Posted inଜାତୀୟ

ସ୍ବିଗି ମୁସଲମାନ୍‌ ଡେଲିଭରି ବୟଠାରୁ ଖାଦ୍ୟ ଗ୍ରହଣ କରିବା ମନା କରିବା ପଡ଼ିଲା ମହଙ୍ଗା: ଗ୍ରାହକଙ୍କ ନାମରେ ମାମଲା ଦାଏର

ହାଇଦ୍ରାବାଦ୍‌,୨୬।୧୦: ତେଲେଙ୍ଗାନାରେ ଜଣେ ମୁସଲମାନ୍‌ ଡେଲିଭରି ବୟଠାରୁ ଖାଦ୍ୟ ଗ୍ରହଣ କରିବା ମନା କରି ଗ୍ରାହକଙ୍କୁ ହଟହଟା ହେବାକୁ ପଡ଼ିଛି। ସ୍ବିଗିର ଡେଲିଭରି ବୟ ମୁଦସିର୍‌ଙ୍କ ଠାରୁ ହାଇଦ୍ରାବାଦ୍‌ ଅଲୀବାଦ୍‌ ଅଞ୍ଚଳର ଅଜୟ କୁମାର ଖାଦ୍ୟ ଗ୍ରହଣ କରିବାକୁ ମନା କରିଥିଲେ। ଏନେଇ ଡେଲିଭରି ବୟ ହାଇଦ୍ରାବାଦ୍‌ ଥାନାରେ ଏକ ମାମଲା ଦାଏର କରିଥିଲେ। ଏନେଇ ତଦନ୍ତ ଜାରି ରହିଥିବା ପୋଲିସ ଇନସ୍ପେକ୍ଟର ପି. ଶ୍ରୀନିବାସ ସୂଚନା ଦେଇଛନ୍ତି। ଅଭିଯୁକ୍ତ ଚିକେନ୍‌-୬୫ ଅର୍ଡର କରିଥିଲେ। ଏହା ସହିତ ସେ ଏହାକୁ ହିନ୍ଦୁ ଡେଲିଭରି ବୟଙ୍କ ହାତରେ ପଠାଇବା ପାଇଁ ସ୍ବିଗି କଷ୍ଟମର କେୟାରକୁ ଅନୁରୋଧ କରିଥିଲେ। ମାତ୍ର ସ୍ବିଗି ପକ୍ଷରୁ ମୁସଲମାନ୍‌ ଡେଲିଭରି ବୟଙ୍କୁ ପାଠାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ସିଂହ ରାଶିରେ ଏକାଠି ହେବେ ସୂର୍ଯ୍ୟ-ବୁଧ; ଧନ ଓ ସଫଳତାରେ ମିଳିବ ବଡ଼ ଲାଭ, ଏହି ୩ ରାଶିର ଗୋଲ୍ଡେନ୍ ଟାଇମ୍ ଆରମ୍ଭ…

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହମାନଙ୍କର ଗତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହମାନଙ୍କର ରାଜକୁମାର ବୁଧ, ଆସନ୍ତା ଅଗଷ୍ଟ ୨୨ ତାରିଖରେ ସନ୍ଧ୍ୟା…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri