Posted inଜାତୀୟ

ସ୍ପାଇସ୍‌ ଜେଟ୍‌ ବିମାନର ଜରୁରୀକାଳୀନ ଅବତରଣ: ରନ୍‌ଓ୍ବେରେ ଫାଟିଲା ଟାୟାର

ଜୟପୁର, ୧୨।୬: ରାଜସ୍ଥାନ ଜୟପୁର ବିମାନ ବନ୍ଦରରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଦୁବାଇ-ଜୟପୁର ଯାଉଥିବା ସ୍ପାଇସ୍‌ ଜେଟ୍‌ ବିମାନ ଜରୁରୀକାଳୀନ ଅବତରଣ କରିଛି। ଅବତରଣ ସମୟରେ ରନ୍‌ ଓ୍ବେରେ ଏସ୍‌ଜି-୫୮ ବିମାନର ଟାୟାର ଫାଟିଯାଇଥିବା ବମାନ ବନ୍ଦର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ବୁଧବାର ସକାଳ ୯ଟା ୩ରେ ବିମାନଟି ଜରୁରୀକାଳୀନ ଅବତରଣ କରିଥିଲା। ସେତେବେଳେ ବିମାନରେ ୧୮୯ ଯାତ୍ରୀଥିଲେ। ତେବେ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ବିମାନବନ୍ଦର ପକ୍ଷରୁ କୁହାଯାଇଛି। ଟାୟାର ଫାଟିବା ପରେ ଯାତ୍ରୀମାନଙ୍କୁ ସୁରକ୍ଷିତ ବାହାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…

ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri