Posted inଜାତୀୟ

ସ୍କୁଲ, କଲେଜ ଖୋଲିବା ନିଷ୍ପତ୍ତି ୧୪ରେ

ନୂଆଦିଲ୍ଲୀ,୬ା୪(ପି.ଟି.): ଦେଶରେ ସ୍କୁଲ କଲେଜଗୁଡ଼ିକୁ ଖୋଲିବା ନେଇ ଆସନ୍ତା ୧୪ ତାରିଖରେ ନିଷ୍ପତ୍ତି ନିଆଯିବ। କୋଭିଡ୍‌-୧୯ର ମୁକାବିଲା ପାଇଁ ଘୋଷଣା କରାଯାଇଥିବା ଲକ୍‌ଡାଉନ୍‌ ଅବଧି ଶେଷ ହେବା ପରେ ଶିକ୍ଷାନୁଷ୍ଠାନଗୁଡ଼ିକ ସମ୍ପର୍କରେ ନିଷ୍ପତ୍ତି ନିଆଯିବ ବୋଲି ରବିବାର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖାରିୟାଲ୍‌ ସୂଚନା ଦେଇଛନ୍ତି। ପୋଖରିୟାଲ କହିଛନ୍ତି, ଛାତ୍ରୀଛାତ୍ର ଓ ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କ ସୁରକ୍ଷା ସରକାରଙ୍କ ସର୍ବୋଚ୍ଚ ପ୍ରାଥମିକତା। ୨୧ ଦିନିଆ ଲକ୍‌ଡାଉନ୍‌ ହଟିବା ପରେ ସ୍ଥଗିତ ଥିବା ସମସ୍ତ ପରୀକ୍ଷା ଓ ଖାତାଦେଖା ସୁଚାରୁ ରୂପେ କରାଇବା ପାଇଁ ଯୋଜନା ପ୍ରସ୍ତୁତ କରାଯାଇଥିବା ସେ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ବିଭାଗର ବଡ଼ ଅପ୍‌ଡେଟ୍‌: ଜୁଲାଇ ୨୦ରେ ଏସବୁ ରୁଟ୍‌ରେ ଟ୍ରେନ୍‌ ବାତିଲ, ଯାଞ୍ଚ୍‌ କରିନିଅନ୍ତୁ ସ୍ଥିତି…

ନୂଆଦିଲ୍ଲୀ,୧୭ା୭: ପ୍ରତ୍ୟେକ ଟ୍ରେନ୍‌ ଯାତ୍ରୀ ଜାଣିଛନ୍ତି ଗୋଟିଏ ଟିକେଟ୍‌ କନ୍‌ଫର୍ମ ହେବା କେତେ କଷ୍ଟକର। କନ୍‌ଫର୍ମ ଟିକେଟଗୁଡ଼ିକ ଆର୍‌ଏସି କିମ୍ବା ଓ୍ବେଟିଂ ଲିଷ୍ଟକୁ ଟ୍ରାନ୍ସଫର କରାଯାଏ। ବହୁ…

ଜୈଶ-ଇ-ମହମ୍ମଦର ୫ ଆତଙ୍କବାଦୀ ଗିରଫ; ଦେଶବ୍ୟାପୀ ବିସ୍ଫୋରଣ ଯୋଜନା ପଣ୍ଡ

ଅହମଦାବାଦ,୧୭।୭: ଗୁଜୁରାଟ ATS ଜୈଶ-ଇ-ମହମ୍ମଦ ସହିତ ଜଡିତ ୫ ଜଣ ଆତଙ୍କବାଦୀଙ୍କୁ ଗିରଫ କରିଛି। ଜୈଶ ଆତଙ୍କବାଦୀଙ୍କ ସମ୍ପର୍କରେ ଗୁପ୍ତ ସୂଚନା ପାଇ ଗୁଜୁରାଟ ଆତଙ୍କବାଦ ନିରୋଧୀ…

ଶୋଇଥିବାବେଳେ ଘର ମାଲିକାଣୀଙ୍କୁ ବାହାର ପଟୁ ଶିକୁଳି ମାରି ୪ ଛେଳି ଧରି ଛୁ, ସକାଳୁ ଉଠି ଦେଖିଲା ବେଳକୁ…

ପାଟଣା ,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଜଗନ୍ନାଥ ବାରିକଙ୍କ ଘର ଭିତରୁ…

ବୃଦ୍ଧ, ଗୁରୁତର ଅସୁସ୍ଥ କଏଦୀଙ୍କ ପାଇଁ ଖୁସି ଖବର: ସୁପ୍ରିମକୋର୍ଟ ଜାରି କଲେ ନୂଆ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୭।୭: ଦେଶର ବିଭିନ୍ନ ଜେଲ୍‌ରେ ବନ୍ଦୀ ଥିବା ବୃଦ୍ଧ, ଗୁରୁତର ଅସୁସ୍ଥ ଏବଂ ଅକ୍ଷମ କଏଦୀମାନଙ୍କ ପାଇଁ ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ସମସ୍ତ ରାଜ୍ୟ…

ଛାତ୍ରଙ୍କ ସ୍କୁଲ ବ୍ୟାଗ୍‌ରେ ନାଗ ସାପ, ଖୋଲିବା ମାତ୍ରେ କଲା ସୁ ସୁ ଗର୍ଜନ, ଭିଡିଓ ଦେଖିଲେ…

ଭୋପାଳ,୧୭ା୭: ମଧ୍ୟପ୍ରଦେଶର ସାଗର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଛାତ୍ରଙ୍କ ବ୍ୟାଗରୁ ହଠାତ୍‌ ଏକ ସାପ ବାହାରିଲା। ବିଷାକ୍ତ ସାପ ଦେଖିବା ପରେ…

ମର୍ମନ୍ତୁଦ ଦୁର୍ଘଟଣା; ସ୍କୁଲ ଭ୍ୟାନକୁ ପିଟିଲା ପାସେଞ୍ଜର ଟ୍ରେନ, ୨ ଛାତ୍ରଙ୍କ ସମେତ ୩ ମୃତ

କୋଲକାତା,୧୭।୭:ପଶ୍ଚିମବଙ୍ଗର ମୁର୍ଶିଦାବାଦ ବରହମପୁରରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି । ପିଲାମାନଙ୍କୁ ନେଇ ଯାଉଥିବା ଏକ ସ୍କୁଲ ଭ୍ୟାନକୁ ଧକ୍କା ଦେଲା ଟ୍ରେନ୍ । ଏହି…

ଦେଶର ପ୍ରଥମ ହାଇଡ୍ରୋଜେନ୍‌ ଟ୍ରେନକୁ ସବୁଜ ପତାକା ଦେଖାଇବେ ପିଏମ ମୋଦି; ଏହି ସବୁ ରୁଟ୍‌ରେ ଚାଲିବ…

ନୂଆଦିଲ୍ଲୀ,୧୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ହରିୟାଣାର ଜିନ୍ଦଠାରୁ ଦେଶର ପ୍ରଥମ ହାଇଡ୍ରୋଜେନ୍‌ ଟ୍ରେନର ଶୁଭାରମ୍ଭ କରିବେ। ଏହାସହ ଭାରତ ବିଶ୍ୱର ସେହି କେତେକ ସୀମିତ ଦେଶଙ୍କ…

ପ୍ରେମ ବିବାହର ୩ ବର୍ଷ ପରେ ବଦଳିଗଲା ସ୍ବାମୀର ମନ, ଖାଇବାକୁ ଦେବା ବାହାନାରେ ପାହାଡ଼କୁ ନେଇ କାଟିଦେଲେ….

ଭୋପାଳ,୧୭।୭: ମଧ୍ୟପ୍ରଦେଶର ଦେବାସ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ତାଙ୍କ ନିଜ ପତ୍ନୀଙ୍କୁ ନିର୍ମମ ଭାବରେ ଆକ୍ରମଣ କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri