ସ୍କୁଲ ଛାତ୍ରଙ୍କୁ ବହି ବୁହାଇବା ପଡ଼ିଲା ମହଙ୍ଗା: ପ୍ରଧାନଶିକ୍ଷକ ନିଲମ୍ବିତ

ବସ୍ତା,୧୭।୨(ଡି.ଏନ.ଏ): ସ୍କୁଲ ଛାତ୍ରଙ୍କୁ ସାଇକେଲରେ ବହି ବୁହାଇବା ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏ ନେଇ ବିଦ୍ୟାଳୟର ପ୍ରଧାନଶିକ୍ଷକ ହରିପଦ ଜେନାଙ୍କୁ ନିଲମ୍ବିତ କରାଯାଇଛି। ବସ୍ତା ବ୍ଲକ ମୂଳିଦା ସତ୍ୟବାଦୀ ଉ.ପ୍ରା. ବିଦ୍ୟାଳୟର ପ୍ରଧାନଶିକ୍ଷକ ହରିପଦ ଜେନା ବିଦ୍ୟାଳୟର ୩ଜଣ ପିଲାଙ୍କ ଦ୍ବାରା ୨ ପ୍ୟାକେଟ ବହି ବୁହାଇଥିବାରୁ ବସ୍ତା ବିଇଓ ପ୍ରାଚୀତନୟା ଗିରି ଚିଠି ନଂ.୪୦୧/୧୭ା୨ା୨୦୨୦ରେ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବିତ କରିଥିବା ଜଣାଯାଇଛି। ମିଳିଥିବା ସୂଚନା ଅନୁସାରେ, ଗତ ଶନିବାର ୩ ଜଣ ସ୍କୁଲ ପିଲା ବସ୍ତାରେ ଶହୀଦ ହୋଇଥିବା ସୈନିକଙ୍କ ମରଶରୀର ଦେଖିବାକୁ ଆସିଥିବା ବେଳେ ବିଦ୍ୟାଳୟର ଶିକ୍ଷକ ତାଙ୍କୁ ସ୍କୁଲର ବହି ଦେଖିବାକୁ କହି ସାଇକେଲରେ ବହି ବୁହାଇଥିଲେ। ଏ ସମ୍ପର୍କରେ ଅଭିଯୋଗ ପାଇ ବିଇଓ ଏହି କାର୍ଯ୍ୟାନୁଷ୍ଠାନ ସହ ତଦନ୍ତ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମୁମ୍ବାଇ,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ତୀର୍ଥଯାତ୍ରାରୁ ଫେରିବା ବାଟରେ ହୃଦ୍‌ଘାତ, ଚାଲିଗଲା ବିଭୂତିଙ୍କ ଜୀବନ

କୋକସରା,୧୧।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ କେନ୍ଦୁଗୁଡା ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ଗ୍ରାମର ବିଭୂତି ଭୂଷଣ ପଣ୍ଡା(୬୦) ବଦ୍ରୀନାଥ ତୀର୍ଥଯାତ୍ରା…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?