ସ୍କୁଟରକୁ ଧକ୍କା ଦେଲା ଟ୍ରକ୍‌: ଜଣେ ମୃତ, ପ୍ରତିବାଦରେ ତାଳଚେର- ବଅଁରପାଳ ରାସ୍ତାରୋକୋ

ତାଳଚେର,୨।୮(ନି.ପ୍ର.): ଅନୁଗୋଳ ଜିଲା ତାଳଚେରସ୍ଥିତ ଚାଇଁପାଳ ଓଭରବ୍ରିଜ ନିକଟରେ ଶୁକ୍ରବାର ଏକ ଟ୍ରକ୍‌ ସ୍କୁଟରକୁ ଧକ୍କା ଦେଇଛି। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ଦୁଇଜଣ ଆହତ ହୋଇଛନ୍ତି। ମୃତ ମହିଳା ଜଣଙ୍କ ହେଲେ ତୃପ୍ତିମୟୀ ଭୂତିଆ (୩୦)। ତେବେ ଆହତ ଦ୍ୱୟଙ୍କୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏ ନେଇ ସ୍ଥାନୀୟ ଲୋକେ ୧୪୯ ନଂ. ରାଜ୍ୟ ରାଜପଥ ତାଳଚେର- ବଅଁରପାଳ ରାସ୍ତାରୋକୋ କରିବାରୁ ଘଟଣାସ୍ଥଳରେ ଉତ୍ତେଜନା ଲାଗିରହିଛି।
ସୂଚନାଯୋଗ୍ୟ, ସକାଳୁ ତୃପ୍ତି ମଉସା ପୁଅଙ୍କ ସହ ଏକ ଛୋଟପିଲାକୁ ଧରି ଷ୍ଟେଶନ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

 ୭୨ ବର୍ଷୀୟ ବୃଦ୍ଧଙ୍କ ନାଁରେ ଅସଦାଚରଣ ଅଭିଯୋଗ: କୋର୍ଟ ଚାଲାଣ ପରେ ଥାନା ଘେରିଲେ ଗ୍ରାମବାସୀ 

ତିହିଡ଼ି,୧।୨(ସଞ୍ଜିତ ବଳ): ତିହିଡି଼ ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଶତାଧିକ ଅଧିବାସୀ ରବିବାର ପୂର୍ବାହ୍ନରେ ଥାନା ଘେରାଉ କରିଛନ୍ତି l ଗ୍ରାମର ଜଣେ ବୃଦ୍ଧଙ୍କୁ…

ପୋଲିସ ଗାଡି ଧକ୍କାରେ ଗଲା ଜୀବନ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ପେଟ୍ରୋଲ ପମ୍ପର ନିକଟ ବୁଲାଣି ରାସ୍ତାରେ ଶନିବାର ରାତିରେ ଭୟଙ୍କର ଦୁର୍ଘଟଣା ଘଟିଛି। ମୋଟର ସାଇକେଲରେ ଆସୁଥିବା…

ଗାଁ ପାଇଁ ଅର୍ଥମନ୍ତ୍ରୀଙ୍କ ବଡ଼ ଘୋଷଣା: ଉପକୃତ ହେବେ ଗ୍ରାମୀଣ ଯୁବକ

ନୂଆଦିଲ୍ଲୀ,୧ା୨: ରବିବାର ପୂର୍ବାହ୍ନରେ ପାର୍ଲାମେଣ୍ଟରେ ବଜେଟ୍‌ ୨୦୨୬-୨୭ ଆଗତ ହୋଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ବଜେଟ୍‌ ଉପସ୍ଥାପନ କରିଛନ୍ତି। ଲଗାତର ୯ମ ଥର ପାଇଁ ବଜେଟ ଆଗତ…

Union Budget: ବଜେଟରେ ‘ସମସ୍ତଙ୍କ ପାଇଁ ବୀମା’ ସ୍ବପ୍ନ ସାକାର ହେବ କି? ଜାଣନ୍ତୁ ସବିଶେଷ ତଥ୍ୟ

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର, ଫେବୃଆରୀ ୧, ୨୦୨୬ରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ବୀମା ଶିଳ୍ପ ଏଥିପାଇଁ ବହୁତ…

ବାପା ହେଲେ ସୁପରଷ୍ଟାର ରାମ ଚରଣ: ଉପାସନା ଜନ୍ମ ଦେଲେ ଯମଜ ସନ୍ତାନ

ମୁମ୍ବାଇ: ଟଲିଉଡର ପାୱାର କପଲ ରାମ ଚରଣ ଏବଂ ଉପାସନା କୋନିଡେଲାଙ୍କ ଘରକୁ ଆସିଛନ୍ତି ଦୁଇ ନୂଆ ଅତିଥି। ଉପାସନା ଏକ ପୁତ୍ର ଏବଂ ଏକ କନ୍ୟା…

ଟ୍ରେନରେ ଯାତ୍ରା କରୁଥିଲେ ଖୁସିଖବର, ୫୦% କମିଯିବ ଟ୍ରେନଭଡା!

ନୂଆଦିଲ୍ଲୀ,୧।୨: ଦେଶର ଲକ୍ଷ ଲକ୍ଷ ରେଳ ଯାତ୍ରୀ ଆଗାମୀ କେନ୍ଦ୍ର ବଜେଟ 2026 କୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ସବୁବେଳେ ପରି, ସାଧାରଣ ଲୋକ ଆଶା…

୨୦୨୫ରେ ଦେଶ ଛାଡିଛନ୍ତି ୭ ଲକ୍ଷରୁ ଅଧିକ ପାକିସ୍ତାନୀ, ରିପୋର୍ଟରେ ବଡ଼ ଦାବି

ଇସଲାମାବାଦ,୧।୨: ୨୦୨୫ ମସିହାରେ ୭,୬୦,୦୦୦ ରୁ ଅଧିକ ପାକିସ୍ତାନୀ ନିଯୁକ୍ତି ଖୋଜିବାକୁ ଦେଶ ଛାଡିଥିଲେ। ଏହି ସଂଖ୍ୟା ଦେଶରେ ବଢୁଥିବା ଆର୍ଥିକ ଚାପ ଏବଂ ନିଯୁକ୍ତି ସୁଯୋଗର…

ବିବାହିତଙ୍କୁ Budget 2026 ରୁ ମିଳିବ ଖୁସିଖବର! ଆଉ ଦେବାକୁ ପଡିବନି…

ନୂଆଦିଲ୍ଲୀ,୧।୨: ଭାରତୀୟ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ସଂସ୍ଥାନ (ICAI) ବିବାହିତ ଦମ୍ପତିଙ୍କ ପାଇଁ ଇଚ୍ଛାଧୀନ ଯୁଗ୍ମ ଟିକସ ପ୍ରସ୍ତାବ ଦେଇଛି। ଯଦି ଏହା କାର୍ଯ୍ୟକାରୀ ହୁଏ, ତେବେ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri