Posted inଖେଳ

ସ୍ବତନ୍ତ୍ର କ୍ଲବରେ କୋହଲି

ମୁମ୍ବାଇ,୧୩।୧୨- ଏଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଇଥିବା ୩ୟ ଟି୨୦ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ବିସ୍ଫୋରକ ୭୦ ରନ୍‌ର ଇନିଂସ ଖେଳି ଏକ ସ୍ବତନ୍ତ୍ର କ୍ଲବରେ ସାମିଲ ହୋଇଛନ୍ତି। ସେ ପ୍ରଥମ ଭାରତୀୟ ଭାବେ ଟି୨୦ କ୍ରିକେଟ୍‌ରେ ଘରୋଇ ମାଟିରେ ଏକ ହଜାର ରନ୍‌ ପୂରଣ କରିଛନ୍ତି। ଏଭଳି ସଫଳତା ପାଇବାରେ ସେ ବିଶ୍ୱର ୩ୟ କ୍ରିକେଟର। କୋହଲି ଏପର୍ଯ୍ୟନ୍ତ ଦେଶରେ ଖେଳାଯାଇଥିବା ଟି୨୦ ମ୍ୟାଚ୍‌ରେ ୧୦୬୪ ରନ୍‌ କରିସାରିଛନ୍ତି। ନିକଟ ଭବିଷ୍ୟତରେ ରୋହିତ ଶର୍ମା (୯୨୮) ଏହି କ୍ଲବରେ ସାମିଲ ହୋଇପାରନ୍ତି। ନିଜ ଦେଶରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଟି୨୦ରେ ଏକ ହଜାରରୁ ଅଧିକ ରନ୍‌ କରିଥିବା ବ୍ୟାଟ୍ସମ୍ୟାନଙ୍କ ତାଲିକାରେ କୋହଲିଙ୍କ ଛଡ଼ା ନ୍ୟୁଜିଲାଣ୍ଡ ଓପନର ମାର୍ଟିନ ଗୁପ୍‌ଟିଲ (୧୪୩୦ ରନ) ଓ କଲିନ୍‌ ମୁନ୍‌ରୋ (୧୦୦୦) ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ: ଗୁରୁତର ରୋଗୀଙ୍କୁ ଖଟିଆରେ ବୋହିନେଲେ ୭ କିମି

ଭଞ୍ଜନଗର,୧୩।୬(ବାବୁଲା ପ୍ରଧାନ): ଜଙ୍ଗଲରେ ବସବାସ କରୁଥିବା ଲୋକେ କେତେ ଦୁର୍ଦ୍ଦିନରେ ଏବେବି ବସବାସ କରନ୍ତି ତାହାର ଏକ ଜ୍ୱଳନ୍ତ ଉଦାହରଣ ଶୁକ୍ରବାର ଦେଖିବାକୁ ମିଳିଛି। କନ୍ଧମାଳ ଜିଲା…

ମୋହନା ଅଞ୍ଚଳରେ କାଳବୈଶାଖି ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ

ମୋହନା, ୧୨।୬( ମନ୍ମଥ ମିଶ୍ର ): ମୋହନା ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖି ପ୍ରଭାବରେ ପ୍ରବଳ ବେଗରେ ପବନ ବହିବା ସହ  ଶୁକ୍ରବାର  ସନ୍ଧ୍ୟା ସମୟରେ ବର୍ଷା…

୧୭ ଡ୍ରମ୍‌ ମଦ ପୋଚ ନଷ୍ଟକଲେ ଗ୍ରାମବାସୀ

ନନ୍ଦପୁର,୧୨ା୬(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକ ବନମାଳିପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମବାସୀ ଲୁଚାଇ ରଖାଯାଇଥିବା ୧୭ ଡ୍ରମ୍‌ ମଦ ପୋଚ ନଷ୍ଟ…

ବଜ୍ରପାତରେ ମହିଳାଙ୍କ ମୃତ୍ୟୁ

ଲାଞ୍ଜିଗଡ଼,୧୨ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ଦାରପଟା ଗ୍ରାମର କନକ ବେହେରା (୪୫)ଙ୍କ ଶୁକ୍ରବାର ବଜ୍ରପାତରେ ମୃତ୍ୟୁ ଘଟିଛି। ସୂଚନାନୁସାରେ ଅପରାହ୍ନ ସାଢେ…

ବଜ୍ରପାତରେ ୨୦ ଛେଳିମେଣ୍ଢା ମୃତ

ପାତ୍ରପୁର,୧୨ା୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜିଲୁଣ୍ଡା ନିକଟସ୍ଥ ପାହାଡ ଅଞ୍ଚଳର ଏକ ଜମିରେ ଶୁକ୍ରବାର ବଜ୍ରପାତରେ ଗୋଟିଏ ଛେଳି ଓ ୧୯ ମେଣ୍ଢାଙ୍କ…

ମଣ୍ଡି ଅଭାବ: ଥୁଆମୂଳ ରାମପୁରରେ ଦଲାଲଙ୍କ କବ୍‌ଜାରେ ଆମ୍ବ ଚାଷୀ

ଥୁଆମୂଳ ରାମପୁର, ୧୨/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ବଜାର ବ୍ୟବସ୍ଥା ନଥିବାରୁ ଆମ୍ବ ଚାଷୀ ବ୍ୟାପକ ଶୋଷଣର ଶିକାର ହେଉଛନ୍ତି।…

ଧରିତ୍ରୀ ପ୍ରଭାବ: କାଳବୈଶାଖୀ ବିପନ୍ନ ଗଜେନ୍ଦ୍ରଙ୍କୁ ମିଳିଲା ସରକାରୀ ଗୃହ କାର୍ଯ୍ୟାଦେଶ

ଥୁଆମୂଳ ରାମପୁର, ୧୨/୦୬ (କୀର୍ତ୍ତି ଚନ୍ଦ୍ର ଦୁର୍ଗା): ଗରିବର ଅଶ୍ରୁ ପୋଛିଲା ପ୍ରଶାସନ, ସାର୍ଥକ ହେଲା ‘ଧରିତ୍ରୀ’ର ସମ୍ବାଦ। କାଳବୈଶାଖୀ ଝଡ଼ରେ ଭାଙ୍ଗି ଚୁରମାର୍ ହୋଇଯାଇଥିବା ଗୁଣୁପୁର…

ଦିଗପହଣ୍ଡି କୋର୍ଟରେ ଆଇନ ସଚେତନତା

ଦିଗପହଣ୍ଡି, ୧୨|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ବୃଦ୍ଧ ମାତା ପିତା ଓ ବରିଷ୍ଠ ନାଗରିକଙ୍କ ପାଇଁ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri