ସ୍ବତନ୍ତ୍ର କ୍ଲବ୍‌ରେ ସାମି

ନୂଆଦିଲ୍ଲୀ,୧।୭-ଭାରତୀୟ ପେସର ମହମ୍ମଦ ସାମି ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ୫ ଉଇକେଟ ନେଇଛନ୍ତି। ଏଥିସହିତ ସେ ବିଶ୍ୱକପ୍‌ରେ କ୍ରମାଗତ ୩ଥର ୪ କିମ୍ବା ତା’ଠାରୁ ଊର୍ଦ୍ଧ୍ୱ ଉଇକେଟ ନେଇଥିବା ବୋଲରଙ୍କ କ୍ଲବ୍‌ରେ ସ୍ଥାନ ପାଇଛନ୍ତି। ସାମିଙ୍କ ବ୍ୟତୀତ ପାକିସ୍ତାନର ପୂର୍ବତନ ସ୍ପିନର ଶାହିଦ ଆଫ୍ରିଦୀ ଏହି କ୍ଲବ୍‌ରେ ରହିଛନ୍ତି। ଆଫ୍ରିଦୀ ୨୦୧୧ ବିଶ୍ୱକପ୍‌ରେ କ୍ରମାଗତ ୩ ମ୍ୟାଚ୍‌ରେ ୪ ଉଇକେଟ ନେଇଥିଲେ। ସାମି ଇଂଲଣ୍ଡ ବିପକ୍ଷରେ ୬୯ ରନ୍‌ ବ୍ୟୟକରି ଜନି ବେୟାରଷ୍ଟୋ, ଜୋ ରୁଟ୍‌, ଇଆନ ମୋର୍ଗାନ, ଜୋସ୍‌ ବଟଲର ଓ କ୍ରିସ୍‌ ଓ୍ବକ୍ସଙ୍କ ଉଇକେଟ ହାସଲ କରିଥିଲେ। ଏହା ତାଙ୍କ କ୍ୟାରିୟରର ଶ୍ରେଷ୍ଠ ସ୍ପେଲ୍‌। ଏହି ମ୍ୟାଚ୍‌ ପୂର୍ବରୁ ୨୮ ବର୍ଷୀୟ ବୋଲର ଓ୍ବେଷ୍ଟଇଣ୍ଡିଜ ଓ ଆଫଗାନିସ୍ତାନ ବିପକ୍ଷରେ ୪ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

IPL ଇତିହାସରେ ପ୍ରଥମଥର ପାଇଁ ଘଟିଲା ଏମିତି: ସବୁ ଦଳର ଖେଳାଳି…

ନୂଆଦିଲ୍ଲୀ,୨୭।୫: IPL 2026 ଲିଗ ମାର୍ଚ୍ଚ ୨୮ରେ ଆରମ୍ଭ ହୋଇଥିଲା। ଏହି ଟୁର୍ନାମେଣ୍ଟ ଏବେ ଏହାର ଦ୍ୱିତୀୟ ମାସ ସମାପ୍ତ ହେବାକୁ ଯାଉଛି। ଏହି ସିଜିନ ଏକ…

ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲଙ୍କ ପରଲୋକ, ସେଉଲ ଅଲିମ୍ପିକ୍ସରେ କରିଥିଲେ ପ୍ରତିନିଧିତ୍ୱ

ନୂଆଦିଲ୍ଲୀ, ୨୬ା୫: ଭରତର ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲ ମୀନାଙ୍କ ପରଲୋକ ଘଟିଛି। ସେ ୧୯୮୮ ସେଉଲ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ…

IPL ପରେ MI ଛାଡି ଏହି ଟିମ୍‌କୁ ଯିବେ ପାଣ୍ଡ୍ୟା! ଏହି ଖେଳାଳିଙ୍କ ବଡ଼ ସଙ୍କେତ ପରେ କ୍ରିକେଟଜଗତରେ ହଇଚଇ

ନୂଆଦିଲ୍ଲୀ, ୨୬।୫: ଆଇପିଏଲ (IPL) ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଦର୍ଶନ ଭଲ ରହିନାହିଁ ଏବଂ ଏହା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେବାରେ…

କ୍ୱାଲିଫାୟର-୧: ହୋଇପାରେ ହାଇସ୍କୋରିଂ ମ୍ୟାଚ୍‌

ଧର୍ମଶାଳା,୨୬ା୫; ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏସନ ଷ୍ଟାଡିୟମ ଧର୍ମଶାଳାରେ ମଙ୍ଗଳବାର କ୍ୱାଲିଫାୟର-୧ ମ୍ୟାଚ୍‌ ଖେଳାଯିବ। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ଇନଷ୍ଟାଗ୍ରାମରୁ ୨୦୦ ପୋଷ୍ଟ ଡିଲିଟ୍ କଲେ ଅର୍ଶଦୀପ; DP ମଧ୍ୟ ବଦଳାଇଲେ, ଜାଣନ୍ତୁ ମାମଲା

ନୂଆଦିଲ୍ଲୀ,୨୬।୫: IPL ୨୦୨୬ରେ ପଞ୍ଜାବ କିଙ୍ଗସର ଅଭିଯାନ ସମାପ୍ତ ହେବା ସହିତ, ଅର୍ଶଦୀପ ସିଂଙ୍କ ପାଇଁ ମଧ୍ୟ ସିଜିନ୍ ଶେଷ ହୋଇଗଲା। ପଞ୍ଜାବ କିଙ୍ଗସ ଦଳର ସଦସ୍ୟ…

ଆଜି କ୍ୱାଲିଫାୟର-୧, ଆର୍‌ସିବି-ଗୁଜରାଟ ମହାମୁକାବିଲା

ଧର୍ମଶାଳା, ୨୬ା୫: ଆଜି ଚଳିତ ଆଇପିଏଲ୍‌ର କ୍ୱାଲିଫାୟର-୧ ମହାମୁକାବିଲା। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି) ପରସ୍ପରକୁ ଭେଟିବେ। ଏହି ମ୍ୟାଚ୍‌ର ବିଜେତା…

ପଦ୍ମଶ୍ରୀ ନେବାକୁ କାହିଁକି ଆସିଲେନି ରୋହିତ ଶର୍ମା? ହିଟମ୍ୟାନଙ୍କୁ ନେଇ ଆସିଲା ଏମିତି କାରଣ

ନୂଆଦିଲ୍ଲୀ,୨୬।୫: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଏବଂ ଷ୍ଟାର ବ୍ୟାଟସମ୍ୟାନ ରୋହିତ ଶର୍ମା ୨୫ ମଇରେ ନୂଆଦିଲ୍ଲୀରେ ଅନୁଷ୍ଠିତ ପଦ୍ମଶ୍ରୀ ପଦାର୍ପଣ ଉତ୍ସବରେ ଯୋଗ ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri