ସ୍ମରଣ ଶକ୍ତି ବଢ଼ାଇବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ସ୍ମରଣ ଶକ୍ତି ବଢ଼ାଇବା ପାଇଁ ଅଭ୍ୟାସକରି ପ୍ରତିଦିନ ସକାଳେ ଖାଲିପାଦରେ ଘାସରେ ଚାଲିଲେ ଅନେକ ଉପକାର ମିଳିଥାଏ। ଘାସ ଉପରେ ପଡ଼ିଥିବା କାକର ପାଦରେ ଲାଗିଲେ ମସ୍ତିଷ୍କର କାର୍ଯ୍ୟକାରୀତା ବୃଦ୍ଧି ପାଇଥାଏ। ଫଳରେ ଚିନ୍ତା ଓ ବିଚାର ଶକ୍ତି ବିକଶିତ ହୋଇପାରିଥାଏ। ଏହାଦ୍ୱାରା ଦୃଷ୍ଟିଶକ୍ତି ବଢ଼ିବା ସହିତ ପାଚନ କ୍ରିୟା ଉପରେ ସକାରାତ୍ମକ ପ୍ରଭାବ ପଡେ। ହାଇପୋଥାଲାମସ୍‌ ଏହାଦ୍ୱାରା ସକ୍ରିୟ ହୋଇ ସ୍ବାଭାବିକ ଭାବେ କାର୍ଯ୍ୟ କରିବା ସହିତ ହରମୋନ କ୍ଷରଣକୁ ନିୟନ୍ତ୍ରିତ କରେ।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ଜୁଲାଇ ୨୦ରୁ ଚମକିବ ଏହି ରାଶିର ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ରାଶି ପରିବର୍ତ୍ତନ ସହିତ ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ସମାନ ଭାବରେ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ନକ୍ଷତ୍ରରେ ପରିବର୍ତ୍ତନ ଗ୍ରହ ପ୍ରଭାବରେ ସୂକ୍ଷ୍ମ କିନ୍ତୁ…

ମଦ ନିଶା ଛାଡ଼ିବାର ସରଳ ଚିକିତ୍ସା

କିଛି ବର୍ଷ ମଧ୍ୟରେ ମଦ ନିଶା ଏକ ଗମ୍ଭୀର ସମସ୍ୟାରେ ପରିଣତ ହୋଇଯାଇଛି। ମଦ ନିଶା ଯୋଗୁ ବ୍ୟକ୍ତିର ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟ ଉପରେ ଖରାପ…

ରକ୍ତ ସଞ୍ଚାଳନକୁ ସକ୍ରିୟ କରେ ମହୁ, ଆହୁରି ଅନେକ ସମସ୍ୟା ଦୂର କରିବାରେ…

ମହୁରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ବିଶେଷଭାବରେ ଥଣ୍ଡା ସମସ୍ୟାରୁ ଉପଚାର ପାଇଁ ଏହା ବେଶ୍‌ ସହାୟକ ହୋଇଥାଏ। ତେବେ ଏଥିରେ ଏଭଳି ତତ୍ତ୍ୱ…

୪ ରାଶିଙ୍କ ଶୁଭ ସମୟ ଆରମ୍ଭ! ଚାକିରିରେ ଡବଲ ପ୍ରମୋସନ, ଅଜଣା ଲୋକ ଦେବେ ବଡ଼ ସରପ୍ରାଇଜ!

ନୂଆଦିଲ୍ଲୀ, ୫ା୭: ୧୯ ଜୁଲାଇରୁ ୪ ରାଶିଙ୍କ ଶୁଭ ସମୟ ଆରମ୍ଭ!ଚାକିରିରେ ଡବଲ ପ୍ରମୋସନ, ଅଜଣା ଲୋକ ଦେବେ ବଡ଼ ସରପ୍ରାଇଜ! ଦେବଗୁରୁ ବୃହସ୍ପତି ଜୁନ୍ ୧୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri