖତଳେ ଲଗାଇ କିଛି ସମୟ ଧୋଇ ଦିଅନ୍ତୁ। ଏହି ସମସ୍ୟା ଦୂର ହେବ।

– ମୁଖ ବ୍ରଣ ସମସ୍ୟା ଥିଲେ ସାଗୁଦାନାରେ ପାଣି ମିଶାଇ ପ୍ୟାକ୍‌ ପ୍ରସ୍ତୁତ କରି ଲଗାନ୍ତୁ । ସପ୍ତାହରେ ଏପରି ଏକାଧିକ ଥର କରିବା ପରେ ଏହି ସମସ୍ୟା ଦୂର ହୋଇଯାଇଥାଏ।

-ତେଲିଆ ତ୍ୱଚା ହୋଇଥିଲେ ସାଗୁଦାନାରେ ପେଷ୍ଟ ପ୍ରସ୍ତୁତ କରି ସେଥିରେ କିଛି ଲେମ୍ବୁରସ ମିଶାଇ ଲଗାନ୍ତୁ। ତେଲିଆପଣ ଦୂର ହେବ।

– ତ୍ୱଚା ଯଦି ଶୁଷ୍କ ହୋଇଥାଏ ତେବେ ଏହି ପେଷ୍ଟରେ କିଛି କ୍ରିମ୍‌ ବ୍ୟବହାର କରି ଲଗାନ୍ତୁ। ଦେଖିବେ ଏହି ସମସ୍ୟା ଦୂର ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri