ସ୍ତ୍ରୀଙ୍କୁ ହତ୍ୟା କରି ସ୍ବାମୀ ଗିରଫ

ଭୋଗରାଇ,୩୧।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା କମର୍ଦା ଥାନା ଅଧୀନ କମର୍ଦା ବଜାରରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରକୀୟା ପ୍ରୀତିକୁ ସନ୍ଦେହ କରି ଜଣେ ସ୍ବାମୀ ସ୍ତ୍ରୀଙ୍କୁ ଧାରୁଆ ଛୁରୀରେ ଆକ୍ରମଣ କରି ହତ୍ୟା କରିଥିବା ସୂଚନା ମିଳିଛି। ଅଭିଯୁକ୍ତ ସ୍ବାମୀ ହେଲେ କମଳାକାନ୍ତ ରଣା(୫୨)। ମୃତକ ହେଲେ ଗୌରି ରଣା(୨୫)। କମଳାକାନ୍ତ ପଶ୍ଚିମବଙ୍ଗ ରାମନଗର ଥାନା ହୀରାପୁର ଗ୍ରାମରେ କଂସା ପିତ୍ତଳ ଦୋକାନ କରି ଜୀବନ ନିର୍ବାହ କରୁଥିଲେ। ସେ ପୂର୍ବରୁ ଅନେକ ବିବାହ କରିଥିବା ବେଳେ ନିକଟରେ ଗୌରୀଙ୍କୁ ବିବାହ କରିଥିଲେ। ଏଣୁ ଗୌରିଙ୍କ ପରିବାର ବିଷୟରେ ଜଣାପଡ଼ିନାହିଁ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି କମଳାକାନ୍ତଙ୍କୁ ଗିରଫ କରିବା ସହ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାଶୁଙ୍କ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ

ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ହଙ୍ଗାମା: ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ, ଆଉ ତା’ ପରେ…

ବାଲେଶ୍ୱର,୧୮ା୨(ବାଞ୍ଛାନିଧି ଦେ): ସ୍ବାମୀ ପାଲଟିଗଲେ ରାକ୍ଷସ। ଶ୍ୱଶୁର ଘରେ ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଲେ ସ୍ବାମୀ। ଝିଅକୁ ବଞ୍ଚାଇବାକୁ ଯାଇ ଶ୍ୱଶୁର, ଶାଶୁ…

ଭବାନୀପାଟଣା ସହରରେ ଫୁଟିଲା ଗୁଳି

ଭବାନୀପାଟଣା,୧୮ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବିବିସିପଡ଼ା ହନୁମାନ ମନ୍ଦିର ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ସାମାନ୍ୟ ବଚସାରୁ ଜଣେ ମଦ୍ୟପ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଛାତିଥରା… ପ୍ରେମିକାକୁ ହତ୍ୟା କରି ଯୌନ ସମ୍ପର୍କ ରଖିଲେ ପ୍ରେମିକ, ତନ୍ତ୍ର କରି ଆତ୍ମାକୁ କହିଲେ Sorry

ଭୋପାଳ,୧୭ା୨: ମଧ୍ୟପ୍ରଦେଶର ଇନ୍ଦୋରର ଦ୍ୱାରକାପୁରୀ ପୋଲିସ ଷ୍ଟେସନ ଅଞ୍ଚଳରେ ଜଣେ ଏମବିଏ ଛାତ୍ରୀଙ୍କ ହତ୍ୟା ମାମଲାରେ, ପୋଲିସ ଅଭିଯୁକ୍ତ ପ୍ରେମିକ ପୀୟୁଷକୁ ମୁମ୍ବାଇରୁ ଗିରଫ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri