ସୌରିବନ୍ଧୁ କରଙ୍କ ବିୟୋଗରେ ଶୋକ

କେନ୍ଦୁଝର,୧୫ା୪(ଡିଏନ୍‌ଏ): ବିଶିଷ୍ଟ ଶ୍ରମିକ ନେତା ତଥା ଏ.ଆଇ.ଟି.ୟୁ.ସିର ରାଜ୍ୟ ସାଧାରଣ ସମ୍ପାଦକ ସୌରିବନ୍ଧୁ କରଙ୍କ ସୋମବାର ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି। ତାଙ୍କ ମୃତ୍ୟୁରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି। ରାଜ୍ୟ ସରକାରଙ୍କ ଶ୍ରମିକ ବନ୍ଧୁ ସମ୍ମାନରେ ସମ୍ମାନିତ ହୋଇଥିବାବେଳେ ସାହିତ୍ୟ କ୍ଷେତ୍ରରେ ଅବଦାନ ପାଇଁ ୨୦୧୨ରେ ଜୀବନୀ ପୁସ୍ତକ ‘ମାନବତାର ମହାତୀର୍ଥ’ ପାଇଁ ସେ ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ। ତାଙ୍କ ବିୟୋଗରେ ଏ.ଆଇ.ଟି.ୟୁସି କେନ୍ଦୁଝର ଜିଲା ପକ୍ଷରୁ ଗଭୀର ଶୋକ ପ୍ରକାଶ ପାଇଛି। ଜିଲା ସାଧାରଣ ସମ୍ପାଦକ ମହେଶ୍ୱର ରାଉତ ଓ ସଭାପତି ବିଦ୍ୟାଧର ମହାନ୍ତ ଶୋକପ୍ରକାଶ କରି ଏ.ଆଇ.ଟି.ୟୁସି ଟ୍ରେଡ ୟୁନିୟନର ଅପୂରଣୀୟ କ୍ଷତି ହେଲା ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ, ଭଉଣୀ-ଭିଣୋଇଙ୍କୁ ଅଟକ ରଖି…

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ରାଇପୁର ଗାଁର କାହ୍ନୁ ସେଠୀ ନାମକ ଜଣେ ଯୁବକଙ୍କ ମୃତଦେହ ତୋଟା ସାହି ପାଳୁଅ ବାରି କେନାଲରୁ ଶୁକ୍ରବାର ଉଦ୍ଧାର…

ଯୁବ ଭୋଟର ଦେଶର ଭବିଷ୍ୟତ: ଏସଆଇଆର ଉପରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ ପ୍ରତିଯୋଗିତା

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ ଆଇ ଆର ଉପରେ ଏକ ସଚେତନତା…

ବିଡିଓଙ୍କୁ ଗାଡ଼ି ଉପରକୁ ଟେକାପଥର ମାଡ଼

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ନୟାଗଡ଼ ଜିଲା ଦଶପଲା ବ୍ଲକ ନଛିପୁରରେ ଦଶପଲ୍ଲା ବିଡିଓ ଶରତ ମଲିକଙ୍କ ଗାଡ଼ି ଉପରକୁ ଟେକାପଥରମାଡ଼ ହୋଇଛି। ବିଡିଓ ନିର୍ବାଚନ କାର୍ଯ୍ୟରେ…

୫ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ବାନ୍ଧିଲା ପୋଲିସ: ୨ ବନ୍ଧୁକ ସହ ୩ ଜୀବନ୍ତ…

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଶୁକ୍ରବାର ବାରୁଡ଼ା ଗ୍ରାମର ଏକ ଗଣ୍ତଗୋଳ ମାମଲାରେ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଜଗନ୍ନାଥପ୍ରସାଦ…

ଏସ୍‌ପି ଅଫିସ ଆଗରେ ବାପା-ପୁଅଙ୍କ ଆତ୍ମାହୁତି ଉଦ୍ୟମ

ଢେଙ୍କାନାଳ,୧୨ା୬(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ରାଣିପାଳ ଗ୍ରାମର ଆଇନ ଛାତ୍ର ସରୋଜ ରାଉତ ଓ ତାଙ୍କ ପିତା ପଦ୍ମନାଭ ରାଉତ ଶୁକ୍ରବାର…

ସନ୍ଧ୍ୟାରେ ମନ୍ଦିରରେ ତାଲା ଦେଇ ଯାଇଥିଲେ ପୂଜାରୀ, ସକାଳକୁ ଗଲା ବେଳକୁ ଯାହା ଦେଖିଲେ…

ଦିଗପହଣ୍ଡି,୧୨।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ଗ୍ରାମ ଶ୍ରୀ ତୁମ୍ବେଶର ଶୈବପୀଠ ପରିସରରେ ଥିବା ଦାନବାକ୍ସକୁ କେହି ଦୁର୍ବୃତ୍ତ ଭାଙ୍ଗି…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡିଲା ଟିଣ ଛପର, ଘର ଉପରେ ପଡ଼ିଲା ଗଛ

ମୋହନା,୧୨।୬(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ଏହାର ପ୍ରଭାବରେ ଗୋବିନ୍ଦପୁର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଗୋବିନ୍ଦପୁର…

ଜିଲାରେ ବୁଲିଲା ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ: ପତାକା ଦେଖାଇ ଶୁଭାରମ୍ଭ କଲେ ଅତିରିକ୍ତ ଜିଲାପାଳ

ଛତ୍ରପୁର, ୧୨।୬ (ଦିଲ୍ଲୀପ ସାମଲ) : ଜିଲା ଶ୍ରମ ବିଭାଗ ପକ୍ଷରୁ ଶିଶୁ ଶ୍ରମିକ ନିରାକରଣ ନେଇ ଏକ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri