ସ୍ବା ସ୍ଥ୍ୟ ସୂ ଚ ନା : ଦାନ୍ତ ଏବଂ ମାଢ଼ିଜନିତ ସମସ୍ୟାରୁ କେମିତି ପାଇବେ ରକ୍ଷା

ଦାନ୍ତ ଏବଂ ମାଢ଼ିଜନିତ ରୋଗ ସୃଷ୍ଟି କରିଥାଏ। ତେଣୁ ଭଲ ଭାବରେ ଦାନ୍ତ ଘଷନ୍ତୁ। କେତେକେ ଏହି କାମକୁ ଚଟାପଟ ଶେଷ କରିଦେଇଥାଆନ୍ତି। ଅତିକମ୍‌ରେ ଦୁଇ ମିନିଟ୍‌ ଦାନ୍ତ ଘଷନ୍ତୁ।
ରହିବା ପଛରେ ବିଶ୍ରାମର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେଣୁ ପ୍ରତିଦିନ ଅତିକମ୍‌ରେ ୬-୭ଘଣ୍ଟା ଶୁଅନ୍ତୁ।
ବଢ଼ିବା ସହ କେତେକ ସ୍ବାସ୍ଥ୍ୟଜନିତ ସମସ୍ୟା ଦେଖାଦେଇଥାଏ। ଏହାକୁ କଦାପି ଅବହେଳା କରନ୍ତୁ ନାହିଁ। ତୁରନ୍ତ ଡାକ୍ତରଙ୍କ ସହ ପରାମର୍ଶ କରନ୍ତୁ।
ଭିତରେ ଅନେକେ ଖାଦ୍ୟପେୟ ପ୍ରତି ଠିକ୍‌ ଭାବରେ ନଜର ଦେଇପାରି ନ ଥାନ୍ତି। ଏହାଦ୍ୱାରା ଗ୍ୟାଷ୍ଟ୍ରିକ୍‌, ପାଚନକ୍ରିୟାଜନିତ ସମସ୍ୟା ଦେଖାଦେଇଥାଏ। ତେଣୁ ନିର୍ଦ୍ଦିଷ୍ଟ ସମୟ ଅନ୍ତରାଳରେ କିଛି ଖାଆନ୍ତୁ।
ରୋଗ ଉପରେ କିମ୍ବା ଔଷଧ ଉପରେ ଯଦି ଆପଣ ଠିକ୍‌ ଭାବରେ ଜାଣିନାହାନ୍ତି ତେବେ ଅନ୍ୟମାନଙ୍କୁ ଏ ନେଇ ପରାମର୍ଶ ନ ଦେବା ଭଲ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଦିଲ୍ଲୀରେ ରେଳମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତରେ ଯାଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ରାଜ୍ୟର ରେଳ ସଂଯୋଗୀକରଣ…

‘ଯୁଦ୍ଧରେ ମୃତ ଭାରତୀୟଙ୍କ ପରିବାରକୁ କେନ୍ଦ୍ର ସାହାଯ୍ୟ କରିବା ଉଚିତ’: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୧।୭: ସୁପ୍ରିମକୋର୍ଟ ରୁଷିଆ-ୟୁକ୍ରେନ ଯୁଦ୍ଧରେ ଶୁକ୍ରବାର ଆହତ ହୋଇଥିବା ଭାରତୀୟଙ୍କ ପରିବାରକୁ ସହାୟତା କରିବା ପାଇଁ ଜଣେ ନୋଡାଲ ଅଧିକାରୀଙ୍କୁ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି…

ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା କରିବାକୁ ଷଡଯନ୍ତ୍ର; ଜୈଶ ଆତଙ୍କବାଦୀ ଗିରଫ

କୋଲକାତା,୩୧।୭: ପଶ୍ଚିମବଙ୍ଗର ସ୍ପେଶାଲ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ (JeM) ସହିତ ଜଡିତ ଜଣେ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିଙ୍କୁ ହମିମ ମଣ୍ଡଳ ଭାବରେ…

ସ୍ତ୍ରୀଙ୍କୁ ଛାଡ଼ିବା ପାଇଁ ସୁପ୍ରିମକୋର୍ଟରେ ପହଞ୍ଚିଲେ ଓମାର ଅବଦୁଲ୍ଲା: ଆଗକୁ…

ଶ୍ରୀନଗର,୩୧।୭: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଖୁବଶୀଘ୍ର ତାଙ୍କ ପତ୍ନୀ ପାୟଲ ଅବଦୁଲ୍ଲାଙ୍କଠାରୁ ଛାଡପତ୍ର ନେବାକୁ ଯାଉଛନ୍ତି। ଏନେଇ ସେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ…

Odisha Floods: ବନ୍ୟାଜଳ ହ୍ରାସ ପରେ ଶହ ଶହ ଏକର ଜମିରେ ବାଲିଚର, କ୍ଷତିପୂରଣ ଦାବି କଲେ ଚାଷୀ

କେସିଙ୍ଗା,୩୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଲଗାଣ ଲଘୁଚାପଜନିତ ବର୍ଷାରେ ଶହ ଶହ ଏକର ଜମିରେ ଜଳମଗ୍ନ ହୋଇଥିଲା। ଗତ ରାତ୍ରିରୁ ପାଣି କମି ଯିବାରୁ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତି ଉପରେ ପ୍ରଶ୍ନ ଉଠାଇଲେ ଭୋଗଲେ

ନୂଆଦିଲ୍ଲୀ,୩୧।୭: ଆଗାମୀ ଦୁଲୀପ ଟ୍ରଫି 2026-27 ଘରୋଇ ସିଜିନ ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତ କରି ପୂର୍ବ ଜୋନ ଚୟନକର୍ତ୍ତାମାନେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି।…

odisha floods: ପାଣି ଘେରରେ କେନ୍ଦ୍ରାପଡ଼ାର ୭ ବ୍ଲକ

କେନ୍ଦ୍ରାପଡ଼ା,୩୧।୭: କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆର ଆୟର ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଜିଲାର ୭ଟି ବ୍ଲକ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଜିଲାପାଳ ଗଣମାଧ୍ୟମ…

ଟ୍ରେନ୍‌ରେ ଅଧିକ ସାମଗ୍ରୀ ନେବା ହେଲା ସହଜ! କନ୍‌ଫର୍ମ ଟିକେଟ୍‌ରେ ଆରମ୍ଭ ହେଲା ଅନ୍‌ଲାଇନ୍ ଲଗେଜ୍ ବୁକିଂ

ନୂଆଦିଲ୍ଲୀ,୩୧।୭: ଭାରତୀୟ ରେଳ ୩୧ ଜୁଲାଇରୁ କନ୍‌ଫର୍ମ ଟ୍ରେନ୍ ଟିକେଟ୍ ଥିବା ଯାତ୍ରୀଙ୍କ ପାଇଁ ବ୍ୟକ୍ତିଗତ ଜିନିଷପତ୍ର (ପର୍ସନାଲ ଲଗେଜ୍)ର ଅନ୍‌ଲାଇନ୍ ବୁକିଂ ଆରମ୍ଭ କରିବାକୁ ଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri