ସ୍ବା ସ୍ଥ୍ୟ ସୂ ଚ ନା

ରୋଗ ବିଷୟରେ ଡାକ୍ତର ଆପଣଙ୍କୁ ଯାହା ପଚାରୁଛନ୍ତି ନିଃସଙ୍କୋଚରେ ସମସ୍ତ ପ୍ରଶ୍ନର ଠିକ୍‌ ଉତ୍ତର ଦିଅନ୍ତୁ। କାରଣ ଯଦି କୌଣସି ବିଷୟକୁ ଆପଣ ପ୍ରକାଶ ନ କରନ୍ତି ତେବେ ତାହା ଆପଣଙ୍କ ପାଇଁ ସମସ୍ୟା ଡାକି ଆଣିଥାଏ।
ଡାକ୍ତର ପରାମର୍ଶକୁ ଠିକ୍‌ ଭାବରେ ପାଳନ କରି ନ ଥାନ୍ତି। ରୋଗରୁ ଆରୋଗ୍ୟ ମିଳିବା ମାତ୍ରେ ଔଷଧ ଖାଇବା ବନ୍ଦ କରିଦେବା, ଡାକ୍ତର ସୂଚୀତ କରିଥିବା ପରୀକ୍ଷା ନ କରିବା ନିଜର ବୋକାମି ବ୍ୟତୀତ ଆଉ କିଛି ନୁହେଁ। କାରଣ ଜଣେ ଡାକ୍ତର ରୋଗୀର ଅବସ୍ଥାକୁ ଦେଖି କେତେ ଦିନ ଔଷଧ ଖାଇବ ଆରୋଗ୍ୟ ଲାଭ କରିବା ପରେ ମଧ୍ୟ କି କି ପରୀକ୍ଷା କରାଇବାକୁ ପଡିବ ସେ ସମ୍ପର୍କରେ ପ୍ରେସକ୍ରିପ୍‌ସନରେ ଉଲ୍ଲେଖ କରିଥାଆନ୍ତି, ଯାହାକୁ ଅନୁସରଣ କରନ୍ତୁ।
ଉଷୁମ ପାଣିରେ ଏକ ଚାମଚ ହଳଦୀ ଗୁଣ୍ଡ ଭଲ ଭାବରେ ମିଶାଇ ଦିଅନ୍ତୁ। ତା’ପରେ ଏଥିରେ ଏକ ଚାମଚ ଗୋଲମରିଚ ଗୁଣ୍ଡ ଏବଂ ଏକ ଚାମଚ ମହୁ ମିଶାନ୍ତୁ। ଏହି ମିଶ୍ରଣକୁ ୨-୩ ମିନିଟ୍‌ ପର୍ଯ୍ୟନ୍ତ ଉଷୁମ କରି ପିଅନ୍ତୁ। ନିୟମିତ କିଛି ଦିନ ଏହାକୁ ପିଇଲେ କଫ ସମସ୍ୟା ଦୂର ହୋଇଥାଏ।
ଛୋଟ ଛୋଟ ଆକାରରେ କାଟି ଦିଅନ୍ତୁ। ଏହାକୁ ପାଣିରେ ମିଶାଇ ଭଲ ଭାବରେ ଫୁଟାନ୍ତୁ। ଏହାକୁ ଉଷୁମ ଅବସ୍ଥାରେ ପିଇଲେ କଫରୁ ଉପଶମ ମିଳିଥାଏ। ଦୁଇ ଚାମଚ ଲେମ୍ବୁ ରସରେ ଏକ ଚାମଚ ମହୁ ମିଶାଇ ଭଲ ଭାବରେ ଗୋଳାଇ ଦିଅନ୍ତୁ। ଏହି ମିଶ୍ରଣକୁ ପିଇଲେ କଫ ସମସ୍ୟା ଅନେକାଂଶରେ ଦୂର ହୋଇଥାଏ।
ସୁସ୍ଥ ରଖିବା ପାଇଁ ଚାହୁଁଛନ୍ତି ? ତେବେ ପ୍ରଥମେ ନିଜର ଜୀବନଶୈଳୀରେ ପରିବର୍ତ୍ତନ ଆଣନ୍ତୁ।
ଯେତେ କାର୍ଯ୍ୟବ୍ୟସ୍ତ ଥିଲେ ମଧ୍ୟ ନିିୟମିତ ସମୟ ଅନ୍ତରାଳରେ ନିଜ ଶରୀରର ରୁଟିନ୍‌ ଚେକ୍‌ଅପ କରାଇ ନେବାକୁ ଭୁଲନ୍ତୁ ନାହିଁ।
ରୋଗର ଲକ୍ଷଣ ପ୍ରକାଶ ପାଇଲେ ତାହାକୁ ଅଣଦେଖା ନ କରି ଅଭିଜ୍ଞ ଡାକ୍ତରଙ୍କ ସହ ପରାମର୍ଶ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri