ସ୍କୁଟିକୁ ପଛରୁ ଧକ୍କାଦେଲା ଟ୍ରକ୍‌

ବଅଁରପାଳ,୬।୧୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା ୫୫ନମ୍ବର ଜାତୀୟ ରାଜପଥ କାଣ୍ଡସର ନିକଟରେ ଶୁକ୍ରବାର ଏକ ଟ୍ରକ୍‌ ଧକ୍କାରେ ଜଣେ ସ୍କୁଟି ଚାଳକ ଗୁରୁତର ହୋଇଛନ୍ତି। ତେବେ ଗୁରୁତରଙ୍କ ପରିଚୟ ମିଳିପାରି ନ ଥବା ବେଳେ ତାଙ୍କୁ ଲୋକେ ଉଦ୍ଧାରକରି ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରିଛନ୍ତି। ସେ ସ୍କୁଟି ଯୋଗେ ଅନୁଗୋଳରୁ ନାଲ୍‌କୋ ଆଡ଼କୁ ଯାଉଥିବା ବେଳେ ପଛରୁ ଆସୁଥିବା ଏକ ଟ୍ରକ୍‌ ତାଙ୍କୁ ଧକ୍କା ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

ଠାକୁର ମଦନ ମୋହନଙ୍କ ଜାଗା ଜବର ଦଖଲ: ଦୁଇବର୍ଷ ପରେ ଆସିଲା ରାୟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବ୍ରାହ୍ମଣ ଢମଣା ସାହିରେ ପୂୂଜା ପାଉଥିବା ଶ୍ରୀମଦନ ମୋହନଙ୍କ ବଡ଼ବଜାରଠାରେ ଥିବା ଜାଗାକୁ ଦୀର୍ଘବର୍ଷ ହେଲା ଏକ ପରିବାର ଜବରଦଖଲ କରି…

ରୁଷିଆରେ ଡିଜିଟାଲ୍‌ ଷ୍ଟ୍ରାଇକ୍‌: ଡ୍ରୋନ୍‌ ମାଡ଼ ଭୟରେ ଇଣ୍ଟରନେଟ୍‌ ସେବା ବନ୍ଦ, ପୁଟିନଙ୍କୁ ଘାରିଛି ଅଜଣା ଭୟ?

ନୂଆଦିଲ୍ଲୀ,୨୦।୩: ବର୍ତ୍ତମାନ ସାରା ବିଶ୍ୱ ଏକ ଅସ୍ଥିର ପରିସ୍ଥିତି ଦେଇ ଗତି କରୁଛି। ଗୋଟିଏ ପଟେ ରୁଷିଆ-ୟୁକ୍ରେନ ଯୁଦ୍ଧ ଜାରି ରହିଥିବା ବେଳେ ଅନ୍ୟପଟେ ଇରାନ, ଇସ୍ରାଏଲ…

ବାଲିଗୁଡ଼ାରେ ଗ୍ୟାସ୍‌ ସମସ୍ୟା, ହୋଟେଲ ବନ୍ଦ

ବାଲିଗୁଡା,୨୦ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛି। ଫଳରେ ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର ଅସନ୍ତୋଷ ବୃଦ୍ଧି ପାଇଛି। ଅନ୍ୟପଟେ…

ସରକାରଙ୍କ ବଡ଼ ଘୋଷଣା: ନିୟମିତ ହେବେ ସ୍କିମାଟିକ ଜୁନିୟର ଶିକ୍ଷକ

ଭୁବନେଶ୍ୱର,୨୦।୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଚୁକ୍ତିଭିତ୍ତିକ ସ୍କିମାଟିକ ଜୁନିୟର ଶିକ୍ଷକଙ୍କୁ ନିୟମିତ କର୍ମଚାରୀ ମାନ୍ୟତା ମିଳିବ ବୋଲି ସରକାରଙ୍କ…

IPL ପୂର୍ବରୁ ସରକାରଙ୍କ ‘ମାଷ୍ଟରଷ୍ଟ୍ରୋକ୍‌’: ୩୦୦ ଅଧିକ ବେଆଇନ ବେଟିଂ ସାଇଟ୍‌ ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୦।୩: ଭାରତରେ ବେଆଇନ ଜୁଆ ଏବଂ ସଟ୍ଟାବାଜି (Betting) ଚଳାଉଥିବା ସଂସ୍ଥାଗୁଡ଼ିକ ବିରୋଧରେ କେନ୍ଦ୍ର ସରକାର ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଆଗକୁ ଆଇପିଏଲ୍‌(IPL…

ଗ୍ରାହକଙ୍କୁ Zomatoର ବଡ଼ ଝଟ୍‌କା! ଏଲ୍‌ପିଜି ସଙ୍କଟ ପରେ ଏବେ ଅନଲାଇନ୍‌ରେ ଖାଇବା ମଗାଇବା ହେଲା ମହଙ୍ଗା, ଦେବାକୁ ହେବ…

ନୂଆଦିଲ୍ଲୀ,୨୦।୩:ସାଧାରଣ ଲୋକଙ୍କ ପକେଟ ଉପରେ ପୁଣି ଏକ ମହଙ୍ଗା ମାଡ଼ ହୋଇଛି। ଯଦି ଆପଣ ଅନଲାଇନ୍‌ରେ ଖାଦ୍ୟ ଅର୍ଡର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

ଛାତ୍ରୀମାନେ ନିଜ ସୁରକ୍ଷା ନିଜେ କରିବା ପାଇଁ ନେଲେ ଏମିତି ପଦକ୍ଷେପ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୩(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁଠାରେ ରହିଥିବା ଋଷିମାଳ ଡିଗ୍ରୀ ମହାବିଦ୍ୟାଳୟରେ ମାର୍ଚ୍ଚ ୫ରୁ ୧୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri