ସ୍ବାସ୍ଥ୍ୟ କ୍ୟାମ୍ପରେ ୫୦ ଜଣଙ୍କ ସ୍ବାବ ସଂଗ୍ରହ

ବଇଣ୍ଡା, ୧୭ା୪(ଡି.ଏନ.ଏ.)- କରୋନା ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ନମୁନା ସଂଗ୍ରହ ଓ ପରୀକ୍ଷାକୁ ବ୍ୟାପକ କରିବାକୁ ବିଭିନ୍ନ ସ୍ଥାନରେ ଅସ୍ଥାୟୀ ସ୍ବାସ୍ଥ୍ୟ କ୍ୟାମ୍ପ କରାଯାଇଛି। କିଶୋରନଗରରେ ବ୍ଲକ ବଇଣ୍ଡା ରାମଦେଓ ଉଚ୍ଚ ବିଦ୍ୟାଳୟଠାରେ ହୋଇଥିବା ଅସ୍ଥାୟୀ ସ୍ବାସ୍ଥ୍ୟକ୍ୟାମ୍ପରେ ଅନୁଗୋଳ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଶୁକ୍ରବାର ୫୦ ଜଣଙ୍କ ସ୍ବାବ ସଂଗ୍ରହ କରାଯାଇଛି । ବଇଣ୍ଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତର ସରୋଜ କୁମାର ନନ୍ଦ, ସ୍ବାସ୍ଥ୍ୟ ବିଭାଗ କର୍ମଚାରୀ ନାରାୟଣ ଦେହୁରୀ, ମନୋଜ କୁମାର ପ୍ରଧାନ, ସରୋଜ କୁମାର ସାହୁ ଲୋକଙ୍କଠାରୁ ସ୍ବାବ ସଂଗ୍ରହ କରିଥିଲେ।  ଭୁବନେଶ୍ୱରର ବମିଖାଲ ଅଞ୍ଚଳରୁ ଆସିଥିବା ଜଣେ ମହିଳା ଓ ତାଙ୍କ ସମ୍ପର୍କୀୟଙ୍କଠାରୁ ମଧ୍ୟ ସ୍ବାବ ପରୀକ୍ଷା ପାଇଁ ନିଆଯାଇଛି । ସଂଗୃହୀତ ସ୍ବାବ ଭୁବନେଶ୍ୱରକୁ ପରୀକ୍ଷା ପାଇଁ ପଠାଯିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri