ସ୍କୁଟର ସିଟ ତଳୁ ନାଗ ଉଦ୍ଧାର

ବାରିପଦା ଅଫିସ,୪।୬- ବାରିପଦା ସହର ତକତପୁର ୱାର୍ଡ ନଂ ୨୭ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ସ୍କୁଟର ସିଟ ତଳୁ ଏକ ନାଗ ସାପ ଉଦ୍ଧାର କରାଯାଇଛି। ବିବେକାନନ୍ଦ ଶିକ୍ଷାକେନ୍ଦ୍ର ନିକଟରେ ରହୁଥିବା ସହକାରୀ କୃଷି ଅଧିକାରୀ ଜୟକୃଷ୍ଣ ନାୟକଙ୍କ ସ୍କୁଟର ସିଟ ତଳେ ସାପ ଥିବା ନାୟକଙ୍କ ସ୍ତ୍ରୀ ଦେଖିଥିଲେ। ପରେ ପ୍ରାଣୀ ଉଦ୍ଧାରକାରୀ କୃଷ୍ଣଚନ୍ଦ୍ର ଗୋଚ୍ଛାୟତ ଆସି ସାପଟିକୁ ଉଦ୍ଧାର କରିଥିଲେ। ସାପଟିର ଲମ୍ବ ୩ ଫୁଟ ହେବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଘ ସହ ୩୦ ମିନିଟର ଲଢେଇ: ଯୁବକ ଗୁରୁତର

ନୀଳଗିରି, ୨୪।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): କୁଳଡିହା ଅଭୟାରଣ୍ୟ ନିକଟରେ ବାଘ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ପ୍ରଥମେ ତାଙ୍କୁ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି…

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri