ସ୍ପାଇଡରମ୍ୟାନ୍‌ଙ୍କ ଆଗରେ ହାତ ଯୋଡିଲେ ଶିଳ୍ପା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ କିଛି ନା କିଛି କାରଣ ପାଇଁ ଚର୍ଚ୍ଚାରେ ରୁହନ୍ତି। ନିକଟରେ ସେ ଏକ ଭିଡିଓ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ସେ ସେହି ଭିଡିଓରେ ଏକ ସ୍ପାଇଡରମ୍ୟାନ୍‌ଙ୍କ ଆଗରେ ହାତ ଯୋଡିଛନ୍ତି। ପ୍ରକୃତରେ ହଲିଉଡ ଫିଲ୍ମ ‘ସ୍ପାଇଡରମ୍ୟାନ୍‌ ନୋ ୱେ ହୋମ’ ରିଲିଜ୍‌ ହୋଇଯାଇଛି। ଏହାକୁ ଦେଖିବା ପାଇଁ ଫ୍ୟାନ୍ସଙ୍କ ଭିତରେ ବହୁତ ଆଗ୍ରହ। ଏହି ଫିଲ୍ମକୁ ନେଇ ଫ୍ୟାନ୍ସଙ୍କ ମଧ୍ୟରେ ଜବରଦସ୍ତ କ୍ରେଜ ରହିଛି। ଫିଲ୍ମକୁ ଦେଖିବା ପାଇଁ ଆଡଭାନ୍ସ ବୁକିଂରେ ମଧ୍ୟ ଟିକେଟ ମିଳୁ ନାହିଁ। ଏଭଳି ଅବସ୍ଥା କେବଳ ସାଧାରଣ ଲୋକଙ୍କ ନୁହେଁ , ଶିଳ୍ପାଙ୍କ ଠାରେ ମଧ୍ୟ ଦେଖିବାକୁ ମିଳିଛି।

ତେବେ ସେହି ଭିଡିଓରେ ଶିଳ୍ପା ଶେଟ୍ଟୀ‘ସ୍ପାଇଡରମ୍ୟାନ’ ଟିକେଟ୍‌ ବୁକିଂ କରୁଥିବା ବେଳେ ହଠାତ୍‌ ଏକ ସ୍ପାଇଡରମ୍ୟାନ୍‌ଙ୍କୁ ଭେଟିଛନ୍ତି। ଏହା ପରେ ଟିକେଟ୍‌ ପାଇଁ ସେ ତାଙ୍କ ଅନୁରୋଧ କରୁଥିବାର ଦେଖାଯାଇଛି। କିନ୍ତୁ ସେ ମନା କରିଦେଇଛନ୍ତି। ଶିଳ୍ପା କହୁଛନ୍ତି କି ମୁଁ ତୁମକୁ କିଛି ଶିଖାଇବି ତା’ ବଦଳରେ ଟିକେଟ ଦେବ। ଏଭଳି କହି ସେ ସ୍ପାଇଡରମ୍ୟାନ୍‌ଙ୍କୁ ଡ୍ୟାନ୍ସ ଷ୍ଟେପ୍‌ ଶିଖାଉଛନ୍ତି। ଏତେ ସବୁ ପରେ ବି ସ୍ପାଇଡରମ୍ୟାନ୍‌ ତାଙ୍କୁ ଟିକେଟ୍‌ ଦେବାକୁ ମନା କରିଦେଇଛନ୍ତି। ଏଭଳି ମଜାଦାର ଭିଡିଓକୁ ଫ୍ୟାନ୍ସ ବେଶ୍‌ ପସନ୍ଦ କରୁଛନ୍ତି। ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାତଲମ୍ବା ଗାଁରେ ହାତୀ ତାଣ୍ଡବ: ଆତଙ୍କରେ ଗ୍ରାମବାସୀ

କଲ୍ୟାଣସିଂହପୁର,୧୩।୭(ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ ଅନ୍ତର୍ଗତ ପାତଲମ୍ବା ଗାଁରେ ସୋମବାର ଏକ ଦନ୍ତା ହାତୀ ପଶି ଆତଙ୍କ ସୃଷ୍ଟି କରିଛି।…

ଆମେରିକା-ଇରାନ ସଂଘର୍ଷ: ବଢ଼ିଲା ତେଲ ଦର

ବ୍ୟାଙ୍କକ୍‌,୧୩ା୭: ଇରାନ ଉପରେ ଆମେରିକାର ଏୟାରଷ୍ଟ୍ରାଇକ୍‌ ଏବଂ ଏହାର ଜବାବରେ ତେହରାନ ଉପସାଗରୀୟ ରାଷ୍ଟ୍ରଗୁଡ଼ିକ ଉପରେ ଆକ୍ରମଣ ଚଳାଇଥିବାରୁ ଏହାର ପ୍ରଭାବରେ ଅନ୍ତର୍ଜାତୀୟ ବଜାରରେ ପୁଣିଥରେ ତୈଳ…

ହାଟଡିହୀ ବ୍ଲକରେ ପଶିଲା ଭିଜିଲାନ୍ସ: ମିଶନ ଶକ୍ତିରେ ଦୁର୍ନୀତି ଅଭିଯୋଗ

ହାଟଡିହୀ,୧୩l୭((ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ପୁଣି ପଶିଛି ଭିଜିଲାନ୍ସ। ଗତ କିଛିଦିନ ତଳେ ଭିଜିଲାନ୍ସ ଷ୍ଟ୍ରିଟ ଲାଇଟ ଦୁର୍ନୀତି ନେଇ ହାଟଡିହୀ ବ୍ଲକରେ ଖୋଳତାଡ଼ କରିଥିବା…

ରାତି ପାଇଲେ ପରୀକ୍ଷା ଦେଇଥାନ୍ତେ ଶିବାନୀ: ମା’ ବିଲକୁ ଯାଇଥିବାବେଳେ ଘରେ…

ଭଞ୍ଜନଗର,୧୩।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଟୋକାଗଣ୍ଡା ଗ୍ରାମର ଖଦାଳି ସ୍ବାଇଁଙ୍କ ଝିଅ ତଥା ମେଧାବୀ ଛାତ୍ରୀ ଶିବାନୀ ସାଇଁ (୧୭) ସୋମବାର ସନ୍ଧ୍ୟାରେ…

ଘାରିଲା କୋଭିଡ ଭୟ: ଏହି ଜିଲାରେ ହାଇଆଲର୍ଟ ଜାରି

ଭୁବନେଶ୍ୱର, ୧୩।୭: ଆନ୍ଧ୍ରରେ କୋଭିଡ ସଂକ୍ରମଣ ବଢ଼ିବା ପରେ ଗଞ୍ଜାମରେ ହାଇ ଆଲର୍ଟ। ସରକାରୀ ହସ୍ପିଟାଲ ଓ CHCକୁ ସତର୍କ ରହିବାକୁ CDMO ଓ PHO ନିର୍ଦ୍ଦେଶ…

ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

କଟକ,୧୩।୭(ପ୍ରଭୁ କଲ୍ୟାଣ ପାଲ୍‌): ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ପାଠ୍ୟପୁସ୍ତକର ପ୍ରସ୍ତୁତି, ଅନୁମୋଦନ ଏବଂ ପ୍ରକାଶନ ପ୍ରକ୍ରିୟାରେ ହୋଇଥିବା ଅନିୟମିତତାର ତଦନ୍ତ ଭାର ଆଜି…

୧ କୁଇଣ୍ଟାଲର ଘଡ଼ିଆଳ କୁମ୍ଭୀର ଉଦ୍ଧାର: ସାତକୋଶିଆରେ ଛାଡିଲା ବନବିଭାଗ

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ବ୍ଲକ ଭାଲୁବୁଟୁରା ଗ୍ରାମର ଏକ କେନାଳରୁ ସୋମବାର ଅପରାହ୍ନରେ ଏକ ଘଡ଼ିଆଳ କୁମ୍ଭୀର ବନ ବିଭାଗ ପକ୍ଷରୁ ଉଦ୍ଧାର…

ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତଙ୍କୁ ମିଳିଲା ଏହି ଦଣ୍ଡ

ଜୟପୁର,୧୩ା୭(ପବନ ପାଣିଗ୍ରାହୀ): ଜଣେ ନାବାଳିକାଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର ମାମଲାର ସୋମବାର ରାୟ ପ୍ରକାଶ ପାଇଛି। ଜୟପୁର ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ପୋକ୍ସୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri