ସ୍କୁଲ ଫି, ବିଦ୍ୟୁତ୍‌ ଦେୟ, ଘରଭଡ଼ା ଛାଡ଼ ଦାବି କଲା ସମ୍ବିଧାନ ସୁରକ୍ଷା ମଞ୍ଚ

ବରଗଡ଼ ଅଫିସ,୮ା୬: କରୋନା ଭଳି ବିପର୍ଯ୍ୟୟ ସମୟରେ ସ୍କୁଲ ଫି, ବିଦ୍ୟୁତ ଦେୟ ଏବଂ ଘରଭଡ଼ା ଅସୁଲ କରାଯାଉଛି। ପ୍ରାୟ ଅଢ଼େଇ ମାସ ହେଲା ଲକ୍‌ଡାଉନ୍‌ କଟକଣା ଲାଗୁ ହୋଇଥିବା ଲୋକେ ବେରୋଜଗାରକ୍ଷମ ହୋଇପଡ଼ିଛନ୍ତି। ଏଭଳି ପରିସ୍ଥିତିରେ ଏସବୁ ଦେୟ ପ୍ରଦାନ କରିବାରେ ଲୋକେ ସକ୍ଷମ ହୋଇପାରୁ ନାହାନ୍ତି। ଫଳରେ ଛାତ୍ରୀଛାତ୍ରଙ୍କ ସ୍କୁଲ ଫି, ବିଦ୍ୟୁତ୍‌ ଦେୟ ଏବଂ ଘରଭଡ଼ା ଛାଡ଼ କରିବାକୁ ବରଗଡ଼ ସମ୍ବିଧାନ ସୁରକ୍ଷା ମଞ୍ଚ ଦାବି କରିଛି। ଏହି ଦାବି ନେଇ ସୋମବାର ସମ୍ବିଧାନ ସୁରକ୍ଷା ମଞ୍ଚର ଏମ୍‌ଡି ନିଜାମ, ବାଳକିଶୋର ଛତର, ଆଶିଷ କୁମାର ସୁନା ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କ ଅନୁପସ୍ଥିତିରେ ଆସିଷ୍ଟାଣ୍ଟ କଲେକ୍ଟର ସୁମତୀ ପଣ୍ଡା ସ୍ମାରକପତ୍ର ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri