ସ୍ବାସ୍ଥ୍ୟୋପକାରୀ ଫଳ ଚୋପା

ତଟକା ଫଳମୂଳ ତଥା ପନିପରିବା ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା କହିବା ବାହୁଲ୍ୟ। ଏହାର ଚୋପାରେ ମଧ୍ୟ ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ସେ ସମ୍ପର୍କରେ ଟିପ୍ସ…
ଆଳୁ ଚୋପା: ଆଳୁରେ ଅଧିକ ପରିମାଣରେ ଷ୍ଟାର୍ଚ ରହିଛି, ଯାହା ଚର୍ମକୁ ଲୋଚାକୋଚାରୁ ରକ୍ଷା କରିଥାଏ। ଏହାକୁ ଚର୍ମରେ ଘଷିଲେ ତାହା ଏଥିରେ ଜଳୀୟ ଅଂଶକୁ ସନ୍ତୁଳିତ ରଖିଥାଏ।
କଦଳୀ ଚୋପା: କଦଳୀ ଚୋପାକୁ ସିଧା ସଳଖ ଲଗାନ୍ତୁ କିମ୍ବା ଏହାର ପେଷ୍ଟ ଲଗାଇବା ଦ୍ୱାରା ବ୍ରଣ ସମସ୍ୟାରୁ ଅନେକାଂଶରେ ଉପଶମ ମିଳିଥାଏ। କୌଣସି ପୋକ ଯଦି କାମୁଡି ଦେଇଛି ସେଇ ସ୍ଥାନରେ କଦଳୀ ଚୋପା ଘଷିବେ ଦେଖି ତ ଆରାମ ମିଳିବ।
ଲେମ୍ବୁ ଚୋପା : ଲେମ୍ବୁ ରସ ସ୍ବାସ୍ଥ୍ୟ ପାଇଁ ଉପକାରୀ। ଏଥି ସହିତ ଏହାର ଚୋପାରେ ନିୟମିତ ଦାନ୍ତ ଘଷିବା ଦ୍ୱାରା ଦାନ୍ତ ସଫା ରହିଥାଏ।
କାକୁଡି ଚୋପା : କାକୁଡି ଚୋପାରେ ସବୁଠୁ ଅଧିକ ଆଣ୍ଟିଅକ୍ସିଡାଣ୍ଟ, ପଟାସିୟମ୍‌ ଓ ଫାଇବର ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ନୁହେଁ ବ୍ୟବସାୟରେ ରାଜ୍‌ କରନ୍ତି ଏହି ୬ ରାଶି, ନିଜ ଦମ୍‌ରେ ପାଆନ୍ତି ବଡ଼ ସଫଳତା

ବ୍ୟବସାୟ ଦୁନିଆରେ କିଛି ଲୋକ ଖୁବ କମ ସମୟରେ ସଫଳତାର ଶୀର୍ଷରେ ପହଞ୍ଚିଯାଆନ୍ତି, ଆଉ କିଛି ଲୋକ ବର୍ଷ ବର୍ଷ ଧରି ପରିଶ୍ରମ କରିବା ପରେ ମଧ୍ୟ…

କୁମ୍ଭ-ବିଛା ସମେତ ୪ ରାଶି ପାଇଁ ଭାଗ୍ୟଶାଳୀ ଏହି ସପ୍ତାହ: ଚାକିରିରେ ପ୍ରମୋସନ ସହ ବଢ଼ିବ ଦରମା!

ଭୁବନେଶ୍ୱର: ନୂଆ ସପ୍ତାହର ଆରମ୍ଭ ବୁଧଙ୍କ ଗୋଚର ସହ ହେଉଛି। ଜ୍ୟୋତିଷ ଗଣନା ଅନୁସାରେ, ଏହି ସପ୍ତାହ କୁମ୍ଭ, ମିଥୁନ, ବିଛା ଓ ମୀନ ରାଶିର ଲୋକଙ୍କ…

ସୃଷ୍ଟି ହେଲା ସୂର୍ଯ୍ୟ-ଗୁରୁଙ୍କ ଦ୍ୱିଦ୍ୱାଦଶ ଯୋଗ: ଆଜିଠୁ କର୍କଟ ସମେତ ଏହି ୪ ରାଶି ପାଇଁ ଗୋଲ୍‌ଡେନ୍‌ ସୁଯୋଗ, ଅଚାନକ ଧନଲାଭ

ଜ୍ୟୋତିଷ ଗଣନା ଅନୁସାରେ, ସେପ୍ଟେମ୍ବର ୭ ତାରିଖରେ ସୂର୍ଯ୍ୟ ଓ ଗୁରୁଙ୍କ ମଧ୍ୟରେ ଦ୍ୱିଦ୍ୱାଦଶ ଦୃଷ୍ଟି ଯୋଗ ଗଠିତ ହେଉଛି। ଦୁଇ ଗ୍ରହ ପରସ୍ପରଠାରୁ ଦ୍ୱିତୀୟ ଓ…

ସ୍କ୍ରବ୍‌ ଟାଇଫସ୍‌: ଏମାନଙ୍କ ସଂସ୍ପର୍ଶରେ ଆସିଲେ ହୋଇଥାଏ ଏହି ରୋଗ

ସ୍କ୍ରବ୍‌ ଟାଇଫସ୍‌ ଏକ ସଂକ୍ରାମକ ରୋଗ ଓ ଏହା ରିକେଟ୍‌ସିଆ ଗ୍ରୁପ୍‌ର ଜୀବାଣୁ ଓରିଏନସିଆ ସୁସୁଗାମୁଷି ଜୀବାଣୁ ଦ୍ୱାରା ହୋଇଥାଏ। ଏହି ଜୀବାଣୁ ଜଉପୋକ, ଲୁଣିଆ ପୋକ…

ଜାଣନ୍ତୁ କେମିତି ନିୟନ୍ତ୍ରଣରେ ରହିବ ବ୍ଲଡ୍‌ପ୍ରେସର

ରକ୍ତଚାପ ବା ବ୍ଲଡପ୍ରେସର ଦୁଇ ଭାଗରେ ବିଭକ୍ତ, ଯଥା- ଉଚ୍ଚ ରକ୍ତଚାପ ବା ହାଇ ବ୍ଲଡପ୍ରେସର, ଲୋ ବ୍ଲଡପ୍ରେସର ବା ନିମ୍ନ ରକ୍ତଚାପ। ବିଶେଷଭାବରେ ଲୋ ବ୍ଲଡପ୍ରେସର…

ଚର୍ଚ୍ଚିତ ଗୌଣ ଗ୍ରହ ଆପୋଫିସ୍‌

ଆମ ସୌରଜଗତରେ ମଙ୍ଗଳ ଓ ବୃହସ୍ପତି ଗ୍ରହଦ୍ୱୟ କକ୍ଷ ମଝିରେ ଅନେକଗୁଡିଏ କ୍ଷୁଦ୍ର ଜ୍ୟୋତିର୍ବିଦୀୟ ପିଣ୍ଡ ସୂର୍ଯ୍ୟଙ୍କୁ ପରିକ୍ରମଣ କରୁଛନ୍ତି। ଏଗୁଡିକ ଗ୍ରହାଣୁ ବା ଗୌଣଗ୍ରହ କୁହାଯାଏ।…

ଶନିଙ୍କ ବକ୍ରୀ ଚଳନରେ ୩ ରାଶିଙ୍କ ପାଇଁ ବଢ଼ିପାରେ ସମସ୍ୟା, କର୍ମକ୍ଷେତ୍ରରେ ସମସ୍ୟା ସହ ଚାକିରି…

ବର୍ତ୍ତମାନ ଶନି ଗ୍ରହ ବକ୍ରୀ ଅବସ୍ଥାରେ ମୀନ ରାଶିରେ ରହିଛନ୍ତି। ଜ୍ୟୋତିଷ ମତ ଅନୁସାରେ, ଶନିଙ୍କ ଏହି ସ୍ଥିତି କିଛି ରାଶି ପାଇଁ ଚ୍ୟାଲେଞ୍ଜ ଆଣିପାରେ। ଶନିଙ୍କୁ…

ଓଜନ କମାଇବାର ସହଜ ଉପାୟ

ଆମ ଶରୀରର ଓଜନ ସନ୍ତୁଳିତ ରହିବା ନିହାତି ଦରକାର। ହେଲେ ଏହାର ଏକ ସରଳ ଉପାୟ ରହିଛି। ଏହାକୁ ଜଣେ ଅତି ସହଜରେ ଆପଣେଇ ପାରିବ। ତାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri