ସ୍କୁଲ, ଘର ଭାଙ୍ଗିଲା ଦନ୍ତା

ପାଲଲହଡା,୨୫।୩(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡା ବ୍ଲକ ଝାରବେଡାର ରାଇପାଳ ବରବାହାଳି ଜୁଆଙ୍ଗ ସାହିରେ ବୁଧବାର ଏକ ଦନ୍ତା ହାତୀ ପଶି ବ୍ୟାପକ କ୍ଷୟକ୍ଷତି କରିଛି। ଗଁାରେ ଥିବା ପ୍ରାଥମିକ ବିଦ୍ୟାଳୟ ଝରକା ଭାଙ୍ଗି ସମସ୍ତ ଆସବାବପତ୍ର ନଷ୍ଟ କରିଛି। ଏଥିସହ ସ୍କୁଲ ଭିତରେ ମଧ୍ୟାହ୍ନ ଭୋଜନ ପାଇଁ ରଖାଯାଇଥିବା ଚାଉଳ ଖାଇଦେଇଛି। ସେହିପରି ପୁଟୁକୁ ମହାକୁଡଙ୍କ ମାଟି ଘର, ବିଭିନ୍ନ ସାମଗ୍ରୀ ନଷ୍ଟ କରିଦେଇଛି। ଖବରପାଇ ପାଲଲହଡା ଫରେଷ୍ଟର ଭାରତୀ କପରଦାର ପହଞ୍ଚି କ୍ଷୟକ୍ଷତି ଆକଳନ କରିବା ସହ ସରକାରୀ ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ହାତୀକୁ ଘଉଡ଼ାଇ ଦିଆଯାଇଥିବା କପରଦାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

୧୩ହଜାର ଟଙ୍କା ଶସ୍ତା ହେଲା ସୁନା; ଏକ୍ସପର୍ଟ କଲେ ବଡ଼ ଭବିଷ୍ୟବାଣୀ, ଆଗକୁ…

ନୂଆଦିଲ୍ଲୀ,୨୨।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ସଂଘର୍ଷ ଏବଂ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁଁ, ଏହି ସପ୍ତାହରେ ସୁନା ଏବଂ ରୂପା ମୂଲ୍ୟରେ ତୀବ୍ର…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri