ସୌରମଣ୍ଡଳ ବାହାରେ ଥିବା ଚନ୍ଦ୍ରମାରେ ଏଲିଏନ୍‌ ରହିଥିବା ସମ୍ଭାବନା !

ଲଣ୍ଡନ,୮।୬: ସୌରମଣ୍ଡଳ ବାହାରେ ଥିବା ଚନ୍ଦ୍ରମାରେ ଏଲିଏନ୍‌ ରହିଥିବାର ସମ୍ଭାବନା ରହିଛି। ଏନେଇ ମହାକାଶ ବିଜ୍ଞାନୀ ଯୁକ୍ତି ବାଢ଼ିଛନ୍ତି। ଏସବୁ ଚନ୍ଦ୍ରମାରେ ଥିବା ତରଳ ଜଳ ଏଠାରେ ଜୀବନସତ୍ତାର ସମ୍ଭାବନାକୁ ଦୃଢ଼ୀଭୁତ କରିଛି। ବ୍ରିଟେନ୍‌ର ଲିଙ୍କନ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ଅନୁସାରେ ଏପର୍ଯ୍ୟନ୍ତ ସୌରମଣଳ ବାହାରେ ୪ ହଜାର ଏକ୍ସୋପ୍ଲାନେଟ୍‌ ସମ୍ପର୍କରେ ତଥ୍ୟ ହାସଲ ହୋଇସାରିଛି। ଏସବୁର ଏକ୍ସୋଚନ୍ଦ୍ରମାରେ ଜଳ ଥିବାର ପ୍ରମାଣ ମିଳିଛି। ତେଣୁ ଏଠାରେ ଜୀବନ ଥିବାରୁ ଅନୁମାନ କରାଯାଉଛି। ଏଠାରେ ଥିବା ଜେ-୧୪୦୭ ଚନ୍ଦ୍ରମା ଉପରେ ଅଧ୍ୟୟନ କରାଯାଇ ମହାକାଶ ବିଜ୍ଞାନୀ ଏଭଳି ମତ ଦେଇଛନ୍ତି। ଏହାର ରିପୋର୍ଟ ରୟାଲ ଷ୍ଟୋଲନାମିକାଲ ସୋସାଇଟିର ମାସିକ ପତ୍ରିକାରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଛତ୍ରପୁର,୧୦।୬( ଦିଲ୍ଲୀପ ସାମଲ) : ଛତ୍ରପୁର ପୌର ପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଅକାଳ ବିୟୋଗ ହୋଇଛି । ସେ ଗତ ଏକ ମାସରୁ ଅଧିକ ଦିନ…

ମୟୂରଭଞ୍ଜ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

କଟକ,୧୦ା୬(ପ୍ରଭୁକଲ୍ୟାଣ ପାଲ୍): ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି ଯୋଗେଶ ବାହାଦୂର ଖୁରାନିଆ। ଚଳିତ ମାସ ୧୯ ଓ ୨୦ ତାରିଖରେ…

ଫସିଗଲେ ପ୍ରଣିତ ମୋରେ, ବାଧ୍ୟ ହୋଇ ଇନଷ୍ଟାଗ୍ରାମ ଆକାଉଣ୍ଟ କଲେ ଡିଲିଟ୍‌ !

ମୁମ୍ବାଇ: ବିବାଦ ଘେରରେ ଜଣାଶୁଣା ଷ୍ଟାଣ୍ଡ-ଅପ କମେଡିଆନ ପ୍ରଣିତ ମୋରେ। ତାଙ୍କ ଶୋ’ର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଲୋକେ ତାଙ୍କୁ ପ୍ରବଳ…

ଖଜୁରଗୁଡା ସାନ୍ଦୁଲ ନଦୀ ବ୍ରିଜ ନିର୍ମାଣରେ ବିଳମ୍ବ, ନିମ୍ନ ମାନର କାମକୁ ନେଇ ଅସନ୍ତୋଷ ଗ୍ରାମବାସୀ

ଲାଞ୍ଜିଗଡ,୧୦।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ଖଜୁରଗୁଡା ଗାଁ ନିକଟରେ ଥିବା ସାନ୍ଦୁଲ ନଦୀ ବ୍ରିଜ ନିର୍ମାଣରେ ବିଳମ୍ବ ଏବଂ…

ଖାଦ୍ୟ ନିରାପତ୍ତା ବିଭାଗର ବଡ଼ ଆକ୍ସନ! ବିଭିନ୍ନ ହୋଟେଲରେ ଚଢ଼ାଉ, କୁଢ଼ କୁଢ଼ ବାସି ଖାଦ୍ୟ…

ଜୁନାଗଡ଼,୧୦।୬(ସୁନୀଲ କୁମାର ସିଂହ)- ଜନସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ବୁଧବାର ଜୁନାଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ ଏ ସି) ଅଞ୍ଚଳରେ ଥିବା ବିଭିନ୍ନ ଖାଦ୍ୟ ଷ୍ଟଲ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri