ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତିଦିଏ ଅଦାପାଣି

ଅଦାରେ ଅନେକ ଉପକାରୀ ଗୁଣ ରହିଛି। ଅନେକେ ଅଦା ଚା’ ପିଇବାକୁ ଭଲପାଆନ୍ତି। ରୋଷେଇରେ ଏହାକୁ ମସଲା ରୂପେ ବ୍ୟବହାର କରାଯାଉଥିବା ବେଳେ ଆୟୁର୍ବେଦରେ ବିଭିନ୍ନ ଔଷଧ ପ୍ରସ୍ତୁତିରେ ବ୍ୟବହାର କରାଯାଇଥାଏ। ତେବେ ଅଦା ଯେତିକି ଉପକାରୀ, ଅଦାପାଣି ତା’ଠାରୁ ବେଶି ଉପକାରୀ। ଜାଣନ୍ତୁ, ଅଦାପାଣିର ସେଭଳି କିଛି ଉପକାରୀ ଗୁଣ ସମ୍ପର୍କରେ-

* ପେଟଜନିତ ସମସ୍ୟା ପାଇଁ ରାମବାଣ ସଦୃଶ ଉପଶମ ଦେଇଥାଏ ଅଦାପାଣି:
ଏଥିରେ ଫାଇବର, କ୍ୟାଲସିୟମ୍‌, ପୋଟାସିୟମ୍‌, ଆଣ୍ଟିଅକ୍ସିଡାଣ୍ଟ ଗୁଣ ଭରି ରହିଥାଏ। ପ୍ରତିଦିନ ଅଦାପାଣି ପିଇବା ଫଳରେ ପାଚନତନ୍ତ୍ର ଶକ୍ତ ହୋଇ ଖାଦ୍ୟ ଭଲ ହଜମ ହୋଇଥାଏ। ଏହା ସହ ପେଟଜନିତ ସମସ୍ୟାରୁ ମୁକ୍ତି ମିଳିଥାଏ।

* ରକ୍ତଶର୍କରା ନିୟନ୍ତ୍ରିତ କରେ:
ଅଦାପାଣିରେ ଜିଙ୍କ୍‌ ପରିମାଣ ଅଧିକ ରହିଥାଏ। ଏହା ଶରୀରରେ ଇନ୍‌ସୁଲିନ ପରିମାଣକୁ ବଢ଼ାଇଥାଏ। ଏହା ମଧୁମେହ ରୋଗୀଙ୍କ ରକ୍ତଶର୍କରା ନିୟନ୍ତ୍ରଣ କରିଥାଏ।

* ମେଦବହୁଳତା ଦୂରକରେ:
ଅଦାପାଣି ନିୟମିତ ସେବନ ଫଳରେ ଭୋକ ହୋଇ ନ ଥାଏ। ଏହାସହ କ୍ୟାଲୋରି ପରିମାଣ ନ ରହୁଥିବାରୁ ମେଦବହୁଳତା ଦୂର କରିଥାଏ।

* ମାଂସପେଶୀ ଶକ୍ତ ହୁଏ:
ପ୍ରତିଦିନ ଅଦାକୁ ହାଲୁକା ଗରମ ପାଣିରେ ମିଶାଇ ପିଇବା ଦ୍ୱାରା ମାଂସପେଶୀ ଶକ୍ତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri