ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା: ହୋମ କ୍ୱାରାଣ୍ଟାଇନରେ ରହିଲେ ରାୟଗଡ଼ା ସିଡିଏମ୍‌ଓ

ରାୟଗଡା ଅଫିସ,୧୦।୬-ରାୟଗଡା ଜିଲାରେ ବୁଧବାର ୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୨ ଜଣ ଯୁବତୀ ରହିଥିବାବେଳେ ଅନ୍ୟ ଜଣେ ପୁରୁଷ ରହିଛନ୍ତି। ସେମାନେ ନିକଟରେ ଦିଲ୍ଲୀରୁ ଫେରି କ୍ୱାରାଣ୍ଟାଇନରେ ଥିଲେ। ସେହିପରି ଅନ୍ୟ ଆକ୍ରାନ୍ତ ଜଣକ ୩୪ ବର୍ଷୀୟ ସ୍ବାସ୍ଥ୍ୟକର୍ମୀ ବୋଲି ଜଣାପଡ଼ିଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କ କଣ୍ଟ୍ରାକ୍ଟ ଟ୍ରେସିଂ ଜାରି ରହିଛି। ସମସ୍ତଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯିବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି। କ୍ୱାରାଣ୍ଟାଇନ ସେଣ୍ଟର ଗୁଡ଼ିକ ସହ ମିନି ମେଡିକାଲ କଲୋନୀ ମଧ୍ୟ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ସମସ୍ତ ଆକ୍ରାନ୍ତଙ୍କୁ ଗଜପତି କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ସ୍ବାସ୍ଥ୍ୟକର୍ମୀଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ସିଡିଏମ୍‌ଓଙ୍କ ସମେତ ସ୍ବାସ୍ଥ୍ୟ ବିଭାଗର କିଛି କର୍ମୀ ହୋମ କ୍ୱାରାଣ୍ଟାଇନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri