ସ୍ବା ସ୍ଥ୍ୟ ସୂ ଚ ନା

କେତେକ ରୋଗର ପ୍ରାରମ୍ଭିକ ଲକ୍ଷଣ ସମ୍ପର୍କରେ ପ୍ରାୟ ଅବଗତ। ଅପରପକ୍ଷରେ କିଛି ଜଟିଳ ରୋଗ ସମ୍ପର୍କରେ ମଧ୍ୟ ଜନସଚେତନତା ସୃଷ୍ଟି କରାଯାଉଛି। ଯଦି ଆପଣ କୌଣସି ରୋଗର ପ୍ରାରମ୍ଭିକ ଲକ୍ଷଣ ବିଷୟରେ ସୂଚନା ପାଇଲେ, ତେବେ ବିଳମ୍ବ ନ କରି ତୁରନ୍ତ ତାହାର ଚିକିତ୍ସା କରାଇ ନିଅନ୍ତୁ। କାରଣ ସାମାନ୍ୟ ଅବହେଳା ଆପଣଙ୍କ ପାଇଁ ଜଟିଳ ପରିସ୍ଥିତି ସୃଷ୍ଟି କରିବାର ଆଶଙ୍କା ରହିଛି।
କେତେକ ଖାଦ୍ୟ ଅଛି, ଯାହାକୁ ଦେଖିବା ମାତ୍ରେ ଆମ ପାଟିରୁ ଲାଳ ଗଡ଼ିଥାଏ। ଲୋଭ ସମ୍ବରଣ କରି ନ ପାରି ଅନେକ ସେପରି ଖାଦ୍ୟ ଆବଶ୍ୟକତାଠାରୁ ଅଧିକ ଖାଇଥାଆନ୍ତି। ହେଲେ ତାହା ପରୋକ୍ଷରେ କେତେକ ରୋଗକୁ ଡାକି ଆଣିଥାଏ। ତେଣୁ ଖାଦ୍ୟପେୟ ପ୍ରତି ଆମେ ଯଥେଷ୍ଟ ସଚେତନ ରହିବା ବିଧେୟ।
ଭିଟାମିନ୍‌ଯୁକ୍ତ ତଥା ସୁପାଚ୍ୟ ଖାଦ୍ୟ ହିଁ ଖାଆନ୍ତୁ। ଖାଦ୍ୟ ତାଲିକାରେ ତଟକା ଫଳମୂଳ, ଜୁସ୍‌ ସାମିଲ କରନ୍ତୁ।
ଅସୁସ୍ଥତା ଅନୁଭବ କରୁଥିଲେ ମଧ୍ୟ ବ୍ୟାୟାମ କରିଥାଆନ୍ତି। ହେଲେ ଏହି ସମୟରେ ବ୍ୟାୟାମରୁ ବିରତ ରହିଲେ କିଛି କ୍ଷତି ନାହିଁ। ସମ୍ପୂର୍ଣ୍ଣ ଭାବେ ସୁସ୍ଥ ଲାଗିଲା ପରେ ହିଁ ବ୍ୟାୟାମ କରନ୍ତୁ।
କିଛି ସମୟ ଯୋଗ, ପ୍ରାଣାୟାମ କରନ୍ତୁ। ଏହା ମାନସିକତାକୁ ସକାରାତ୍ମକ ରଖିବାରେ ସାହାଯ୍ୟ କରିଥାଏ।
ଅଧିକାଂଶ ଯୁବପିଢ଼ି ଜିମ୍‌ ଯାଇ ବ୍ୟାୟାମ କରିବାକୁ ପସନ୍ଦ କରୁଛନ୍ତି। ହେଲେ ସେଠାରେ ଆପଣ କି କି ବ୍ୟାୟାମ କରିବେ ତାହା ବ୍ୟାୟାମ ଏକ୍ସପର୍ଟଙ୍କଠାରୁ ବୁଝିନିଅନ୍ତୁ।
ଆପଣ କଠିନ ବ୍ୟାୟାମ କରୁଛନ୍ତି ତେବେ ନିର୍ଦ୍ଦିଷ୍ଟ ସମୟ ଅନ୍ତରାଳରେ କିଛି ସମୟ ବିଶ୍ରାମ ନିଅନ୍ତୁ। ଯଦି ଶୋଷ ଲାଗୁଛି ତେବେ ଅଳ୍ପ ପାଣି ପିଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri