ସ୍ବତନ୍ତ୍ର କାଉଣ୍ଟରରେ ଆଳୁ, ପିଆଜ ବିକ୍ରି କରିବ ଏସ୍‌ଏଚ୍‌ଜି

ବାଲେଶ୍ୱର ଅଫିସ, ୨୭।୩-କରୋନା କଟକଣା ସମୟରେ ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ ନିୟନ୍ତ୍ରଣ ଲାଗି ସମସ୍ତ ପ୍ରକାର ପଦକ୍ଷେପ ନେବାକୁ ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଗୁରୁବାର ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲା ମୁଖ୍ୟ ଚିକିତ୍ସାଳୟସ୍ଥିତ ସମ୍ମିଳନୀ କକ୍ଷରେ ଲକ୍‌ଡାଉନସ୍ଥିତି ସମ୍ପର୍କରେ ଜିଲାପାଳ ସମୀକ୍ଷା କରି ପନିପରିବା, ରାଶନ ସାମଗ୍ରୀ ମୂଲ୍ୟ ଯେପରି ବୃଦ୍ଧି ନ ହୁଏ ଏବଂ ସମସ୍ତ ଦୋକାନୀ ନିଜ ଦୋକାନ ସାମ୍ନାରେ ମୂଲ୍ୟସୂଚୀ ନିଶ୍ଚିତ ଲଗାଇବାକୁ ପୌର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବିଶେଷ କରି ଆଳୁ ଓ ପିଆଜ ଦର ଉପରେ ନିୟନ୍ତ୍ରଣ ଲାଗି ସ୍ବୟଂ ସହାୟକ ଗୋଷ୍ଠୀ(ଏସଏଚଜି) ମାଧ୍ୟମରେ ସ୍ବତନ୍ତ୍ର କାଉଣ୍ଟର ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଏହାବ୍ୟତୀତ ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରୀ କରୁଥିବା ସୁପର ମାର୍କେଟର ପ୍ରତିନିଧିମାନେ ହୋମ ଡେଲିଭରି ଉପରେ ଗୁରୁତ୍ୱ ଦେବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

କୋରାପୁଟରେ ରଜ ମହୋତ୍ସବ

କୋରାପୁଟ,୧୪।୬(ଅମିତାଭ ବେହେରା ) ଓଡ଼ିଶାର ଗଣପର୍ବ ରଜର ଉତ୍ସାହ ଏବେ ଗାଁଠୁ ସହର ସବୁଠି ପରିଲକ୍ଷିତ ହେଉଛି। ଏହି ପରିପ୍ରେକ୍ଷୀରେ କୋରାପୁଟ ସ୍ଥିତ ସ୍ଥାନୀୟ ଦକ୍ଷତା ବୃଦ୍ଧି…

ନାଳରୁ ମିଳିଲା ମୃତଦେହ: କାରଣ ଖୋଜୁଛି ପୋଲିସ

ବଞ୍ଚୋ,୧୪।୬:(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ନାନିକାବାହାଳି ଗ୍ରାମ ନିକଟସ୍ଥ ଗଣ୍ଡନାଳରୁ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ…

ଭାରସାମ୍ୟ ହରାଇ ଗଛକୁ ପିଟିଲା ବୁଲେଟ୍, ୩….

ଭଞ୍ଜନଗର,୧୪।(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ରାସ୍ତାର କଣ୍ଟେଇପଲ୍ଲୀ ଛକ ନିକଟରେ ଥିବା ଜଳଭଣ୍ଡାର ଗୋଲେଇ ଠାରେ ବଡ଼ ସଡ଼କ ଦୁର୍ଘଟଣା ହୋଇଛି । ରବିବାର…

ଚାମେଲି ଓଝାଙ୍କ ସମର୍ଥନରେ ବେତାଳିଗାଁ ବଜାରରେ ବିଶାଳ ପ୍ରତିବାଦ ସଭା, ଗର୍ଜିଲେ ଜନସାଧାରଣ

ତିହିଡ଼ି,୧୪।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବେତାଳିଗାଁ ବଜାରଠାରେ ପାଳାସାହି ଗ୍ରାମପଞ୍ଚାୟତ ପକ୍ଷରୁ ଏକ ବିଶାଳ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି । କେନ୍ଦ୍ରାପଡା…

ଶୌଚ ହେବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ବୃଦ୍ଧ, କଚାଡ଼ି ମାରିଦେଲା

ମୋରଡା,୧୪।୬(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକରେ ବର୍ଷ ତମାମ ହାତୀ ଉପଦ୍ରଵ ଲାଗି ରହିଥିବା ବେଳେ ଦିନକୁ ଦିନ ଧନଜୀବନ କ୍ଷୟକ୍ଷତି ବୃଦ୍ଧି ପାଉଥିବାର ଦେଖିବାକୁ…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

କୁଆଁରମୁଣ୍ଡା,୧୪।୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅଧୀନ ଦୁମକିଶିହିରିଆ ଗ୍ରାମ ନିକଟସ୍ଥ ଏକ ପୋଖରୀରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri