ସ୍କୁଟିକୁ ଧକ୍କାଦେଲା ଟ୍ରକ୍‌: ଦମ୍ପତିଙ୍କ ଜୀବନଗଲା,ଘଟଣାସ୍ଥଳରେ ଉତ୍ତେଜନା

ଅନୁଗୋଳ ଅଫିସ,୮।୩: ଅନୁଗୋଳ ଏସ୍‌ପି କାର୍ଯ୍ୟାଳୟ ସମ୍ମୁଖରେ ରବିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛିି। ଏହି ଦୁର୍ଘଟଣାରେ ଦମ୍ପତିଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖା ଦେଇଥିବା ବେଳେ ଅନୁଗୋଳ ପୋଲିସ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରିଛି। ଏଥିସହ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ଟିକୁ ଜବତ କରିଥିବା ସୂଚନା ମିଳିଛି।
ସୂଚନାଯୋଗ୍ୟ, ଅନୁଗୋଳ ଜାତୀୟ ରାଜପଥ ୫୫ରେ ରବିବାର ସକାଳେ ସ୍ତ୍ରୀ ସ୍ବାମୀ ସ୍କୁଟି (ଓଡି-୧୯-କେ-୦୫୪୯)ଯୋଗେ ଯାଉଥିବା ବେଳେ ଏକ ଦ୍ରୁତଗାମୀ ଟ୍ରକ ଉଭୟଙ୍କୁ ଧକ୍କା ଦେବାରୁ ଦୁହିଁଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତ ଦମ୍ପତି ଗୋଳାବନ୍ଧ ଗ୍ରାମର ବୋଲି ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କଲେ ସଂସ୍କୃତି ମନ୍ତ୍ରୀ, ୨ ଚଳଚ୍ଚିତ୍ରକୁ ଶ୍ରେଷ୍ଠ ପୁରସ୍କାର

ଭୁବନେଶ୍ୱର,୨୫।୬: ୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ୨୦୨୩ ପାଇଁ ପୁଷ୍କରା ଓ ମାଇଁ ସୁଇଟ୍ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର । ୨୦୨୪…

ସରକାରଙ୍କ ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ କୃଷି ବିଭାଗର ତତ୍ପରତା, ତାଲିମ…

ଦାରିଙ୍ଗବାଡି,୨୫।୬(ଅରୁଣ ସାହୁ): ସରକାରଙ୍କ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରାଇବା ଓ ସଠିକ ଭାବେ କୃଷକଙ୍କ ନାମ ପଞ୍ଜିକୃତ କରାଇବାରେ କନ୍ଧମାଳ ଜିଲା ଦାରିଙ୍ଗବାଡି କୃଷି ବିଭାଗ ବଡ଼…

ଲହଡି ମାଡ଼ରେ ଗଭୀର ସମୁଦ୍ରକୁ ଚାଲିଗଲେ ପର୍ଯ୍ୟଟକ, ଆଉ ତା’ପରେ..

ପୁରୀ,୨୫।୬: ପୁରୀ ସେକ୍ଟର ୯ ବେଳାଭୂମି ଅର୍ଥାତ ଚୈତନ୍ୟ ଛକ ସମ୍ମୁଖରେ ଏକ ଅଘଟଣ ସାମ୍ନାକୁ ଆସିଛି। ସମୁଦ୍ରର ଲହଡି ମାଡ଼ରେ ଜଣେ ପର୍ଯ୍ୟଟକ ଗଭୀର ସମୁଦ୍ର…

ବିବାହରେ ଧୋନି, କୋହଲି, ରୋହିତଙ୍କୁ କାହିଁକି ନିମନ୍ତ୍ରଣ କଲେ ନାହିଁ ଆକାଶ ଦୀପ? ନିଜେ କହିଲେ ଏହାର କାରଣ

ନୂଆଦିଲ୍ଲୀ,୨୫।୬: କାଶୀରେ ଭାରତୀୟ ଦଳର ଦ୍ରୁତ ବୋଲର ଆକାଶ ଦୀପ ଅକ୍ଷିତାଙ୍କ ସହିତ ବୁଧବାର ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ବିବାହ ଉତ୍ସବ ଏକ ଆନନ୍ଦଦାୟକ ଘଟଣା…

କୋରାପୁଟ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

କୋରାପୁଟ,୨୫।୬(ଅମିତାଭ ବେହେରା ): କୋରାପୁଟ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ଵରାଜ୍ୟ କୁମାର ଶିଶାଙ୍କ ଦେହାନ୍ତ ହୋଇଛି । ଗତ କିଛି ଦିନ ଧରି ସେ…

ସରକାରଙ୍କ ବଡ଼ ପଦକ୍ଷେପ, ବିବାହ କାର୍ଡରେ ବର-କନ୍ୟାଙ୍କ ଜନ୍ମ ତାରିଖ ଅନ୍ତର୍ଭୁକ୍ତ କରିବା ବାଧ୍ୟତାମୂଳକ

ମୁମ୍ବାଇ,୨୫।୬: ବାଲ୍ୟବିବାହର ସାମାଜିକ କୁପ୍ରଥାକୁ ସମ୍ପୂର୍ଣ୍ଣ ଭାବରେ ଦୂର କରିବା ପାଇଁ ମହାରାଷ୍ଟ୍ରରେ ଏକ ଅନନ୍ୟ ଏବଂ କଠୋର ନିୟମ ଲାଗୁ ହେବାକୁ ଯାଉଛି। ରାଜ୍ୟ ସରକାର…

ବାଲେଶ୍ବରରେ ଚାଞ୍ଚଲ୍ୟ, ୮ ରାଉଣ୍ଡ ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା

ବାଲେଶ୍ୱର,୨୫।୬( ବାଞ୍ଛାନିଧି ଦେ ): ବାଲେଶ୍ବର ସହରରେ ଆଇନ ଶୃଙ୍ଖଳା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି । ପୋଲିସକୁ ଅପରାଧୀମାନେ ଖୁଲମଖୁଲା ଚ୍ୟାଲେଞ୍ଜ ଦେଉଛନ୍ତି । ସହଦେବଖୁଣ୍ଟା ଥାନା…

ଗଞ୍ଜାମ ବ୍ଲକ ସମୁଖରେ ବାମଦଳର ବିକ୍ଷୋଭ, ଏହି ସମସ୍ୟା ନେଇ ବିଡିଓଙ୍କୁ ଦାବିପତ୍ର

ଗଞ୍ଜାମ,୨୫।୬(ବିଦ୍ୟାଧର ସାହୁ ): ଗଞ୍ଜାମ ଆଞ୍ଚଳିକ କମିଟି ସିପିଆଇଏମ ପକ୍ଷରୁ ଗୁରୁବାର ଦିନ ବିଭିନ୍ନ ଦାବି ନେଇ ଗଞ୍ଜାମ ବ୍ଲକ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri