ସ୍କୁଲ ଛୁଟିକୁ ନେଇ ହାଇକୋର୍ଟରେ ମାମଲା: ରାଜ୍ୟ ସରକାରଙ୍କୁ ନୋଟିସ

କଟକ ଅଫିସ,୨୦।୪: ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜନିତ ସ୍କୁଲ ଛୁଟି ଘୋଷଣାକୁ ନେଇ ହାଇକୋର୍ଟରେ ଆଡଭୋକେଟ ଶିବନାରାୟଣ ବିଶ୍ୱାଳଙ୍କ ପକ୍ଷରୁ ଏକ ମାମଲା ରୁଜୁ ହୋଇଛି। ଏହି ମାମଲାକୁ ଗ୍ରହଣ କରି ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନୋଟିସ୍‌ ଜାରି କରିଛନ୍ତି। ସୂଚନାଥାଉ କି, ସରକାର ଚଳିତବର୍ଷ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ନିର୍ଦ୍ଧାରିତ ସମୟର ୨୦ ଦିନ ପୂର୍ବରୁ ଅର୍ଥାତ୍‌ ଏପ୍ରିଲ ୧୮ରୁ ସ୍କୁଲ ଛୁଟି ଘୋଷଣା କରିଥିଲେ। ତାପମାତ୍ରା ରାଜ୍ୟରେ ସେତେ ଅଧିକ ନ ଥିବାବେଳେ ହଠାତ୍‌ ସରକାରଙ୍କ ସ୍କୁଲ ଛୁଟି ଘୋଷଣା ପିଲାଙ୍କୁ ଅଡୁଆରେ ପକାଇଛି। ଏହାଦ୍ୱାରା ବିଭିନ୍ନ ଶ୍ରେଣୀ ପାଇଁ ଧାର୍ଯ୍ୟ କରାଯାଇଥିବା ଶିକ୍ଷାଦିନ କମୁଥିବା ଯୋଗୁ ପିଲାଙ୍କ ପାଠପଢା ବ୍ୟାହତ ହେବ ବୋଲି ଆବେଦନକାରୀ କୋର୍ଟଙ୍କୁ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Puri Koraput Expressର ଶୁଭାରମ୍ଭ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ରେଳମନ୍ତ୍ରୀ କଲେ ଉଦ୍‌ଘାଟନ

ପୁରୀ,୬।୭: ନୂତନ ପୁରୀ-କୋରାପୁଟ ଏକ୍ସପ୍ରେସ ଏବଂ ବ୍ରହ୍ମପୁର-ଉଧନା(ସୁରଟ) ଅମୃତ ଭାରତ ଏକ୍ସପ୍ରେସର ନିୟମିତ ସେବାର ସୋମବାର ଶୁଭାରମ୍ଭ ହେଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ରେଳ…

ଏନ୍‌ଏଚ୍–୫୫ ନିର୍ମାଣରେ ଅନିୟମିତତା: ଅଧୀକ୍ଷଣ ଯନ୍ତ୍ରୀ, ଏସଡିଓ ଓ ପ୍ରୋଜେକ୍ଟ ମ୍ୟାନେଜରଙ୍କ ନାଁରେ ଏଫ୍‌ଆଇଆର୍

ଜଗତସିଂହପୁର, ୬।୭: ଜାତୀୟ ରାଜପଥ–୫୫ (ଏନ୍‌ଏଚ୍–୫୫)ର ନିର୍ମାଣ କାର୍ଯ୍ୟରେ ମନ୍ଥର ଗତି ଏବଂ ନିମ୍ନମାନର କାମକୁ ନେଇ ପ୍ରଶାସନ କଠୋର ପଦକ୍ଷେପ ଗ୍ରହଣ କରିଛି। ଏହି ଘଟଣାରେ…

୯ରେ ଖୋଲିବ ହୀରାକୁଦ ଗେଟ୍‌

ସମ୍ବଲପୁର,୬।୭(ପ୍ରମୋଦ ବହିଦାର): ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ହୀରାକୁଦ ଡ୍ୟାମ୍‌ର ଜଳସ୍ତର ବଢ଼ିବାରେ ଲାଗିଛି। ଜଳଭଣ୍ଡାର ଉତ୍ତମ ପରିଚାଳନା ପାଇଁ ଆସନ୍ତା ଜୁଲାଇ ୯ ତାରିଖ…

ବିପଦଜନକ ‘ସୁଇଚ୍ ଭାଲ୍ ଚାମ୍ବର’: ଥୁଆମୂଳ ରାମପୁରରେ ଦୁଇଟି ପୃଥକ୍ ସ୍ଥାନରେ ଗାତରେ ଗଳିଲା କାର୍

ଥୁଆମୂଳ ରାମପୁର, ୬ା୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ସଦର ମହକୁମାରେ ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଚାଳକ । ବସୁଧା…

ପ୍ରବଳ ବର୍ଷାର ସୁଯୋଗ ନେଇ ଏଲଆଇ ପଏଣ୍ଟରୁ ବିଦ୍ୟୁତ ତାର ଚୋରି, ଥାନାରେ ମାମଲା

କେସିଙ୍ଗା,୬।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଶିରୋଲ-କାଣ୍ଡେଲ ଗ୍ରାମ ନିକଟରେ ଥିବା ବିଦ୍ୟୁତ ଖୁଣ୍ଟରୁ ତାର ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି । ଦେହେରେନ…

ରାଜକନିକାରେ ଚାଞ୍ଚଲ୍ୟ, ଯୁବକଙ୍କ ହାତକୁ ଧାରୁଆ ଅସ୍ତ୍ରରେ ହାଣି ଫେରାର ମାରିଲେ…

ରାଜକନିକା,୬।୭(ସଞ୍ଜୟ କୁମାର ଦାଶ): ରାଜକନିକା ଥାନା ଅଞ୍ଚଳରେ ସୋମବାର ଦିବା ୧୦ ଘଟିକା ସମୟରେ ଘଟିଯାଇଛି ଏକ ଚାଞ୍ଚଲ୍ୟକର ଘଟଣା । ବରୁଣାଡିଆ ଗାଁର ଯୁବକ ଜଣକ…

୫୯ ନଂ ଜାତୀୟ ରାଜପଥରେ ମାଳମାଳ ଗାଈ-ଛେଳି, ଟ୍ରାଫିକ ସମସ୍ୟା ସହ ବଢୁଛି ଦୁର୍ଘଟଣା

ଦାରିଙ୍ଗବାଡି,୬ା୭(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥ ଗାଈ, ବଳଦ ଛେଳିଙ୍କ ଆଡ୍ଡାସ୍ଥଳୀ ପାଲଟିଛି । ଏବେ ଲଗାଣ…

ରାସ୍ତା ପାଲଟିଛି ମରଣଯନ୍ତା, ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ନିକଟରେ କୃତ୍ରିମ ପୋଖରୀ….

ଲାଞ୍ଜିଗଡ,୬ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ସହର ଲାଞ୍ଜିଗଡ ଥାନା ପଛପଟ ତଥା ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ନିକଟସ୍ଥ ରାସ୍ତା ମରଣଜନ୍ତା ପାଲଟିଛି । ପୋଖରୀ ନିକଟସ୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri