Posted inଖେଳ

ସ୍ନାଇଡରଙ୍କ ସହ ଲଢ଼ିବେ ବିଜେନ୍ଦର

ନ୍ୟୁଆର୍କ, ୧୩ା୭ (ପି.ଟି.)-ଏକ ବର୍ଷ ପରେ ପ୍ରଫେଶନାଲ ବକ୍ସିଂକୁ ଫେରିବେ ଭାରତୀୟ ବକ୍ସିଂ ଷ୍ଟାର ବିଜେନ୍ଦର ସିଂ। ଶନିବାର ସେ ଏଠାରେ ଆମେରିକାର ମାଇକ୍‌ ସ୍ନାଇଡରଙ୍କ ସହିତ ୮ ରାଉଣ୍ଡ ବିଶିଷ୍ଟ ସୁପରମିଡଲଓ୍ବେଟ୍‌ ମୁକାବିଲା କରିବେ। ଡବ୍ଲ୍ୟୁବିଓ ଓରିଏଣ୍ଟାଲ ଏବଂ ଏସିଆ ପ୍ୟାସିଫିକ୍‌ ସୁପର ମିଡଲଓ୍ବେଟ୍‌ ଚାମ୍ପିୟନ ବିଜେନ୍ଦରଙ୍କର ୧୦-୦ (୭ ନକ୍‌ଆଉଟ୍‌) ରେକର୍ଡ ରହିଛି। ମୁକାବିଲା ପୂର୍ବରୁ ଏକ ଖବରଦାତା ସମ୍ମିଳନୀରେ ବିଜେନ୍ଦର କହିଛନ୍ତି, ସ୍ନାଇଡରଙ୍କ ସହିତ ଲଢେଇ ପାଇଁ ମୁଁ ପ୍ରସ୍ତୁତ। ମୁଁ ଇତିମଧ୍ୟରେ ଟ୍ରେନର ଲି’ ବିୟର୍ଡଙ୍କ ସମେତ ମୋ ଟିମ୍‌ ସହିତ ରଣକୌଶଳ ସମ୍ପର୍କରେ ଆଲୋଚନା କରିସାରିଛି। ଆମେରିକୀୟ ବକ୍ସରଙ୍କୁ ପ୍ରାରମ୍ଭିକ ରାଉଣ୍ଡରେ ମୁଁ ନକ୍‌ଆଉଟ୍‌ କରିବା ଲାଗି ଯୋଜନା କରିଛି। ଅନ୍ୟପକ୍ଷରେ ଭାରତୀୟ ବକ୍ସରଙ୍କୁ ପରାସ୍ତ କରିବାରେ ସେ ସଫଳ ହେବେ ବୋଲି ସ୍ନାଇଡର ଦମ୍ଭୋକ୍ତି ପ୍ରକାଶ କରିଛନ୍ତି। ମୋ ଟ୍ରେନରମାନେ ବିଜେନ୍ଦରଙ୍କ ବହୁ ଫାଇଟ୍‌ ଉପରେ ନଜର ପକାଇଛନ୍ତି। ତାଙ୍କ ଦୁର୍ବଳତାରୁ କିପରି ଫାଇଦା ଉଠାଇ ହେବ ତାହା ସେମାନେ ବତାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ରାମଚଣ୍ଡୀଙ୍କ ସାମ୍ନାରେ ରଡ଼ ନିଆଁରେ ଚାଲିଲେ ସେବକ: ୭ଥର ପରେ ଘଟିଲା…

ମହାକାଳପଡ଼ା,୧୫ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ପୀଠରେ ଝାମୁଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୋର ସାଢ଼େ ଚାରିଟାରୁ ମନ୍ଦିର…

ବିଶିଷ୍ଟ ମଞ୍ଚ କଳାକାର ପ୍ରକାଶ ଦେବତାଙ୍କ ପରଲୋକ: ବିଭିନ୍ନ ମହଲରେ ଶୋକର ଛାୟା

ଦେବଗଡ଼,୧୫।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଶିଷ୍ଟ ମଞ୍ଚ କଳାକାର ତଥା ଜାଗରଣ ଆର୍ଟ ଇଣ୍ଟରନ୍ୟାଶନାଲର ଉପସଭାପତି ପ୍ରକାଶ ଦେବତା (ପେରୁ )ଙ୍କର ବୁର୍ଲା ଡାକ୍ତରଖାନାରେ ପରଲୋକ…

ଧର୍ମ ପରିବର୍ତ୍ତନ କରିଥିବାରୁ ସତ୍କାର ପାଇଁ ଶ୍ମଶାନରେ ମିଳିଲାନି ଜାଗା: ଶେଷରେ…

ରାଇଘର/ଉମରକୋଟ, ୧୫।୪ (କିରଣ ପଟ୍ଟନାୟକ/ ସନ୍ତୋଷ ଶତପଥୀ): ମୂଳ ଧର୍ମ ଛାଡ଼ି ଅନ୍ୟ ଧର୍ମ ଗ୍ରହଣ କରିଥିବାରୁ ଗାଁ ଶ୍ମଶାନରେ ସତ୍କାର ପାଇଁ ଶବକୁ ମିଳୁନାହିଁ ସ୍ଥାନ…

ସମୁଦ୍ରରେ ମାଛ ଧରିବା ନିଷେଧ: ଏତିକି ଦିନ ଯାଏ କଟକଣା ଲାଗୁ କଲେ ସରକାର

ଛତ୍ରପୁର,୧୫।୪(ଦିଲ୍ଲୀପ ସାମଲ ): ଆଜିଠୁ ଜୁନ ୧୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରରେ ମାଛ ଧରିବା ନିଷେଧ। ଏନେଇ ମତ୍ସ୍ୟ ବିଭାଗ ପକ୍ଷରୁ କଟକଣା ଜାରି ହୋଇଛି…

ଡବେରୀ ଜଳ ସମସ୍ୟାର ହେବ ସମାଧାନ: ପଦକ୍ଷେପ ନେଲା ପ୍ରଶାସନ

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଡବେରୀରେ ଜଳ ସମସ୍ୟାର ସମାଧାନ ପାଇଁ ବ୍ଲକ ପ୍ରଶାସନ ପଦକ୍ଷେପ ନେଇଛି। ପ୍ରଥମ ପର୍ଯ୍ୟାୟରେ ଜଳ ଅଭାବ ସ୍ଥାନରେ…

ଶିଶୁପୁତ୍ର ଜନ୍ମଦେଲେ ୧୪ ବର୍ଷୀୟ ବାଳିକା: ବାପା-ମା’ଙ୍କୁ ନେଇ ପୀଡ଼ିତା ଯାହା କହିଲେ, ଗୋଡ଼ ତଳୁ ଖସିଯିବ ମାଟି

ଡେରାଡୁନ,୧୫।୪: ଉତ୍ତରାଖଣ୍ଡର ପିଥୋରାଗଡ଼ର ଜିଲା ହସ୍ପିଟାଲରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ୧୪ ବର୍ଷୀୟା ଝିଅ ଶିଶୁକୁ ଜନ୍ମ ଦେଇଛନ୍ତି। ଏହାପରେ ନବଜାତ ଶିଶୁର…

୪୦ ମିନିଟର ଫୋନ କଲ୍‌ରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟ୍ରମ୍ପଙ୍କ ବଡ଼ ମେସେଜ୍‌: ‘ମୁଁ ଆପଣଙ୍କୁ କେବଳ ଏତିକି କହିବାକୁ ଚାହୁଁଛି…’

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫୋନରେ କଥା ହୋଇଛନ୍ତି, ଯାହା ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପରେ ପ୍ରଥମ…

‘ଭାରତ ନିଷ୍ପତ୍ତି ନେବ’, ଇରାନ-ଆମେରିକା ମଧ୍ୟରେ ଯୁଦ୍ଧ ବନ୍ଦ କରିବାରେ ଭାରତର ଭୂମିକା ଉପରେ ସର୍ଗିଓଙ୍କ ବଡ଼ ବୟାନ

ଓ୍ବାଶିଂଟନ୍‌,୧୫।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ବନ୍ଦ କରିବା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା ସମ୍ପର୍କରେ କଳ୍ପନାଜଳ୍ପନା ଚାଲିଛି। ପାକିସ୍ତାନ ଏବଂ ଇଜିପ୍ଟର ପ୍ରୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri