ସ୍କୁଲ ମୁହେଁ ଅଁ।ଠେ କାଦୋ

 

ଜାମଟିକ୍ରା, ୧୦।୯ (ଡି.ଏନ୍‌.ଏ):
ବରଗଡ଼ ଜିଲା ଅତାବିରା ବ୍ଲକ ଅଧୀନ ଜାମଟିକ୍ରା ଗାନ୍ଧୀ ଏମ୍‌ଇ ସ୍କୁଲ ସାମ୍‌ନାରେ ପାଏନ୍‌ ଟୁଡ଼ି ରହିବାର ଲାଗି ଅଁାଠେ କାଦୋ ହେଇଛେ। ଯେନ୍‌ଥିରଲାଗି ସ୍କୁଲର ଛାତ୍ରୀଛାତ୍ର ପରିସର ଭିତିରକେ ଗଲାଅଏଲା ବେଲେ ବଡ଼ଭାରି ସମସିଆର ସାମନା କରୁଛନ୍‌। ସ୍କୁଲ ଫାଟକ୍‌ ମୁହେଁ ବନେ ଖଁଡ଼େ ଦୂର କାଦୋ ହେଇଛେ। ହେଲେ ଦୁଖର କଥା ସ୍କୁଲରେ ଛୋଟ୍‌ ଛୋଟ୍‌ ଛୁଆ ପାଠ୍‌ ପଢ଼ୁଥିଲାବେଲେ ପରିବେଶ ଉପରେ କାହାରି ନିଘାନାଇଁ। ବରଷା ହେଲେ ଫାଟକ୍‌ ମୁହେଁ ପାଏନ୍‌ ଟୁଡ଼ି ରହୁଛେ, ସେ ପାଏନ୍‌ ସେଠାନେ ମରି ଅଁାଠେ କାଦୋ ହେଉଛେ। ବେଶି ବରଷା ହେଲେ ସ୍କୁଲର ପ୍ରଧାନଶିକ୍ଷକ ସନ୍ତୋଷ ଭୁଏ ନିଜେ ରଫା ଧରି ପାଏନ୍‌ କାଟୁଥବାର ଅନେକ ସମିଆରେ ଦେଖ୍‌ବାକେ ମିଲୁଛେ। ଏନ୍‌ତାଥି ସ୍କୁଲ ପରିବେଶ ଅସ୍‌କୁରା ହେବାର ସଂଗେ ଛୁଆକର ଭିତରେ ନାନା ରୋଗ୍‌ ବହପିବାର ଭଏ ରହିଛେ। ଇଆଡ଼େ ସ୍କୁଲ ପତୁରପକ୍ଷ, ପରିଚାଲନା କମିଟି ଆର ବ୍ଲକ ଶିକ୍ଷା ଅଧ୍‌କାରୀ ଘଟନା ଉପରେ ଆଏଁଖ୍‌ ମୁଜିଦେବାରଟା ନିହାତି ଗୁଟେ ଦୁଖର କଥା ବଲି ଅଭିଭାବକମାନେ ଅଭିଯୋଗ କରିଛନ୍‌। ଇ ବାବ୍‌ଦେ ସ୍କୁଲର ପ୍ରଧାନଶିକ୍ଷକ ସନ୍ତୋଷ ଭୁଏକୁଁ ପଚରାଲାରୁ ବହୁତ ଜଲଦି ସମସିଆର ସମାଧାନ କରାଯିବା ବଲି ସେ କହିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

କାଳବୈଶାଖୀ ବର୍ଷା ସହ କୁଆପଥର ମାଡ଼: ବେହାଲ ହେଲା ଅତାବିରା ଅଞ୍ଚଳ, ଚାଷୀକୂଳ ହତାଶ

ଅତାବିରା, ୬।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଅଞ୍ଚଳରେ ସୋମବାର କାଳବୈଶାଖୀ ଝଡବର୍ଷା ସହ ପ୍ରଚୁର କୁଆପଥର ମାଡ଼ ହୋଇଛି l ଫଳରେ ଅତାବିରା ଅଞ୍ଚଳ ବେହାଲ…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri