ସ୍ନାନମଣ୍ଡପରେ ଦର୍ଶନ ଦେଲେ ତିନିଠାକୁର

ବାରିପଦା ଅଫିସ,୧୭।୬: ଦ୍ୱିତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ବାରିପଦା ଜଗନ୍ନାଥ ମନ୍ଦିରରେ ସୋମବାର ଭୋର ୪ଟାରେ ମହାପ୍ରଭୁ ପହଣ୍ଡି ହୋଇ ସ୍ନାନମଣ୍ଡପକୁ ଆସିଥିଲେ। ଭୋର ପ୍ରାୟ ୫ଟାରେ ଗଙ୍ଗାଦେବୀଙ୍କୁ ଆବାହନ ପରେ ମହାପ୍ରଭୁମାନଙ୍କ ସ୍ନାନନୀତି ଆରମ୍ଭ ହୋଇଥିଲା । ତିନି ପୂଜକ ସଂକଳ୍ପ କରିବା ପରେ ୧୦୮ କଳସ ଜଳରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯାଇଥିଲା । ସ୍ନାନ ପରେ ଚନ୍ଦନ ଲାଗି କରାଯାଇ ଫୁଲଚୂଳିଆ ବେଶରେ ଠାକୁରଙ୍କୁ ସଜାଯାଇଥିଲା। ପୂଜକମାନେ ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା ଓ ଅବକାଶ ନୀତି କରିବାପରେ ସହାଣମେଲା ଆରମ୍ଭ ହୋଇଥିଲା। ଠାକୁରଙ୍କ ସ୍ନାନନୀତି ଦେଖିବା ପାଇଁ ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri