Posted inଜାତୀୟ

ସ୍ପେଶାଲ କୋର୍ଟରେ ଚିଦାମ୍ବରମ୍‌ ଏବଂ କାର୍ତ୍ତିଙ୍କ ଆଗୁଆ ଜାମିନ୍‌ ମଞ୍ଜୁର

ନୂଆଦିଲ୍ଲୀ,୫।୯: ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ ଏବଂ ତାଙ୍କ ପୁଅ କାର୍ତ୍ତି ଚିଦାମ୍ବରମ୍‌ଙ୍କ ଆଗୁଆ ଜାମିନ୍‌ ଦିଲ୍ଲୀର ସିବିଆଇ ସ୍ପେଶାଲ କୋର୍ଟ ଗୁରୁବାର ମଞ୍ଜୁର କରିଛନ୍ତି। ଏୟାରସେଲ୍‌-ମ୍ୟାକ୍ସିସ୍‌ ମାମଲାରେ ଇଡ଼ି ଏବଂ ସିବିଆଇ ପକ୍ଷରୁ କରାଯାଇଥିବା ଅଭିଯୋଗରେ ଉଭୟଙ୍କୁ ଜାମିନ୍‌ ମିଳିଛି। ବ୍ୟକ୍ତିଗତ ଏକ ଲକ୍ଷ ଟଙ୍କା ମୁଚାଲିକାରେ ଏହି ଜାମିନ୍‌ ମିଳିଛି। ତଦନ୍ତରେ ସହଯୋଗ କରିବା ଲାଗି ଉଭୟଙ୍କୁ କୁହାଯାଇଛି। ତେବେ ଆଇଏନ୍‌ଏକ୍ସ୍‌ ମିଡ଼ିଆ ମାମଲାରେ ଚିଦାମ୍ବରମ୍‌ଙ୍କୁ ଇଡ଼ି ଗିରଫ କରିବା ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ଦ୍ୱନ୍ଦ୍ୱରେ ପଡିଲେ ଚାଇନା- ପାକିସ୍ତାନ

ନୂଆଦିଲ୍ଲୀ,୧୧।୪: ଆଧୁନିକ ଯୁଦ୍ଧରେ ଗୁପ୍ତ ପ୍ଲାଟଫର୍ମର ଗୁରୁତ୍ୱ ବହୁତ ବୃଦ୍ଧି ପାଇଛି। ଉନ୍ନତ ରାଡାର ସିଷ୍ଟମ ମଧ୍ୟ ଯୁଦ୍ଧ ଖେଳରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି। ଗୁପ୍ତ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ଇତିହାସ ରଚିଲା ନାସାର ଆର୍ଟେମିସ-୨: ଐତିହାସିକ ୧୦ ଦିନିଆ ଚନ୍ଦ୍ର ଯାତ୍ରା ପରେ ପୃଥିବୀକୁ ଫେରିଲେ ମହାକାଶଚାରୀ

ନୂଆଦିଲ୍ଲୀ,୧୧।୪: ନାସାର ଆର୍ଟେମିସ-୨ ଚନ୍ଦ୍ର ମିଶନର ମହାକାଶଚାରୀମାନେ ଚନ୍ଦ୍ରରୁ ପ୍ରଶାନ୍ତ ମହାସାଗରକୁ ଫେରିଛନ୍ତି। ଓରିଅନ ମହାକାଶଯାନ ୧୦ ଦିନର ସଫଳ ମିଶନ ପରେ ପ୍ରଶାନ୍ତ ମହାସାଗରରେ ସୁରକ୍ଷିତ…

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ…

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri