ସ୍ବାମୀଙ୍କ ଆତ୍ମହତ୍ୟା ପରେ ଏମିତି କହିଥିଲେ ରେଖା, ହନିମୁନ୍‌ରେ ସବୁ ଜାଣି ସାରିଥିଲି…

ପ୍ରସିଦ୍ଧ ଅଭିନେତ୍ରୀ ରେଖା ତାଙ୍କ ଫିଲ୍ମ କ୍ୟାରିୟର ସହ ବ୍ୟକ୍ତିଗତ ଜୀବନ ପାଇଁ ସର୍ବଦା ଚର୍ଚ୍ଚାରେ ରହିଥା’ନ୍ତି । ତାଙ୍କ ଫିଲ୍ମ ଜୀବନ ଯେତିକି ସଫଳ ବ୍ୟକ୍ତିଗତ ଜୀବନ ସେତିକି ସମସ୍ୟାରେ ପରିପୂର୍ଣ୍ଣ । ସେ ନିଜ ପରିବାରକୁ ଚଳାଇବା ପାଇଁ ଖୁବ କମ ବୟସରେ ଫିଲ୍ମ ଇଣ୍ଡଷ୍ଟ୍ରିରେ କାମ କରିବା ଆରମ୍ଭ କରିଥିଲେ। ସେ ଜଣେ ସଫଳ ଅଭିନେତ୍ରୀ ଭାବରେ ଫିଲ୍ମ ଜଗତରେ ନିଜର ସ୍ଥାନ ସୃଷ୍ଟି କରିଥିଲେ । ସେ ପ୍ରଶଂସକଙ୍କ ଠାରୁ ବହୁତ ଭଲ ପାଇବା ପାଇଥିଲେ କିନ୍ତୁ ବାସ୍ତବ ଜୀବନରେ ତାଙ୍କର ପ୍ରେମ ଅସମ୍ପୂର୍ଣ୍ଣ ରହିଗଲା । ରେଖା ବ୍ୟବସାୟୀ ମୁକେଶ ଅଗ୍ରୱାଲଙ୍କୁ ବିବାହ କରିଥିଲେ, ପ୍ରାୟ ୬ ମାସ ପରେ ସ୍ବାମୀ ତାଙ୍କ ଓଢ଼ଣିରେ ଫାଶି ଲଗାଇ ଆତ୍ମହତ୍ୟା କରିଥିଲେ। ଯାହାର ସମ୍ପୂର୍ଣ୍ଣ ଦୋଷ ରେଖାଙ୍କ ଉପରକୁ ଆସିଥିଲା। ସ୍ବାମୀଙ୍କ ମୃତ୍ୟୁର ବହୁ ଦିନ ପରେ ରେଖା ତାଙ୍କ ନୀରବତା ଭାଙ୍ଗି ଅନେକ ଆଶ୍ଚର୍ଯ୍ୟଜନକ କଥା କହିଥିଲେ।

ଛାଡପତ୍ରକୁ ନେଇ ରେଖା ନୀରବତା ଭାଙ୍ଗିଥିଲେ

ଯେତେବେଳେ ମୁକେଶ ଅଗ୍ରୱାଲ ଫାଶି ଲଗାଇ ଆତ୍ମହତ୍ୟା କରିଥିଲେ, ସେତେବେଳେ ରେଖାଙ୍କ ବିରୋଧରେ ଅଭିଯୋଗ ଆସିଥିଲା। କିନ୍ତୁ ରେଖା ଏହି ପ୍ରସଙ୍ଗରେ ଅଧିକ ସମୟ ଚୁପ ରହି ନ ଥିଲେ । ରେଖା ଏକ ବାର୍ତ୍ତାଳାପ ସମୟରେ କହିଥିଲେ, ‘ସର୍ବପ୍ରଥମେ ମୁଁ ସମସ୍ତଙ୍କୁ କହିବାକୁ ଚାହେଁ ଯେ, ମୁକେଶ ଛାଡପତ୍ର କରିବାକୁ ଚାହୁଁଥିଲେ ମୁଁ ନୁହେଁ। ସେ ମୋ ଠାରୁ ଛାଡପତ୍ର ମାଗିଥିଲେ। ବୋଧହୁଏ ଆରେଞ୍ଜ ମ୍ୟାରେଜ ପାଇଁ ମୋର ତତ୍ପରତା ଠିକ ନଥିଲା। ଯେତେବେଳେ ଆମେ ଭାବୁ ଆମେ ପରସ୍ପର ପାଇଁ ତିଆରି ହୋଇ ନାହୁଁ, ତେବେ ସେହି ସମୟରେ ଅଲଗା ହେବା ଉଚିତ।

ସେ ଆହୁରି ମଧ୍ୟ କହିଥିଲେ ବିବାହର ଖୁବ କମ ସମୟ ମଧ୍ୟରେ ମୁଁ ତାଙ୍କ ପାଖେ ପାର୍ଥକ୍ୟ ଅନୁଭବ କରିଥିଲି। ଯେତେବେଳେ ଆମେ ହନିମୁନ ପାଇଁ ଲଣ୍ଡନ ଯାଇଥିଲୁ ସେତେବେଳେ ମୁଁ ଆମ ଭବିଷ୍ୟତ ସମ୍ପର୍କ ବିଷୟରେ ଜାଣି ସାରିଥିଲି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri