ସ୍ବାସ୍ଥ୍ୟକେନ୍ଦ୍ରରେ ସରପଞ୍ଚଙ୍କ ପୁଅ ତାଲା ପକାଇବା ଘଟଣା : ଏହାକୁ ବିରୋଧ କରି ଗ୍ରାମବାସୀଙ୍କ ଧାରଣା

ବାହାନଗା, ୨୮।୯(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ବିଷ୍ଣୁପୁର ଗ୍ରାମର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ଶୁକ୍ରବାର ଅପରାହ୍ନରେ ସରପଞ୍ଚଙ୍କ ପୁଅ ଓ ତାଙ୍କର ଜଣେ ସାଙ୍ଗ ଉତ୍ତ୍ୟକ୍ତ ହୋଇ ତାଲା ପକାଇ ଦେଇଥିଲେ। ଫଳରେ ଗ୍ରାମବାସୀ ଏହ ଘଟଣାକୁ ବିରୋଧ କରି ଶନିବାର ସକାଳୁ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଧାରଣାରେ ବସିଛନ୍ତି। ସେମାନଙ୍କ ବିରୋଧରେ ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହ ଓ ସର୍ବ ସମ୍ମୁଖରେ ଦୁଇଜଣ ଭୁଲ ମାଗନ୍ତୁ ବୋଲି ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧ ସେପ୍ଟେମ୍ବରରୁ କେଉଁ ରାଶିଙ୍କୁ ମିଳିବ ଭାଗ୍ୟର ସାଥ୍‌, କାହା ଉପରେ ପଡିବ ସଙ୍କଟ: ଦେଖିନିଅନ୍ତୁ ୧୨ ରାଶିର…

ସେପ୍ଟେମ୍ବର ମାସର ପ୍ରଥମ ଦିନ ଅର୍ଥାତ୍‌ ୧ ସେପ୍ଟେମ୍ବର ୨୦୨୬ ଅନେକ ରାଶିଙ୍କ ପାଇଁ ନୂଆ ଆଶା, ସଫଳତା ଓ ଖୁସି ନେଇ ଆସିପାରେ। ଗ୍ରହ-ନକ୍ଷତ୍ରଙ୍କ ଚଳନର…

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖ ପାଲଟିଛି ବସଷ୍ଟାଣ୍ଡ୍‌: ବସ୍‌ ହର୍ନରେ ଅସ୍ତବ୍ୟସ୍ତ ରୋଗୀ

ଦାରିଙ୍ଗବାଡି,୧।୯(ଅରୁଣ ସାହୁ):କନ୍ଧମାଳ ଜିଲାର ବୃହତ ବ୍ଲକ ଭାବେ ଜଣାଶୁଣା ଦାରିଙ୍ଗବାଡିରେ ଏବେ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଯାତ୍ରୀବାହୀ ବସର ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି। ତେବେ…

ଚାଇନା ଗଣମାଧ୍ୟମରେ ଦୃଶ୍ୟ ହେଉନି ନେପାଳ ବନ୍ୟା! ଜିନ ପିଙ୍ଗଙ୍କ ଏକଛତ୍ରବାଦୀ ଶାସନକୁ ନେଇ ହେଉଛି ଆଲୋଚନା, କ’ଣ ରହିଛି ଏହା ପଛର କାରଣ ଜାଣନ୍ତୁ

ବେଜିଂ,୧।୯: ୨୬ ଅଗଷ୍ଟ, ୨୦୨୬ରେ ନେପାଳ-ତିବ୍ଦତ ସୀମାରେ ଘଟିଥିବା ଭୟଙ୍କର ବନ୍ୟା ଏବଂ ମାଟି ଧସିବା କେବଳ ବ୍ୟାପକ କ୍ଷୟକ୍ଷତି ଘଟାଇ ନଥିଲା ବରଂ ଚାଇନାର ସୂଚନା…

ମୟୂରଭଞ୍ଜରେ ପ୍ରବଳ ବର୍ଷା, ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ

ବାରିପଦା,୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ଓ ସମ୍ଭାବ୍ୟ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି । ଜିଲାର ବଡ଼ସାହି, ବେତନଟୀ, ବିଶୋଇ…

ଜିଲା ମୁଖ୍ୟାଳୟ ଚାଲ ଅଭିଯାନ: ସାମିଲ ହେଲେ ଶତାଧିକ ଡ୍ରାଇଭର

ଦାରିଙ୍ଗବାଡି, ୧।୯ (ଅରୁଣ ସାହୁ):ଓଡିଶା ଡ୍ରାଇଭର ମହାସଂଘ ପକ୍ଷରୁ ମଙ୍ଗଳବାର ଫୁଲବାଣୀ ଠାରେ ରାଷ୍ଟ୍ରୀୟ ଡ୍ରାଇଭର ଦିବସ ପାଳନ ପାଇଁ ଶତାଧିକ ଡ୍ରାଇଭର ଦାରିଙ୍ଗବାଡିରୁ ଫୁଲବାଣୀକୁ ଗସ୍ତ…

ତେଲ ବଜାରରେ ବଡ଼ ହଲଚଲ: ସେପ୍ଟେମ୍ବର ୧ରେ ପେଟ୍ରୋଲ-ଡିଜେଲ ଦରରେ…

ନୂଆଦିଲ୍ଲୀ, ୧।୯: ଦିନର ଆରମ୍ଭ ଏବେ କେବଳ ସୂର୍ଯ୍ୟଙ୍କ କିରଣ ସହ ନୁହେଁ, ପେଟ୍ରୋଲ-ଡିଜେଲର ନୂଆ ଦର ସହ ମଧ୍ୟ ହେଉଛି। ଇନ୍ଧନ ଦର ସିଧାସଳଖ ଭାବେ…

ବର୍ଷାରେ ପଡ଼ିଗଲା କାନ୍ଥ, ମୁଣ୍ଡରେ କାଠ ବାଡେଇ ହୋଇ ମହିଳା ମୃତ

ବାରିପଦା,୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ଥାନା ଅଧିନ ଭୁଲନ୍‌ପୁରରେ ଅଭାବନୀୟ ଘଟଣା ଘଟିଯାଇଛି । ଚାଳଘର ଭୁଶୁଡ଼ି ଜଣେ ମହିଳାଙ୍କ ମୃତ୍ଯୁ ହୋଇଛି ।…

ଗୁରୁ-ଶନିଙ୍କ ନବପଞ୍ଚମ ଯୋଗ: ପହିଲାରୁ ଖୋଲିଲା ୫ ରାଶିଙ୍କ ଭାଗ୍ୟ, ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗୁରୁ ଓ ଶନି ଗ୍ରହଙ୍କ ମଧ୍ୟରେ ଏକ ଶୁଭ ଯୋଗ ସୃଷ୍ଟି ହୋଇଛି। ଗୁରୁ ଓ ଶନି ୧୨୦ ଡିଗ୍ରୀରେ ଅବସ୍ଥିତ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri