ସ୍ବାସ୍ଥ୍ୟୋପକାରୀ ଲେମ୍ବୁପାଣି

ଲେମ୍ବୁପାଣି ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ, ତାହା କହିବା ବାହୁଲ୍ୟ। ସେ ସମ୍ପର୍କିତ କେତୋଟି ଟିପ୍ସ..

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାରେ ସାହାଯ୍ୟ କରିଥାଏ। କାରଣ ଏଥିରେ ଭିଟାମିନ୍‌ ‘ସି’ ଏବଂ ଆଣ୍ଟିଅକ୍ସିଡାଣ୍ଟ ଭରି ରହିଛି।
ପିଇବା ଦ୍ୱାରା ସଂକ୍ରମଣ (ଇନ୍‌ଫେକ୍‌ଶନ) ଆଶଙ୍କା କେତେକାଂଶରେ ଦୂର ହୋଇଥାଏ।
ସମସ୍ୟା ପାଇଁ ଲେମ୍ବୁପାଣି ବରଦାନ ସଦୃଶ। ଏଥିରେ ଫ୍ଳାଭୋନାଏଡ ନାମକ ତତ୍ତ୍ୱ ରହିଛି, ଯାହା ପେଟଜନିତ ସମସ୍ୟାରୁ ଉପଶମ ଦେଇଥାଏ।
ଶରୀରରେ ଚର୍ବି ଅଂଶ ବଢ଼ି ଯାଇଥିଲେ ତାହାକୁ କମାଇବାର ଏକ ସରଳ ତଥା ସହଜ ଉପାୟ ରହିଛି। ପ୍ରତିଦିନ ଗୋଟିଏ ଗ୍ଲାସ ଉଷୁମ ପାଣିରେ ଲେମ୍ବୁ ଚିପୁଡି ଏବଂ ଅଳ୍ପ ମହୁ ମିଶାଇ ପିଇଲେ ଏଥିରୁ ରକ୍ଷା ମିଳିଥାଏ।
ଲେମ୍ବୁପାଣି ପିଇବା ଦ୍ୱାରା ଉଚ୍ଚ ରକ୍ତଚାପ, କ୍ଳାନ୍ତି, ଚିନ୍ତାରୁ ଉପଶମ ମିଳିଥାଏ।
ଥିବା ସାଇଟ୍ରିକ୍‌ ଏସିଡ୍‌ ଏବଂ ଭିଟାମିନ୍‌ ‘ସି’ ଅସ୍ଥିକୁ ମଜଭୁତ ରଖିଥାଏ।
ଖାସ୍‌ କଥା ହେଲା, ଲେମ୍ବୁପାଣି ପିଇଲେ ତାହା ଶରୀରରେ ଜଳୀୟ ଅଂଶ ଅଭାବକୁ ପୂରଣ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମାସର ପ୍ରଥମ ଦିନରେ ଶସ୍ତା ହେଲା ସୁନା; ଏତିକି ଖସିଲା ରେଟ! ଜାଣନ୍ତୁ ୧ ଜୁଲାଇର ନୂଆ ରେଟ୍…

ନୂଆଦିଲ୍ଲୀ,୧।୭:  ୧ ଜୁଲାଇ ୨୦୨୬ରେ ସୁନା ଏବଂ ରୂପା ଉଭୟର ମୂଲ୍ୟରେ ହ୍ରାସ ଦେଖିବାକୁ ମିଳିଛି। କ୍ରମାଗତ ଭାବେ ବଢୁଥିବା ମୂଲ୍ୟ ପରେ ଏବେ ଗ୍ରାହକମାନଙ୍କୁ ସାମାନ୍ୟ…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର: ୬ରୁ ୧୯ ଜୁଲାଇ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ, ଜାଣନ୍ତୁ କେବେ ଖୋଲିବ…

ନୂଆଦିଲ୍ଲୀ,୧।୭: କଶ୍ମୀର ଉପତ୍ୟକାରେ ବଢୁଥିବା ଗରମ ଓ ଗୁଳୁଗୁଳି ମଧ୍ୟରେ ସ୍କୁଲ ପିଲାମାନଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ଆସିଛି। ଜମ୍ମୁ-କଶ୍ମୀର ସରକାର କଶ୍ମୀର…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ନିଷ୍ପ୍ରଭ ହେଉଛି ସାମୁଦ୍ରିକ ପ୍ରାଣୀଙ୍କ ଧ୍ୱନି

କଥାବାର୍ତ୍ତା ବା ଭାବର ଆଦାନପ୍ରଦାନ ଆବହମାନ ସମୟରୁ ରହିଆସିଛି। ଏ ସୃଷ୍ଟିର ବଡ଼ ବୈଚିତ୍ରତା ହେଉଛି ମଣିଷଠାରୁ ଜୀବଜଗତ, କୀଟପତଙ୍ଗ ସମସ୍ତଙ୍କର ଏହି ଧ୍ୱନି ପ୍ରକରଣ ଯେତିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri