ସ୍ବାସ୍ଥ୍ୟୋପକାରୀ ଅମୃତଭଣ୍ଡା

ଅମୃତଭଣ୍ଡାରେ ଅନେକ ଉପକାରୀ ଗୁଣ ଭରି ରିହିଛି ।
ଏହାକୁ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀର ପାଇଁ ବରଦାନ ସଦୃଶ ହୋଇଥାଏ। ଜାଣନ୍ତୁ ସେ ସମ୍ପର୍କରେ…

– ଭିଟାମିନ୍‌ ‘ଏ’ର ପ୍ରମୁଖ ଉତ୍ସ ହେଲା ଅମୃତଭଣ୍ଡା। ଏହାକୁ ନିୟମିତ ଖାଇଲେ ତାହା ଦୃଷ୍ଟି ଶକ୍ତିକୁ ଆହୁରି ପ୍ରଖର କରିଥାଏ।
-ଆପଣ କୋଲେଷ୍ଟରଲ ସମସ୍ୟା ସହ ଜଡିତ କି ? ଯଦି ହଁ, ତେବେ ଏହାକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବାକୁ ଭୁଲନ୍ତୁ ନାହିଁ। କାରଣ ଏହାକୁ ଖାଇବା ଦ୍ୱାରା କୋଲେଷ୍ଟରଲ ପରିମାଣ ସନ୍ତୁଳିତ ରହିଥାଏ।
-ଅମୃତଭଣ୍ଡା ଖାଇଲେ ତାହା ଶରୀର ଭିତରେ ଥିବା ଅତିରିକ୍ତ ଚର୍ବିକୁ ନଷ୍ଟ କରିବାରେ ସହାୟକ ହୋଇଥାଏ।
-ଅମୃତଭଣ୍ଡାରେ ‘ପାପାଇନ୍‌’ ନାମକ ଏକ ପୋଷକତତ୍ତ୍ୱ ରହିଛି ଯାହା ହଜମ ଶକ୍ତିକୁ ବୃଦ୍ଧି କରିଥାଏ।
-ଏହାକୁ ନିୟମିତ ଖାଇଲେ ରୋଗ ପ୍ରତିରୋଧକ ଶକ୍ତି ବଢ଼ିଥାଏ।
-ଅମୃତଭଣ୍ଡା ଶରୀରକୁ ଅନେକ ଉପକାରୀ ପୋଷକତତ୍ତ୍ୱ ଯୋଗାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

କୋରାପୁଟରେ ମୋକିମ୍‌: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…

କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍‌ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ…

ହର୍ମୁଜରେ ଅପମାନ ପରେ, ଇରାନ ଆମେରିକାକୁ ଦେଲା ନୂଆ ଅଲ୍ଟିମେଟମ; ବାବ ଅଲ-ମାଣ୍ଡେବ ଉପରେ ମଧ୍ୟ ରହିଛି ବିପଦ

ତେହରାନ,୪।୪: ଇରାନରୁ ଏକ ସଙ୍କେତ ଆସିଛି ଯାହା ସମଗ୍ର ବିଶ୍ୱରେ ଚିନ୍ତାକୁ ବୃଦ୍ଧି କରିଛି। ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୂର୍ବରୁ ଏକ ଗୁରୁତ୍ୱପୂର୍ଣ୍ଣ ସ୍ତରରେ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାପା-ଝିଅ ଯାଉଥିବା ବେଳେ ରାସ୍ତା ମଝିରେ ହଠାତ୍‌  ଜଳିଲା ବାଇକ୍‌ 

କେନ୍ଦୁଝର,୪।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଦ୍ମପୁର ଗ୍ରାମ ନିକଟରେ ଏକ ଚଳନ୍ତା ବାଇକ୍‌ରେ ନିଆଁ ଲାଗିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି

ପୁରୀ,୪ା୪: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଛି ଜଙ୍ଗଲ ଜମି ଅନୁମତି। ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାର ଷ୍ଟେଜ୍‌-୧ ଅନୁମୋଦନ କରିଛନ୍ତି। ପ୍ରକଳ୍ପକୁ ବାସ୍ତବରେ ରୂପାୟନ…

ଖଡ଼ିଛୁଆଁ, ପ୍ରବେଶ ଉତ୍ସବର ଶୁଭାରମ୍ଭ କଲେ ପାଟଣା ବିଧାୟକ

ପାଟଣା,୪ା୪(ବୀରକିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଛି। ଏହି ଅବସରରେ ଶନିବାର କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ପାଟଣା ମୁଖ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri