ସ୍ବଦେଶୀ ଭେଣ୍ଟିଲେଟର ନିର୍ମାଣ ସ୍ବପ୍ନ ସତ ହେଲା

ନୂଆଦିଲ୍ଲୀ,୧୬।୬: କରୋନା ମହାମାରୀ ସହ ଲଢିବାକୁ ପ୍ରାୟ ସବୁ ଦେଶ ଆପ୍ରାଣ ଉଦ୍ୟମ କରି ଚାଲିଥିବା ବେଳେ ଭାରତ ମଧ୍ୟ ଏଥିରେ ପଛରେ ପଡିନାହିଁ। ମେକ୍‌ ଇନ୍‌ ଇଣ୍ଡିଆ ପ୍ରୋଜେକ୍ଟ ଅଧିନରେ ଏବେ ସତ ହୋଇଛି ସ୍ବଦେଶୀ ଭେଣ୍ଟିଲେଟର ନିର୍ମାଣ ସ୍ବପ୍ନ। କେନ୍ଦ୍ର ସରକାର ଏବେ ୩,୦୦୦ ସ୍ବଦେଶୀ ଭେଣ୍ଟିଲେଟର ବିଭିନ୍ନ ହସ୍ପିଟାଲକୁ ଦେଇଥିବା ଜଣାପଡିଛି। ଭେଣ୍ଟିଲେଟର ହେଉଛି କରୋନା ରୋଗୀଙ୍କ ପାଇଁ ଲାଇଫ୍‌ ସେଭିଙ୍ଗ ମେଡିକାଲ ଇୁକ୍ୟୁପମେଣ୍ଟ। ଯେଉଁମାନଙ୍କ ସଂକ୍ରମଣ ଅଧିକ ହୋଇଥିବ ସେମାନଙ୍କୁ ଏହି ଭେଣ୍ଟିଲେଟର ଦ୍ୱାରା ଚିକିତ୍ସା କରାଯାଇଥାଏ। ମେ’୧ରେ ଏକ ପ୍ରେସ୍‌ ବିଜ୍ଞପ୍ତିରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ କହିଥିଲେ ଜୁନ୍‌ ମାସ ସୁଦ୍ଧା ଦେଶରେ ୭୫,୦୦୦ ଭେଣ୍ଟିଲେଟରର ଆବଶ୍ୟକତା ରହିଛି। ଏବେ ପ୍ରଥମ ପର୍ଯ୍ୟାୟରେ ୩ ହଜାର ଭେଣ୍ଟି ଲେଟର ଯୋଗାଇ ଦିଆଯାଇଥିବା ବେଳେ ଆଗକୁ ମଧ୍ୟ ଆହୁରି ଯୋଗାଇ ଦିଆଯିବ ବୋଲି ଯୋଜନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri