ସ୍ବାବ ପରୀକ୍ଷା ଲାଗି ଦାବି କଲେ ଗ୍ରାମବାସୀ

ଖଇରା, ୫।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଡାଲଙ୍ଗ ସରକାରୀ ପ୍ରାଥମିକ ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରର ଜଣେ ଅନ୍ତେବାସୀ କରୋନାରେ ସଂକ୍ରମିତ ହେବା ପରେ ବାକି ସେଠାରେ ଥିବା ଅନ୍ତେବାସୀଙ୍କ ଚିନ୍ତା ବଢିଯାଇଛି। ଗୋଟିଏ କେନ୍ଦ୍ରରେ ୧୨ଜଣ ପ୍ରବାସୀ ରହୁଥିବା ବେଳେ ୭ଜଣ ଘର ସଙ୍ଗରୋଧ ଓ ୫ଜଣ ସଙ୍ଗରୋଧ କେନ୍ଦ୍ରରେ ରହୁଥିଲେ ା ଜଣଙ୍କର ପଜିଟିଭ ବାହାରିବା ପରେ ଅନ୍ୟମାନେ ସଂକ୍ରମଣ ହେବାର ଆଶଙ୍କା ଦେଖାଦେଇଛି। ତୁରନ୍ତ ସେମାନଙ୍କର ସ୍ବାବ ପରୀକ୍ଷା କରା ନ ଗଲେ ଗ୍ରାମବାସୀ ଓ ଅଭିଭାବକମାନେ ସଙ୍ଗରୋଧ କେନ୍ଦ୍ର ସମ୍ମୁଖରେ ଧାରଣାରେ ବସିବାକୁ ଗ୍ରାମର ମନୋରଞ୍ଜନ ବୁଗୁଡାଇ, ବୃନ୍ଦାବନ ବେହେରା, ନିରଞ୍ଜନ ମହାରଣା, ଧରଣୀଧର ଦଳେଇ ପ୍ରମୁଖ ଚେତାବନୀ ଦେଇଛନ୍ତି।
ଏହି କେନ୍ଦ୍ରରୁ ମଙ୍ଗଳବାର ଜଣେ ପ୍ରବାସୀଙ୍କ ଲକ୍ଷଣ ଦେଖାଯିବା ପରେ ସ୍ବାବ ଟେଷ୍ଟ କରାଯାଇଥିଲା। ତାହା ପଜିଟିଭ ବାହାରିଥିଲା ା ଏ ସମ୍ପର୍କରେ ସ୍ବାବ ପରୀକ୍ଷା ପାଇଁ ପ୍ରଶାସନକୁ ଅନୁରୋଧ କରାଯାଉଥିଲେ ହେଁ କିଟ ନ ଥିବା ଦର୍ଶାଇ ଏ ପର୍ଯ୍ୟନ୍ତ ସ୍ବାବ ଟେଷ୍ଟ କରାଯାଉ ନ ଥିବା ଅଭିଭାବକମାନେ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

କୋରାପୁଟରେ ରଜ ମହୋତ୍ସବ

କୋରାପୁଟ,୧୪।୬(ଅମିତାଭ ବେହେରା ): ଓଡ଼ିଶାର ଗଣପର୍ବ ରଜର ଉତ୍ସାହ ଏବେ ଗାଁଠୁ ସହର ସବୁଠି ପରିଲକ୍ଷିତ ହେଉଛି। ଏହି ପରିପ୍ରେକ୍ଷୀରେ କୋରାପୁଟ ସ୍ଥିତ ସ୍ଥାନୀୟ ଦକ୍ଷତା ବୃଦ୍ଧି…

ନାଳରୁ ମିଳିଲା ମୃତଦେହ: କାରଣ ଖୋଜୁଛି ପୋଲିସ

ବଞ୍ଚୋ,୧୪।୬:(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ନାନିକାବାହାଳି ଗ୍ରାମ ନିକଟସ୍ଥ ଗଣ୍ଡନାଳରୁ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri