ସ୍ବାଭିମାନ ଅଞ୍ଚଳରେ ମାଓ ପୋଷ୍ଟର

ଚିତ୍ରକୋଣ୍ଡା,୧୧।୧୨: ଆନ୍ଧ୍ର ଓଡ଼ିଶା ସୀମାନ୍ତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ପଣଷପୁଟ ପଞ୍ଚାୟତର ମସୁରିଗୁଡ଼ା ଗ୍ରାମ ନିକଟରେ ଶୁକ୍ରବାର ଦେଖିବାକୁ ମିଳିଛି ମାଓବାଦୀ ପୋଷ୍ଟର। ପିଏଲଜିଏ ସପ୍ତାହ ଶେଷ ହେବାର ଦୁଇ ଦିନ ପରେ ପୋଷ୍ଟର ଲଗାଇଛନ୍ତି ମାଓବାଦୀମାନେ। ଏଥିରେ ପିଏଲଜିଏକୁ ସମର୍ଥନ କରନ୍ତୁ। ଜମି ଓ ଜଙ୍ଗଲ ପାଇଁ ଆମ ସହ ଲଢ଼େଇରେ ବହୁ ସଂଖ୍ୟାରେ ସାମିଲ ହେବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ…

୫ ଜିଲାକୁ ଝଡ଼ବର୍ଷା, ଆଜି ଏସବୁ ଅଞ୍ଚଳରେ ଘଡ଼ଘଡ଼ି ସହ…

ଭୁବନେଶ୍ୱର,୨ା୪: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ଉପକୂଳରେ ଥଣ୍ଡା ଅନୁଭୂତ ହେଉଛି। ଗତ କିଛିଦିନ ଧରି ରାଜ୍ୟରେ ଏପରି ତାପମାତ୍ରା ଦେଖିବାକୁ ମିଳୁଛି। ଏନେଇ…

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri