Posted inଜାତୀୟ

ସ୍ବାମୀଙ୍କ ଭୟରେ ୫ ମହଲାରୁ ଡେଇଁଲେ ସ୍ତ୍ରୀ

ନୂଆଦିଲ୍ଲୀ, ୧୬।୫: ଦିଲ୍ଲୀରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ମହିଳା ସ୍ବାମୀଙ୍କ ଭୟରେ ୫ମହଲା ଛାତରୁ ଡେଇଁ ପ୍ରାଣ ହରାଇଛନ୍ତି। ମୃତ ମହିଳା ଜଣଙ୍କ ସ୍ବାମୀଙ୍କ ଅନୁପସ୍ଥିତିରେ ଅନ୍ୟ ଜଣେ ପୁରୁଷଙ୍କ ସହ ଆପତ୍ତିଜନକ ଅବସ୍ଥାରେ ଧରାପଡିଯିବାରୁ ଭୟରେ ଏଭଳି ଚରମ ନିଷ୍ପତ୍ତି ନେଇଛନ୍ତି ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ସାଉଥ୍‌ ଦିଲ୍ଲୀ ତଗଡୀ ଥାନା ଅଞ୍ଚଳ ଜେଜେ କଲୋନୀରେ ରହୁଥିବା ଜଣେ ମହିଳା ନିଜ ସ୍ବାମୀଙ୍କ ସହ ରହୁଥିଲେ। ଅନ୍ୟ ଜଣେ ପୁରଷଙ୍କ ସହ ତାଙ୍କର ସମ୍ପର୍କ ଥିଲା। ଘଟଣା ଦିନ ମହିଳାଙ୍କ ସ୍ବାମୀ କୌଣସି କାମରେ ବାହାରକୁ ଯାଇଥିଲାବେଳେ ଉକ୍ତ ପୁରୁଷ ଜଣଙ୍କ ଘରକୁ ଆସିଥିଲେ। ଦୁହେଁ ବେଡ୍‌ରୁମରେ ଏକାଠି ଥିଲାବେଳେ ହଠାତ୍‌ ମହିଳାଙ୍କ ସ୍ବାମୀ ଆସି ଦେଖିଦେଇଥିଲେ। ପରେ ମହିଳାଙ୍କୁ ଚାପୁଡା ମାରି ଘର ବନ୍ଦ କରିଥିଲେ ତାଙ୍କ ସ୍ବାମୀ। ଏହାପରେ ମହିଳା ଜଣଙ୍କ ଭୟଭୀତ ହୋଇ ଘରର ବାଲକୋନୀରୁ ତଳକୁ ଡେଇଁ ପଡିଥିଲେ ବୋଲି ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ

ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍‌ ଅଭୟ…

ପିସିଏସ ଅଧିକାରୀ ଜ୍ୟୋତି-ଆଲୋକଙ୍କ ବିବାଦରେ ନୂଆମୋଡ଼: ସ୍ତ୍ରୀ ଅଫିସର ହେବାପରେ ସଫେଇ କର୍ମଚାରୀ ସ୍ବାମୀଙ୍କୁ ଯାଇଥିଲେ ଭୁଲି, ଏବେ…

ଲକ୍ଷ୍ନୌ,୬।୪: ଉତ୍ତର ପ୍ରଦେଶର ବହୁଚର୍ଚ୍ଚିତ ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟ ନାମକ ଜଣେ ସଫେଇ କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନର…

ଭାରତକୁ ସାହାଯ୍ୟ ମାଗିଲା ଇରାନ, ଏହି ବ୍ୟକ୍ତି ବଢାଇଲେ ଏମିତି ସହଯୋଗର ହାତ ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ସାରା ବିଭିନ୍ନ ରାଜ୍ୟର ଲୋକମାନେ ଯୁଦ୍ଧ ଦ୍ୱାରା ପ୍ରଭାବିତ ଇରାନୀ ନାଗରିକମାନଙ୍କୁ ସହାୟତା…

ପ୍ରଥମେ ଜୟଶଙ୍କରଙ୍କ ସହ କଥା ହୋଇ ପୁଣି ରୁଷିଆକୁ ଫୋନ ଲଗାଇଲା ଇରାନ, ବିଶ୍ୱକୁ ଦେଲା କେଉଁ ବିପଦର ଚେତାବନୀ? ଟ୍ରମ୍ପଙ୍କ ଧମକ ପରେ…

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ସହିତ ବିବାଦ ମଧ୍ୟରେ, ଇରାନର ବୈଦେଶିକ ମନ୍ତ୍ରୀ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ ରୁଷିଆର ବୈଦେଶିକ ମନ୍ତ୍ରୀ ଲାଭରୋଭଙ୍କ ସହ ଟେଲିଫୋନ…

ଟ୍ରମ୍ପଙ୍କ ଧମକ ପରେ ହର୍ମୁଜ ଖୋଲିବାକୁ ନେଇ ସର୍ତ୍ତ ରଖିଲା ଇରାନ, ବଢିବ ଭାରତର ଟେନସନ!

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକ ସମୟସୀମା ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ ମଙ୍ଗଳବାର ସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri