ସ୍ନାନ ସମୟରେ ଯୁବତୀଙ୍କ ଫଟୋ ଉଠାଇ ନିର୍ଧୁମ ଛେଚା ଖାଇଲେ ଯୁବକ

ବସ୍ତା,୨୯।୧୦(ସ୍ବ.ପ୍ର.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଞ୍ଚଳର ଜନୈକ ଯୁବତୀ ସୋମବାର ସ୍ନାନ କରୁଥିବାବେଳେ ଜଣେ ଯୁବକ ଗୋପନରେ ତାଙ୍କ ଭିଡିଓ ଓ ଫଟୋ ଉଠାଉଥିବା ଯୋଗୁ ସ୍ଥାନୀୟ ଲୋକଙ୍କ ଦ୍ୱାରା ଛେଚା ଖାଇଛନ୍ତି। ପରେ ତାଙ୍କୁ ପୋଲିସକୁ ହସ୍ତାନ୍ତର କରାଯାଇଥିବା ସୂଚନା ମିଳିଛି।
ସୂଚନାନୁଯାୟୀ, ଯୁବକ ଜଣକ ଏଭଳି ଆପତ୍ତିଜନକ କାର୍ଯ୍ୟ କରୁଥିବାବେଳେ ଧରାପଡିଥିଲେ। ଏହାପରେ ତାଙ୍କୁ ଲୋକେ ନିର୍ଧୁମ ମାଡ଼ ମାରି ପୋଲିସକୁ ହସ୍ତାନ୍ତର କରିଛନ୍ତି। ଯୁବତୀଙ୍କ ବାପାଙ୍କ ଅଭିଯୋଗକୁ ଭିତ୍ତି କରି ପୁଲିସ ମାମଲା(ନଂ.୧୭୮/୧୯) ରୁଜୁ କରିବା ସହ ଅଭିଯୁକ୍ତଙ୍କୁ ଅଟକ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର, ପେଟ୍ରୋଲ-ଡିଜେଲ ଉପରେ ଟିକସ ହ୍ରାସ କଲେ ସରକାର: ସାଧାରଣ ଲୋକଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୫: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ATF ରପ୍ତାନି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଶନିବାର, ୩୦ ମଇରେ ଜାରି ଏକ ବିବୃତ୍ତି ଅନୁଯାୟୀ,…

ଏଇ ଭାରତରେ

ନାଗପୁର ନିବାସୀ ଅଶୋକ ତେଭାନି ଅଦରକାରୀ ଓ୍ବେଡିଂ କାର୍ଡରୁ ଘରଚଟିଆଙ୍କ ପାଇଁ ବସା ତିଆରି କରୁଛନ୍ତି। ତାଙ୍କୁ ବୟସ ଏବେ ୭୪। ସେ ବ୍ୟାଙ୍କ ଚାକିରିରୁ ଅବସର…

୯ କିଲୋମିଟରର ଅକୁହା କାହାଣୀ

ଖର ରୌଦ୍ରତାପ। ପାଦ ପୋଡ଼ିଯାଉଛି, ଓଠ ଶୁଖିଯାଉଛି। ତା’ରି ଭିତରେ ଜଣେ ମହିଳା ନିଜର ୯୦ ବର୍ଷୀୟା ବୃଦ୍ଧା ଶାଶୁଙ୍କୁ ପିଠିରେ ବୋହି ପାହାଡ଼ିଆ ରାସ୍ତା, ପଥୁରିଆ…

ପ୍ରାଥମିକ ବିଦ୍ୟାଳୟରେ ଲେସନ ପ୍ଲାନ୍‌

ଦି କୌଣସି ଶିକ୍ଷା ଅଧିକାରୀ ବିଦ୍ୟାଳୟ ପରିଦର୍ଶନ ସମୟରେ ଲେସନ ପ୍ଲାନ ଦେଖିବା ପାଇଁ ଚାହାନ୍ତି ଏବଂ ଲେସନ ପ୍ଲାନକୁ ଆଧାରି କରି ଶ୍ରେଣୀଗୃହକୁ ସମୀକ୍ଷା କରିବାକୁ…

ଦ୍ୱନ୍ଦ୍ୱ ଦୂର ହେଉ

ଗାଈକୁ ଜାତୀୟ ପ୍ରାଣୀ ଘୋଷଣା କରିବା ସହ ସାରା ଭାରତରେ ଏହାର ହତ୍ୟା ନିଷେଧ ପାଇଁ ପ୍ରମୁଖ ମୁସଲିମ୍‌ ବ୍ୟକ୍ତିବିଶେଷ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସର୍ବବୃହତ୍‌ ମୌଲବୀ…

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

ଶାଳପଡା ହାଟପଡ଼ିଆରେ ପୋଲିସର ଚଢ଼ାଉ: ବ୍ରାଉନ୍ ସୁଗାର ସହ ଯୁବକ ଗିରଫ

ହାଟଡିହୀ/ଆନନ୍ଦପୁର/ବଞ୍ଚୋ , ୩୦।୫ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ନିଶା କାରବାର ବିରୋଧରେ ପୋଲିସର କଡ଼ା ଆଭିମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri