Posted inଖେଳ

ସ୍ନାଇଡରଙ୍କ ସହ ଲଢ଼ିବେ ବିଜେନ୍ଦର

ନ୍ୟୁଆର୍କ, ୧୩ା୭ (ପି.ଟି.)-ଏକ ବର୍ଷ ପରେ ପ୍ରଫେଶନାଲ ବକ୍ସିଂକୁ ଫେରିବେ ଭାରତୀୟ ବକ୍ସିଂ ଷ୍ଟାର ବିଜେନ୍ଦର ସିଂ। ଶନିବାର ସେ ଏଠାରେ ଆମେରିକାର ମାଇକ୍‌ ସ୍ନାଇଡରଙ୍କ ସହିତ ୮ ରାଉଣ୍ଡ ବିଶିଷ୍ଟ ସୁପରମିଡଲଓ୍ବେଟ୍‌ ମୁକାବିଲା କରିବେ। ଡବ୍ଲ୍ୟୁବିଓ ଓରିଏଣ୍ଟାଲ ଏବଂ ଏସିଆ ପ୍ୟାସିଫିକ୍‌ ସୁପର ମିଡଲଓ୍ବେଟ୍‌ ଚାମ୍ପିୟନ ବିଜେନ୍ଦରଙ୍କର ୧୦-୦ (୭ ନକ୍‌ଆଉଟ୍‌) ରେକର୍ଡ ରହିଛି। ମୁକାବିଲା ପୂର୍ବରୁ ଏକ ଖବରଦାତା ସମ୍ମିଳନୀରେ ବିଜେନ୍ଦର କହିଛନ୍ତି, ସ୍ନାଇଡରଙ୍କ ସହିତ ଲଢେଇ ପାଇଁ ମୁଁ ପ୍ରସ୍ତୁତ। ମୁଁ ଇତିମଧ୍ୟରେ ଟ୍ରେନର ଲି’ ବିୟର୍ଡଙ୍କ ସମେତ ମୋ ଟିମ୍‌ ସହିତ ରଣକୌଶଳ ସମ୍ପର୍କରେ ଆଲୋଚନା କରିସାରିଛି। ଆମେରିକୀୟ ବକ୍ସରଙ୍କୁ ପ୍ରାରମ୍ଭିକ ରାଉଣ୍ଡରେ ମୁଁ ନକ୍‌ଆଉଟ୍‌ କରିବା ଲାଗି ଯୋଜନା କରିଛି। ଅନ୍ୟପକ୍ଷରେ ଭାରତୀୟ ବକ୍ସରଙ୍କୁ ପରାସ୍ତ କରିବାରେ ସେ ସଫଳ ହେବେ ବୋଲି ସ୍ନାଇଡର ଦମ୍ଭୋକ୍ତି ପ୍ରକାଶ କରିଛନ୍ତି। ମୋ ଟ୍ରେନରମାନେ ବିଜେନ୍ଦରଙ୍କ ବହୁ ଫାଇଟ୍‌ ଉପରେ ନଜର ପକାଇଛନ୍ତି। ତାଙ୍କ ଦୁର୍ବଳତାରୁ କିପରି ଫାଇଦା ଉଠାଇ ହେବ ତାହା ସେମାନେ ବତାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri