ସ୍କୁଲ ବସ୍‌ ଧକ୍କାରେ ଯୁବକଙ୍କ ମୃତ୍ୟୁ

ରାଉରକେଲା ଅଫିସ,୧।୮: ରାଉରକେଲା ଝିରପାଣି ଥାନା ଅନ୍ତର୍ଗତ କୋଏଲନଗର ସି-ବ୍ଲକ ଛକରେ ଗୁରୁବାର ପୂର୍ବାହ୍ନରେ ଏକ ଘରୋଇ ସ୍କୁଲ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଜଣକ ହେଲେ ସେକ୍ଟର-୨୦ ସୁଭଦ୍ରା ବସ୍ତିର ଜ୍ୟୋତି ମିଞ୍ଜ। ଏନେଇ ବସ୍ତି ବାସିନ୍ଦା କୋଏଲ ନଗର-ଝିରପାଣି ରାସ୍ତା ଅବରୋଧ କରିବାରୁ ଘଟଣାସ୍ଥଳରେ ଉତେଜନା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳରେ ବନ୍ୟା ବିପର୍ଯ୍ୟୟ: ଭାସିଗଲା ଅନେକ ଗାଁ, ୭ଜଣଙ୍କ ମୃତ୍ୟୁ, ୧୦୫ ଜଣ ଭାରତୀୟଙ୍କ ସମେତ ୨୯୧ ବିଦେଶୀ ନିଖୋଜ

କାଠମାଣ୍ଡୁ,୨୬।୮: ଉତ୍ତର ନେପାଳର ଭୋଟେ କୋଶି ନଦୀରେ ବୁଧବାର ହଠାତ ବନ୍ୟା ଆସିଥିଲା। ଏପର୍ଯ୍ୟନ୍ତ ୭ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ସମୟରେ, ୨୯୧ ବିଦେଶୀ ନାଗରିକଙ୍କ…

‘ଛାତ୍ରଙ୍କୁ ଚାକିରି ନୁହେଁ ଲାଠି ମିଳୁଛି’, ରାସ୍ତାରେ ଗର୍ଜିଲେ ୬ ବର୍ଷର ବାଳକ, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା…

ପାଟନା,୨୬।୮: ରୋଜଗାର ସମେତ ବିଭିନ୍ନ ଦାବି ନେଇ ପାଟନାର ଡାକବଙ୍ଗଲା ଛକରେ ଛାତ୍ର ଓ ପରୀକ୍ଷାର୍ଥୀଙ୍କ ଆନ୍ଦୋଳନ ଜାରି ରହିଛି । ଏହି ଭିଡ଼ ମଧ୍ୟରେ ପ୍ରାୟ…

Video: ନେପାଳରେ ପ୍ରକୃତିର କୋପ, ଆସିଲା ଭୟଙ୍କର ଭଡ଼ିଓ, ହଠାତ୍‌ ମାଡିଆସିଲା ପାଣି ୧୦୦୦ରୁ ଅଧିକ ଲୋକ ଭାସିଯାଇଥିବା ଆଶଙ୍କା

କାଠମାଣ୍ଡୁ,୨୬।୮: ପ୍ରତିବର୍ଷ ମୌସୁମୀ ଋତୁରେ, ନେପାଳ ଏବଂ ଭାରତର ପାର୍ବତ୍ୟାଞ୍ଚଳ ପ୍ରକୃତିର କୋପ ଦେଖିଥାଏ। ବୁଧବାର ସକାଳେ ନେପାଳରେ ସମାନ ଦୃଶ୍ୟ ଦେଖାଦେଇଥିଲା ଯେତେବେଳେ ତିବ୍ଦତ ସୀମା…

ମାତ୍ର ଏତିକି କିଲୋର କିଣିପାରିବେ ଚିନି! ବିଗ୍‌ବାସ୍କେଟ-ଇନଷ୍ଟାମାର୍ଟ ଭଳି କମ୍ପାନୀ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ, ୨୬।୮: ଭାରତରେ ପର୍ବପର୍ବାଣିର ମୁଖ୍ୟ ଋତୁ ପୂର୍ବରୁ ଯୋଗାଣରେ ହ୍ରାସ କାରଣରୁ D-Mart ଭଳି ରିଟେଲର୍ସ ଏବଂ BigBasket, Blinkit ଓ Swiggy Instamart ଭଳି…

ମହଙ୍ଗା ମାଡ଼: ବଢ଼ିଲା ଅଣ୍ଡା ଦର, ଏତିକି ଟଙ୍କା ହେବ ଚିକେନ ଦାମ୍

ନୂଆଦିଲ୍ଲୀ,୨୬।୮: ଦୈନନ୍ଦିନ ଖାଦ୍ୟସାମଗ୍ରୀର ବୃଦ୍ଧିପାଉଥିବା ଦରଦାମ୍ ମଧ୍ୟରେ ଏବେ ଅଣ୍ଡା ଦର ସାଧାରଣ ଖାଉଟିଙ୍କ ଚିନ୍ତା ବଢ଼ାଇଦେଇଛି । ବିଗତ ଗୋଟିଏ ବର୍ଷ ମଧ୍ୟରେ ଅଣ୍ଡା ମୂଲ୍ୟରେ…

ବୋମା ଗିଳିଦେଲା ଷଣ୍ଢ, ଚାଲିଗଲା ଜୀବନ

ବାଙ୍କୀ,୨୬ା୮(ଶୁଭେନ୍ଦୁ ମହାପାତ୍ର): ବାର୍‌ହା ଶିକାର ପାଇଁ ଖଞ୍ଜା ହୋଇଥିଲା ବୋମା। କିନ୍ତୁ ବାର୍‌ହା ବଦଳରେ ଶିକାର ସାଜିଲା ଷଣ୍ଢ। ଏମିତି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଟକ…

ସ୍ବାମୀଜୀଙ୍କ ଲକ୍ଷ୍ୟ କାର୍ଯ୍ୟକାରୀ କରିବ ବିଶ୍ୱ ହିନ୍ଦୁ ପରିଷଦ: ଅକ୍ଟୋବର ୩୦ରେ…

ଭଞ୍ଜନଗର, ୨୬।୮(ବାବୁଲା ପ୍ରଧାନ):ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଅଧୁରା ଲକ୍ଷ୍ୟକୁ ବିଶ୍ୱ ହିନ୍ଦୁ ପରିଷଦ କାର୍ଯ୍ୟକାରୀ କରିବ ବୋଲି ଘୁମୁସର ଜିଲା ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ କୁହାଯାଇଛି।…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

କର୍ଲାମୁଣ୍ଡା,୨୬।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଉତ୍କଳମଣି ସାହୁଙ୍କ ବୁଧବାର ଭୋର ପ୍ରାୟ ୪ଟା ସମୟରେ ୭୫ ବର୍ଷ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri