ସ୍କୁଟି ଚାଳକଙ୍କୁ ୨୬ହଜାର ଜରିମାନା

ବାରଙ୍ଗ,୧୪।୧(ଡି.ଏନ୍‌.ଏ.): ବାରଙ୍ଗ ଥାନା ସମ୍ମୁଖରେ କଟକ ଆର୍‌ଟିଓଙ୍କ ଦ୍ୱାରା ମଙ୍ଗଳବାର ଗାଡ଼ି ଯାଞ୍ଚ କରାଯାଉଥିବା ବେଳେ ଜଣେ ବାଇକ୍‌ ଚାଳକଙ୍କୁ ୨୬ହଜାର ଜରିମାନା କରାଯାଇଛି। ଚାଳକଜଣକ ନାବାଳକ ହୋଇଥିବା ବେଳେ ହେଲ୍‌ମେଟ୍‌ ପିନ୍ଧି ନ ଥିଲେ। ଏଥିସହ ତାଙ୍କର ଡିଏଲ୍‌ ନ ଥିବାରୁ ଆର୍‌ଟିଓ ପକ୍ଷରୁ ଏହି ଜରିମାନା କଟାଯାଇଥିବା ସୂଚନା ମିଳିଛି।

ଗୋଠପୁର ଗ୍ରାମର ସରୋଜ ପରିଡା(୧୭) ସ୍କୁଟି(ଓଡି-୦୫-ଏଜେ-୧୫୧୨) ଚଳାଇ ବାରଙ୍ଗ ଆସୁଥିଲେ। ଏହି ସମୟରେ କଟକ ଆଡିଶନାଲ ଆର୍‌ଟିଓ ରାଜେଶ ମାରାଣ୍ଡିଙ୍କ ନେତୃତ୍ୱରେ ଆର୍‌ଟିଓ କର୍ମଚାରୀମାନେ ବାରଙ୍ଗ ଥାନା ସମ୍ମୁଖରେ ଗାଡ଼ି ଚେକିଂ କରୁଥିଲେ। ସରୋଜ ବିନା ହେଲ୍‌ମେଟରେ ଆସୁଥିବାରୁ ସେଠାରେ ଧରାପଡ଼ିଥିଲେ। ଏହାପରେ ତାଙ୍କର ଡିଏଲ୍‌ ନ ଥିବା ସହ ନାବାଳକ ହୋଇଥିବାରୁ ୨୫ହଜାର ଏବଂ ହେଲମେଟ୍‌ ନ ଥିବାରୁ ଏକ ହଜାର ସମୁଦାୟ ୨୬ହଜାର ଟଙ୍କା ଆର୍‌ଟିଓ ଜରିମାନା କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri