Posted inଜାତୀୟ

ସ୍ତ୍ରୀଙ୍କ ଇଚ୍ଛାକୁ କରିବେ ପୂରଣ, ଚାକିରିରୁ ଅବସର ନେବା ଦିନ ହେଲିକପ୍ଟରରେ ଗାଁକୁ ଆସିବେ ଏହି ବ୍ୟକ୍ତି

ଗାଜିଆବାଦ୍‌,୩୦।୮: ସ୍ତ୍ରୀଙ୍କ ଇଚ୍ଛାକୁ ପୂରଣ କରିବାକୁ ଯାଇ ଚାକିରିରୁ ଅବସର ନେବା ଦିନ ହେଲିକପ୍ଟରରେ ଗାଁକୁ ଆସିବେ ଗାଜିଆବାଦ୍‌ର ଜଣେ ବ୍ୟକ୍ତି। ଏଥିପାଇଁ ଆଗୁଆ ୪ଲକ୍ଷ ଟଙ୍କା ଦେଇ ହେଲିକପ୍ଟର ବୁକ୍‌ କରିଛନ୍ତି। ନରେନ୍ଦ୍ର କୁମାର ନାମକ ଏହି ବ୍ୟକ୍ତି ଜଣଙ୍କ ଗାଜିଆବାଦ ନଗର ନିଗମରେ ଦୀର୍ଘ ୩୩ ବର୍ଷ ହେବ ଚାକିରି କରିଆସୁଛନ୍ତି। ଅଗଷ୍ଟ ୩୧ରେ ସେ ଅବସର ନେବେ। ଏହା ପୂର୍ବରୁ ତାଙ୍କ ସ୍ତ୍ରୀ ଏହି ଦିନକୁ ଅଭୁଲା କରିବା ପାଇଁ ଅବସର ଦିନ ଗାଁକୁ ହେଲିକପ୍ଟରରେ ଆସିବାକୁ ସ୍ବାମୀଙ୍କୁ ଅନୁରୋଧ କରିଥିଲେ। ସ୍ତ୍ରୀଙ୍କ କଥାକୁ କାଟି ନ ପାରି ହେଲିକପ୍ଟରରେ ଆସିବାର ବନ୍ଦୋବସ୍ତ କରିଥିଲେ ନରେନ୍ଦ୍ର। ଗାଁ ପାଖରେ ଏକ ହେଲିପ୍ୟାଡ୍‌ ନିର୍ମାଣ କରାଯାଇଛି। ଅବସର ଦିନ ଅପରାହ୍ନ ୪ଟାବେଳେ କବିନଗର ରାମଲୀଳା ମୈଦାନରୁ ହେଲିକପ୍ଟରରେ ଉଡାଣ ଭରିବ।


Enter your email to get our daily news in your inbox.

All Right Reserved By Dharitri.Com

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ଏବେ ଅଭିଜିତ ଦୀପକେଙ୍କ ମିଶି କ’ଣ କରିବାକୁ ଯାଉଛନ୍ତି ସୋନମ ୱାଙ୍ଗଚୁକ? କଲେ ବଡ଼ ଘୋଷଣା, ସେପ୍ଟେମ୍ବର ୧୯…

ନୂଆଦିଲ୍ଲୀ,୧୨।୯: ଲଦାଖରେ ସେପ୍ଟେମ୍ବର ୧୯ରୁ ହେବାକୁ ଥିବା ସୋନମ ୱାଙ୍ଗଚୁକଙ୍କ ପଦଯାତ୍ରାକୁ ନେଇ ଏବେ ପ୍ରତିକ୍ରିୟା ଆସିଛି। ସୋନମ ୱାଙ୍ଗଚୁକ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଭିଡିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?